-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ପରିବେଶ ଦିବସରେ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟକୁ ‘ପ୍ରକୃତି ମିତ୍ର’ ପୁରସ୍କାର   (06-Jun-2026)       ||      ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ରାୟଗଡଙ୍କ ଜିଲ୍ଲା ସଂସ୍କୃତି ଭବନ ପରିଦର୍ଶନ

10-Sep-2024



ରାୟଗଡl(ସୁପ୍ରିୟା ଷଡଙ୍ଗୀ): ରାୟଗଡl ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପତାୱରୀ, ଆଜି ଜିଲ୍ଲା ସଂସ୍କୃତି ଭବନ ପରିଦର୍ଶନ କରିଥିଲେ l ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ନିମନ୍ତେ ନୂତନ କୋଠା ନିର୍ମାଣ ନିମନ୍ତେ ସଠିକ ସ୍ଥାନ ନିରୂପଣ ଉପରେ ଅନୁଧ୍ୟାନ କରିଥିଲେ l ନୂତନ କଥାରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ,ସୂଚନା କେନ୍ଦ୍ର ଓ ପାଠାଗାର,ଦୃଶ୍ୟ ଶ୍ରାବ୍ୟ ଭଣ୍ଡାର ଗୃହ, ପ୍ରେସ ଲାଉଞ୍ଜ  ପାଇଁ ବ୍ୟବସ୍ଥା କରାଯିବ l ଜିଲ୍ଲା ସାଂସ୍କୃତିକ ଭବନ ଭିତରେ ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ, ଜିଲ୍ଲାସଂସ୍କୃତି କାର୍ଯ୍ୟାଳୟ, ଜିଲ୍ଲାପାଠାଗାର ଓ ମି୍ୟୂଜମ ଚାଥିବା ଦେଖିଲେ l ଜିଲ୍ଲାସଂସ୍କୃତି ଭବନରେ ପାଠାଗାର କାର୍ଯ୍ୟକାରୀ ହେଉଥିବାରୁ ଓ ପାଠକ ମାନଙ୍କ ନିମନ୍ତେ ସୁସ୍ଥ ପରିବେଶ  ଆବଶ୍ୟକ ହେଉଥୁବାରୁ

ପୂର୍ବତନ ଜିଲ୍ଲାପାଳ ଜିଲ୍ଲାସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ଓ ପ୍ରେସ୍ର ଲାଉଞ୍ଜ ପରିଚାଳନା ନିମନ୍ତେ ଜିଲ୍ଲାସଂସ୍କୃତି ଭବନ ପଛପଟେ ଥିବା ଖାଲି ଜାଗାକୁ ଲୋକସମ୍ପର୍କ ବିଭାଗକୁ ଅlବଣ୍ଠିତ କରିଥିଲେ l ଏହି ସ୍ଥାନରେ ନିର୍ମାଣ ନିମନ୍ତେ ବଜେଟ ଅଟକଳ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗକୁ ପଠାଇବା ପୂର୍ବରୁ ବର୍ତ୍ତମାନ ଜିଲ୍ଲାପାଳ ଶ୍ରୀମତୀ ପଟାୱରୀ ବିସ୍ତୃତ ଭାବରେ ଅନୁଧ୍ୟାନ କରିଥିଲେ  ଓ କୋଠାବାଡି ବିଭlଗର ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିଲେ l ଆଜି ଜିଲ୍ଲାପାଳଙ୍କ ପରିଦର୍ଶନ ସମୟରେ ଜିଲ୍ଲା ସୂଚନା ଓ ଲାକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଜିଲ୍ଲାସଂସ୍କୃତି ଅଧିକାରୀ ସୁସ୍ମିତା ବାଉରୀ, ରାସ୍ତା ଓ   କୋଠାବାଡି ନିର୍ମାଣ ବିଭାଗର ଏସଡ଼ିଓ, କନିଷ୍ଠ ଯନ୍ତ୍ରୀ, ସୂଚନା ଓ ଲୋକସମ୍ପର୍କ ବିଭାଗ ଓ ସଂସ୍କୃତିକ ବିଭାଗର ସମସ୍ତ କର୍ମଚାରୀ,କିଛି ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସରେ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟକୁ ‘ପ୍ରକୃତି ମିତ୍ର’ ପୁରସ୍କାର   06-Jun-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026

You Might Also Like