-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ଏକତ୍ରିତ ହୋଇ ନୁଆଁ ଖାଇଲେ କର୍ଲା ମୁହାଁଣ ଗ୍ରାମବାସୀ

10-Sep-2024



ତରଭା,ଯେଉ ମହାନ୍ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାର ପରିକଳ୍ପନା କରାଯାଇଥିଲା ତାକୁ ସାକାର ରୂପ ଦେଇଛନ୍ତି ତରଭା ବ୍ଲକ ର ବାଲିଖମାର ପଞ୍ଚାୟତ ର କର୍ଲାମୁହାଣ ଗ୍ରାମବାସୀ। ଦୀର୍ଘ ୧୨ ବର୍ଷ ହେଲା ଏହି ଗ୍ରାମବାସୀ ଏକତ୍ର ନବାନ୍ନ ଭକ୍ଷଣ କରି ସମାଜ ପାଇଁ ଏକ ନିଆରା ଉଦାହରଣସୃଷ୍ଟି କରି ପାରି ଛନ୍ତି। ପଶ୍ଚିମ ଓଡ଼ିଶାର କୃଷି ଭିତ୍ତିକ  ମହାନ ଗଣ ପର୍ବ ନୂଆଁଖାଇ ରେ କର୍ଲାମୁହାଣ ପ୍ରାୟ ୧୦୦୦(ଏକ ହଜାର ) ଗ୍ରାମବାସୀ ଏକତ୍ର ହୋଇ ଗାଁ ଦାଣ୍ଡରେନୁଆଁ ଖାଇଛନ୍ତି । ପ୍ରଥମେ ଗାଁ ର ଇଷ୍ଟ ଦେବୀ ମାଁ ସମଲେଶ୍ଵରୀ ଓ ମହାଦେବ ଙ୍କ ପାଖରେ ପୂଜକ ସୁଦାମ ଭୋଇ ଓ ଶୁକ୍ରୁ ସାହୁ ନୁଆଁ ଧାନ ର ଚୁରା କୁଣ୍ଡା ଲଗାଇବା ପରେ ସମସ୍ତ ଗ୍ରାମବାସୀ ଏକତ୍ରିତ ଭାବରେ ଗାଁ ର    ରାମଜୀ ମନ୍ଦିର ପ୍ରାଙ୍ଗଣ ରେ ଗାଁ ଦାଣ୍ଡରେ ଏକାଠି ବସି ନବାନ୍ନ ଭକ୍ଷଣ କରିଥିଲେ । ଏହି ମହାନ ପର୍ବ ରେ ଗ୍ରାମର ପୂର୍ବତନ ୱାର୍ଡ଼ ସଭ୍ୟ ଗୋବିନ୍ଦ ସାହୁ, ବିଜ୍ଞାନ ସାହୁ,ଅବନୀ ସାହୁ,ବଗ୍ରୁ ସାହୁ,ଦିଲ୍ଲୀପ ପଧାନ, ସୁଶାନ୍ତ ଗଡତ୍ୟା , ଜୟପ୍ରକାସ ନାଏକ, ଆସମାନ୍ ନାଏକ, ଗୋପୀନାଥ ସାହୁ, ବୃନ୍ଦାବନ ନାଏକ, ମିଟୁ ସାହୁ, ୱାର୍ଡ଼ ମେମ୍ବର ପ୍ରମୋଦ କୁମାର ସାହୁ, ଶିକ୍ଷକ ସାରଙ୍ଗ ପଧାନ , ଭଳ ସାହୁ,କଲାସୁ ସାହୁ, ଖଗେଶ୍ବର ସାହୁ, ପଞ୍ଚା ସାହୁ, ସମସ୍ତ ଗ୍ରାମ ବାସୀ ବିଭିନ୍ନ କାର୍ଯ୍ୟ ରେ  ସହଯୋଗ କରିଥିଲେ।
ଗ କରିଥିଲେ।
(କପିଳାସ ସେଠ,ତରଭା)


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like