-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଜିଲ୍ଲା

ଗୁଡହାଣ୍ଡି ଡୋକରୀଚଞ୍ଚରା ଠାରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ

16-Sep-2024



କଳାହାଣ୍ଡି ,କୋକସରା(ତ୍ରିନାଥ ବେଶ୍ରା  )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଡୁଡୁକାଠେଙ୍ଗା ପଞ୍ଚାୟତ ଅନ୍ତର୍ଗତ ଗୁଡହାଣ୍ଡି ଡୋକରୀଚଞ୍ଚରା ଠାରେ ନୂଆଁଖାଇ ଭେଟଘାଟ-୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶ୍ରୀରାମ ମନ୍ଦିର ପରିସରରେ ଗୁଡହାଣ୍ଡି ଉନ୍ନୟନ ସମିତିର ସମସ୍ତ ସଦସ୍ୟ  ସାମୁହିକ ଭାବେ ନୂଆଁ ଖାଇଥିଲେ । ଏହି ଉପଲକ୍ଷେ ଯୋଗ ଦେଇଥିବା 
ଅତିଥି ମାନଙ୍କୁ ଗୁଡହାଣ୍ଡି ଗେଟ୍ ନିକଟରୁ ଏକ  ଭବ୍ୟ ସ୍ୱାଗତ କରି ଶୋଭାଯାତ୍ରାରେ ଶ୍ରୀ ରାମ ମନ୍ଦିର ପର୍ଯ୍ୟନ୍ତ ପାଛୋଟି ନେବା ପରେ 
ଗୁଡହାଣ୍ଡି ଡୋକରୀଚଞ୍ଚରା ଉନ୍ନୟନ ସମିତିର ସଭାପତି ଭଦ୍ରେଶ୍ୱର ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏକ ସଭା ଅନୁଷ୍ଠିତ ହୋଇଥିଲା।  ଏଥିରେ ମୂଖ୍ୟ ଅତିଥି ଭାବେ କଳାହାଣ୍ଡି ସାଂସଦ ମାଳବିକା ଦେଓ, ସମ୍ମାନିତ ଅତିଥି ଭାବେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଷୀ, ଲାଞ୍ଜିଗଡ ବିଧାୟକ ପ୍ରଦୀପ ଦିଶାରୀ, ପୂର୍ବତନ ସାଂସଦ ଅର୍କ କେଶରୀ ଦେଓ ପ୍ରମୁଖ ଯୋଗଦେଇ ଗୁଡହାଣ୍ଡି ଡୋକରୀଚଞ୍ଚରାର ସାମଗ୍ରୀକ ବିକାଶ ପାଇଁ ମିଳିତ ଭାବେ ପ୍ରୟାସ କରିବା ସହ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଠାରେ ଉପସ୍ଥାପନ କରାଯିବ ବୋଲି ନିଜ ନିଜ ବକ୍ତବ୍ୟରେ କହିଥିଲେ । ଉନ୍ନୟନ ସମିତିର ବରିଷ୍ଠ ସଦସ୍ୟ ଅଇରୀ ନାଶନ ଚିନ୍ଦା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଉନ୍ନୟନ ସମିତିର କୋଷାଧ୍ୟକ୍ଷ ଆଦିତ୍ୟ ପଣ୍ଡା ମଞ୍ଚ ପରିଚାଳନା କରିଥିବା ବେଳେ କାର୍ଯ୍ୟକାରୀ ସମ୍ପାଦକ ଅଜିତ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଏଥିରେ ଡୋକରୀଚଞ୍ଚରା ଉନ୍ନୟନ ସମିତିର ସମ୍ପାଦକ ସୁଧିର ପାତ୍ର, ସଦସ୍ୟ ଦୁଷ୍ମନ୍ତ ପାଟ୍ଟଯୋଷୀ, ନିଲାମ୍ବର ନାଏକ, ମଧୁବନ ପାତ୍ର, ଦେବେନ୍ଦ୍ର ପାଟ୍ଟଯୋଷୀ, ଗରୁଡଧ୍ୱଜ ମାଝୀ, ଯୀତେନ୍ଦ୍ର ପ୍ରଧାନୀ, ଯତିନ୍ଦ୍ର ମାଝୀ, ଚକାଡୋଳା ପାତ୍ର, ଡମ୍ବରୁ ମାଝୀ, ତ୍ରିଲୋଚନ ଧଙ୍ଗଡାମାଝୀ, ଅନିରୁଦ୍ଧ ପାତ୍ର, ଗିରିଧର ଧ.ମାଝୀ, ସହଦେବ ମାଝୀ , ଧନଞ୍ଜୟ ବେହେରା, ଶୁକଚନ ପୁଝାରୀ, ତପନ ବିଶିଙ୍କ ସମେତ ସମସ୍ତ ସଦସ୍ୟ ଓ ନାରୀ କମିଟିର ସଦସ୍ୟା ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like