-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||      *ନିସହାୟ ଧନୁ ବରିହାଙ୍କ ଘରେ ପହଞ୍ଚିଲେ ଜିଲ୍ଲାପାଳ*   (11-Apr-2026)       ||      ଭିତ୍ତିଭୂମୀ ନିର୍ମାଣରେ ଇତିହାସ ରଚିଲା ଓଡିଶା,୧୭ଟି ପ୍ରକଲ୍ପକୁ ବିଶ୍ୱକର୍ମା ପୁରସ୍କାର, ବଲାଙ୍ଗୀରର କ୍ୟାନସର ହସପିଟାଲ ଓ ଲୋୟର ସୁକତେଲ ପ୍ରକଲ୍ପ ପୁରସ୍କୃତ   (11-Apr-2026)       ||      ଦାଦନ ଖଟିବାକୁ ଯାଇଥିବା ଯୁବକର ମୃତଦେହ ଘରକୁ ଫେରିଲା   (11-Apr-2026)       ||      ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଗୋଷ୍ଠୀଗତ ବିବାହ ପାଇଁ ପ୍ରସ୍ତୁତି ବୈଠକ   (11-Apr-2026)       ||      *ବିଶ୍ଵ ହୋମିଓପ୍ୟାଥିକ ଦିବସ ପାଳିତ* *(ଡାକ୍ତର ସି.ଫେଡ୍ରିକ୍.ସାମୁଏଲ୍ ହ୍ୟାନିମାନ୍ ଙ୍କ ୨୭୨ ତମ ଜୟନ୍ତୀ ପାଳିତ)*   (11-Apr-2026)       ||     

HOME   ଜିଲ୍ଲା

ରଚନାର ନୁଆଁଖାଇ ଭେଟଘାଟ ଓ କବିତା ଆସର "ଶରତର ସୁର ଅନୁଷ୍ଠିତ "

16-Sep-2024



ବଲାଙ୍ଗୀର(ପ୍ରେରଣା ଖବର): କବିତା ଜୀବନର କଥାକହେ, କବିତାରେ ହିଁ ଚିନ୍ହିହୁଏ ଜୀବନକୁ, ଅନୁଭବୀହୁଏ ପ୍ରକୃତିକୁ l ସମସ୍ତେଙ୍କ ଭିତରେ ଗୋଟେ କବିପଣ ଥାଏ,କେହି କେହି ତାକୁ କାଗଜରେ ଉତାରି ପରିଚୟ ପାଇଥାନ୍ତି l ବଲାଙ୍ଗୀରର ଅଗ୍ରଣୀ ସାହିତ୍ୟ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ରଚନା ର ମାସିକ ରଚନା ସନ୍ଧ୍ୟାରେ ନୁଆଁଖାଇ ଭେଟଘାଟ ଓ ବହୁଭାଷୀ କବିତା ଆସର ଶରତର ସୁର  କାର୍ଯ୍ୟକ୍ରମ ରେ ଏହି ମତ ପ୍ରକାଶ ପାଇଛି l ସ୍ଥାନୀୟ ପି ପି ଏକାଡେମୀ ସଭାକକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ରଚନାର ସମ୍ପାଦକ କବି ଭାଗିରଥି ମିଶ୍ରଙ୍କ ପ୍ରାରମ୍ଭିକ ସୂଚନା ଓ କବିତାପାଠ ପରେ, ଚୁମକି ଦାଶ ଓ ବର୍ଷାରାଣୀ ମହାପାତ୍ରଙ୍କ ମନୋଜ୍ଞ ସଂଯୋଜନାରେ ଡ଼ ଜ୍ୟୋତିର୍ମୟୀ ସାହୁ, ପ୍ରହଲ୍ଲାଦ ଶତପଥି, ମନୋରଞ୍ଜନ ଯୋଶୀ, ବଳିଷ୍ଠ ପ୍ରଧାନ, ଭବାନୀଶଙ୍କର ପଟେଲ, ଜ୍ୟୋତିରାଣୀ ମିଶ୍ର, କସ୍ତୁରୀ ରଥ, ବନ୍ଦନା ପଟ୍ଟନାୟକ, ସବିତା ମହରା, ତପସ୍ୱିନୀ ପସାୟତ, ସସ୍ମିତା ନେପାକ, ମୃଗେସ ବୈଷ୍ଣବ ପାଣିଗ୍ରାହୀ, ଗଣେଶ ବାରିକ, ପୁସ୍ତମ ଜୁଆଦି, ସନ୍ଦୀପ କୁଅଁର, ପ୍ରଶାନ୍ତ ଯୋଶୀ, ଧର୍ମେନ୍ଦ୍ର ପଧାନ,ରମେଶ ପୁରୋହିତ, ଅବଦୁଲ ଜମାଳ ଦିବ୍ୟାନସି ମହାନ୍ତି ସମେତ ୪୦ରୁ ଉର୍ଦ୍ଧ କବି ଓ କବୟିତ୍ରୀ କବିତା ପାଠ କରିଥିଲେ  l  କାର୍ଯ୍ୟକ୍ରମ ରେ ସମସ୍ତଙ୍କୁ ଅନୁଷ୍ଠାନ ତରଫରୁ ନୁଆଁଖାଇ ଜୁହାର ଓ ସ୍ୱାଗତ କରିଥିଲେ ସହ ସମ୍ପାଦକ ରତ୍ନମୟ ତ୍ରିପାଠୀ ଓ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ଅନୁଷ୍ଠାନର ସଭାପତି ସନାତନ ଠାକୁର l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026
  ଜିଲ୍ଲା  
*ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   12-Apr-2026
  ଜିଲ୍ଲା  
ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   12-Apr-2026
  ଜିଲ୍ଲା  
ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   12-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   12-Apr-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   12-Apr-2026

You Might Also Like