-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ଖଣ୍ଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଆଦିତି ଔଷଧ ଦୋକାନ ଗୃହ ଉଦଘାଟିତ

10-Sep-2024



ନୟାଗଡ/ଖଣ୍ଡପଡ଼ା: ଖଣ୍ଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପଛ ପାଖରେ ଆଜି ଆଦିତି ଔଷଧ ଦୋକାନ ଗୃହ ଉଦଘାଟିତ ହୋଇଯାଇଛି। ଖଣ୍ଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସାଧିକାରୀ ଡ଼ଃ. ଅଭିଷାର ପଣ୍ଡା ଅତିଥି ଭାବେ ଯୋଗଦେଇ ନୂତନ ଗୃହକୁ ରିବନ କାଟି ଉଦଘାଟନ କରିଥିଲେ। ଖଣ୍ଡପଡ଼ା ନୂତନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ କୈାଣସି ଔଷଧ ଦୋକାନ ଗୃହ ନଥିବାରୁ ରୋଗୀଙ୍କ ସମ୍ପର୍କୀୟ ମାନେ ଖଣ୍ଡପଡ଼ା ପୁରୁଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟକୁ ଔଷଧ ନେବା ପାଇଁ ଆସୁଥିବା ବେଳେ ଦୂରତା ଦୃଷ୍ଟିରୁ ଏଣିକି ନୂତନ ଔଷଧ ଦୋକାନରୁ ସୁଲଭମୂଲ୍ୟରେ ଔଷଧ କିଣି ପାରିବେ ବୋଲି ଆଦିତି ଔଷଧ ଦୋକାନର ପ୍ରୋପାଇଟର ରୋଶନ ଜେନା ସୂଚନା ଦେଇଛନ୍ତି। ଏହି ଅବସରରେ ସୁଶାନ୍ତ କୁମାର ମହାରଣା, ଲିଙ୍ଗରାଜ ଧଳ, ମୃତ୍ୟୁଞ୍ଜୟ ପଣ୍ଡା, ସୁରେଶ କୁମାର ସାହୁ, ସମୀର ସିଂ, ବିପିନ ବାରିକ, ମାନସ ମହାପାତ୍ର, ବାବର ମହାନ୍ତି, ଗଣମାଧ୍ୟମର ପ୍ରତିନିଧିଙ୍କ ସମେତ ବହୁ ଜନସାଧାରଣ ଯୋଗ ଦେଇଥିଲେ।
 
(ଖଣ୍ଡପଡାରୁ ବିଜୟଲକ୍ଷ୍ମୀ ରାଉତ ଙ୍କ ରିପୋର୍ଟ ପ୍ରେରଣା ନିୟୁଜ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like