-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

ମହାମହିମ ରାଷ୍ଟ୍ରପତିଙ୍କୁ ଭେଟିଲେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ

10-Sep-2024



 କନ୍ଧମାଳ/ଫୁଲବାଣୀ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ) କନ୍ଧମାଳ ଲୋକ ସଭା ନିର୍ବାଚନ ମଣ୍ଡଳୀର ନବ ନିର୍ବାଚିତ ସାଂସଦ ସୁକାନ୍ତ ପାଣିଗ୍ରାହୀ ନିର୍ବାଚିତ ହେବା ଦିନଠାରୁ ଆଜିପଯ୍ୟନ୍ତ  କନ୍ଧମାଳ ଲୋକସଭା ମଣ୍ଡଳୀର ଉର୍ନ୍ନତି ପ୍ରଗତି କ୍ଷେତ୍ରରେ ଅନେକ ପଦକ୍ଷେପ ଗ୍ରହଣ କରୁଥିବାର ଦେଖିବାକୁ ମିଳୁଛି, କେତେବେଳେ ପାର୍ଲ୍ୟାମେଣ୍ଟ ଭିତରେ  ବା ପାର୍ଲ୍ୟାମେଣ୍ଟ ର ଅଧିବେଶନ ସମୟରେ କନ୍ଧମାଳର ସମସ୍ୟାର ବିଷୟରେ ହେଉ କି ରାଜ୍ୟର ସମସ୍ୟା ବିଷୟରେ  ପ୍ରସ୍ତାବ  ଆଗତ କରି ପ୍ରଶ୍ନ ଉଠାଇ ବିତର୍କ

କରିସାରିଛନ୍ତି,  ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀ, ସମେତ ପବିତ୍ର ଗୃହର ଦୃଷ୍ଟି ଆକର୍ଷଣ କରିପାରିଛନ୍ତି | ଯାହାକି ଆଗାମୀ ଦିନରେ କନ୍ଧମାଳ ଜିଲ୍ଲାର ଉର୍ନ୍ନତି ପ୍ରଗତି କ୍ଷେତ୍ରରେ ସହାୟକ ହୋଇପାରିବ  | ଏହା ସହିତ  ମାନ୍ୟବର ସାଂସଦ ଶ୍ରୀ ପାଣିଗ୍ରାହୀ ଆଜି  ଭାରତବର୍ଷର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଜୀଙ୍କ ସହିତ ନୁଆଁ ଦିଲ୍ଲୀ ସ୍ଥିତ ରାଷ୍ଟ୍ରପତି ଭବନରେ ସାକ୍ଷାତ କରି ପ୍ରତିନିଧିତ୍ୱ କରୁଥିବା କନ୍ଧମାଳ ସଂସଦୀୟ କ୍ଷେତ୍ର ସହିତ ଓଡ଼ିଶା ଏବଂ ଭାରତର ପ୍ରମୁଖ  ସମାସ୍ୟା  ବିଷୟରେ ଆଲୋଚନା କରିଛନ୍ତି ଓ ମହାମହିମ ରାଷ୍ଟ୍ରପତି  ଏସବୁ ସମସ୍ୟାର ସମାଧାନ କରିବା ପାଇଁ ହସ୍ତକ୍ଷେପ କରନ୍ତୁ ବୋଲି ଅନୁରୋଧ ରଖିଛନ୍ତି |  ବର୍ତ୍ତମାନ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୂର୍ମୁ ଓଡିଶାର ମାଟିରୁ ଜନ୍ମଗ୍ରହଣ କରି ଦେଶର ସର୍ବୋଚ୍ଚ ପଦବୀରେ ବସିବା ପର୍ଯ୍ୟନ୍ତ ତାଙ୍କର ଯାତ୍ରା ଏକାକୀ ଅସାଧାରଣ ଓ ଅନନ୍ୟ ବୋଲି ନିଜ ବକ୍ତବ୍ୟରେ ମାନ୍ୟବର ସାଂସଦ ଶ୍ରୀ ପାଣିଗ୍ରାହୀ ଉପସ୍ଥାପନା କରିବା ସହିତ  ନିଜେ

ବ୍ୟକ୍ତିଗତ ଭାବେ ତାଙ୍କ ଠାରୁ ବହୁତ କିଛି ଶିଖିବାକୁ ପାଇଛି  ଏବଂ ସେ ମୋ ପାଇଁ ଏବଂ ସମଗ୍ର ଦେଶର ଯୁବ ସମାଜ ପାଇଁ ଏକ ପ୍ରେରଣାର ଉତ୍ସ ଅଟନ୍ତି ବୋଲି ଅବିହିତ କରିଛନ୍ତି  | କନ୍ଧମାଳ ସାଂସଦ ଶ୍ରୀ ପାଣିଗ୍ରାହୀ ଜଣେ ଉଚ୍ଚକୋଟିର ଦୃଢ଼ମନା ଏବଂ ଜଣେ ଉଚ୍ଚ ଶିକ୍ଷିତ ଗୋଲଡ଼ ମେଡ଼ାଲିଷ୍ଟ ଦୁରଦୃଷ୍ଟି ସମ୍ପନ୍ନ ଏକ ସରଳ ହୃଦୟର ବ୍ୟକ୍ତି, ଓ ଲୋକ ପ୍ରତିନିଧି ଭାବେ ସେ ଧୀରେ ଧୀରେ କନ୍ଧମାଳ ଲୋକସଭା ନିର୍ବାଚନ ମଣ୍ଡଳୀ ଜନସାଧାରଣ ଙ୍କର ପ୍ରିୟପାତ୍ର ହେବାରେ ଯାଉଥିବା ଦେଖିବାକୁ ମିଳୁଛି, ଯାହାକି ଆଗକୁ ସମସ୍ତଙ୍କ ପାଇଁ ଶୁଭଙ୍କର ହୋଇପାରିବ ବୋଲି ଜନସାଧାରଣଙ୍କୁ ମଧ୍ୟରେ ଆଲୋଚନା ହେବାର ଦେଖିବାକୁ ମିଳୁଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like