-+91-9937148622 |

prerana_bgr@rediffmail.com |

  Sunday 25th January 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡ଼େନ୍ ରେ ପାତାଳଗଙ୍ଗା ମହୋତ୍ସବ: ନୂଆପଡ଼ା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା   (24-Jan-2026)       ||      ଗାନ୍ଧୀଜୀ ଓ ନେତାଜୀଙ୍କ ବୈଚାରିକ ବିଭେଦକୁ ବ୍ୟକ୍ତିଗତ ବିବାଦର ରୂପ ଦିଆଯାଉଛି   (24-Jan-2026)       ||      ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ   (24-Jan-2026)       ||      ଜାତୀୟ ଶିଶୁ କନ୍ୟା ଦିବସରେ ସରକାରୀ ଶୁଖା ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ଦ୍ୱାରା ଏକ ଅଭିନବ ନୁକ୍ଲଡ ନାଟକ ପ୍ରଦର୍ଶନ   (24-Jan-2026)       ||      କୁକୁଡାଗାଲି ଉପରେ ଚଢାଉ , ୫ ଗିରଫ   (24-Jan-2026)       ||      *ଆସନ୍ତା କାଲି ଠାରୁ ଶ୍ରୀ ଶ୍ରୀ ବଡ଼ ଗୋପାଳ ଜୀ ମହାପ୍ରଭୂଙ୍କ ଭବ୍ୟ ଉତ୍ସବ ଆରମ୍ଭ* - *ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ମହନ୍ତ ମହାରାଜ*-   (24-Jan-2026)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଧାରଣ ପରିଷଦ ବୈଠକ, ବଲାଙ୍ଗୀରେ ପ୍ରସ୍ତାବିତ ନୂତନ ସିଭିଲ କୋର୍ଟ କୋଠା ନିର୍ମାଣ ନେଇ ଆଲୋଚନା   (24-Jan-2026)       ||      ବଲାଙ୍ଗୀର ପଲ୍ଲିଶ୍ରୀ ମେଳା ■ ୧କୋଟି ୩୦ଲକ୍ଷ ଟଙ୍କାର ବେପାର ■ ଯୋଗଦେଇଥିଲେ ୧୧ଟି ରାଜ୍ୟର ୩୦୩ ଗ୍ରୁପ   (24-Jan-2026)       ||      ଯୋଗୀସର୍ଡ଼l ପଂଚାୟତ ପରିସରରେ ଜଳ ଅର୍ପଣ ଦିବସ ପାଳିତ   (24-Jan-2026)       ||      ପାତାଳଗଙ୍ଗା ଲୋକ ମହୋତ୍ସବ ତୃତୀୟ ସନ୍ଧ୍ଯାରେ ମନ ମୋହିଛି ଦଳଗତ ନୃତ୍ଯ   (24-Jan-2026)       ||      ବୀର ସୁରେନ୍ଦ୍ର ସାଏ ପବ୍ଲିକ ସ୍କୁଲର ୧୫ତମ ବାର୍ଷିକୋତ୍ସବ   (24-Jan-2026)       ||      ସ୍ଥାନାନ୍ତରିତ ହେଲା ସୋନପୁର ବସଷ୍ଟାଣ୍ଡ; ସହରରେ ଖୁସିର ମାହୋଲ   (24-Jan-2026)       ||      ରୁଗୁଡ଼ିଖାଲ ମାନସ ବିହାର ଠାରେ ବିଶ୍ଵଶାନ୍ତି ପାଇଁ ୨୯ ତମ ଶ୍ରୀରାମ ଚରିତ ମାନସ ଯଜ୍ଞ ଅନୁଷ୍ଠିତ    (23-Jan-2026)       ||      ପର୍ଯ୍ୟଟନ ସ୍ଥଳୀରେ ପ୍ଲାଷ୍ଟିକ ମୁକ୍ତ ବଣଭୋଜି ପାଇଁ ସଚେତନତା   (23-Jan-2026)       ||      ଡାବୁଗାଁ ର ବିଭିନ୍ନ ବିଦ୍ୟାଳୟରେ ମାଁ ସରସ୍ଵତୀ ପୂଜା ପାଳନ   (23-Jan-2026)       ||      ଶିକେରପାଟ୍ ଚ୍ୟାମ୍ପିଆନ ଟ୍ରଫି ୨୦୨୬ ଉଦଘାଟିତ   (23-Jan-2026)       ||      ତୁଷୁରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ମା ସରସ୍ବତୀ ଙ୍କ ପୂଜା ଓ ବିଦ୍ୟାରମ୍ଭ ସଂସ୍କାର   (23-Jan-2026)       ||      ଧରଣୀମାଲ ଗ୍ରାମ ବସ୍ତିପଡ଼ା ରେ ଧୂମଧାମ ରେ ପାଳିତ ହେଲା "ମା ସରସ୍ବତୀ" ପୂଜା   (23-Jan-2026)       ||      *ସର୍ଵ ଭାରତୀୟ ଲାଲ୍ ମନି ସ୍ମାରକୀ କ୍ରିକଫେଷ୍ଟ*- *ବିଶ୍ଵ ରେକର୍ଡ ସ୍କୋର ସହ ସମ୍ବଲପୁର ଏମ୍ ଏମ୍ ସି ସି ଦଳ ର ଚମକ୍ ପ୍ରଦ ବିଜୟ*-   (23-Jan-2026)       ||      ଚବିଶ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   (23-Jan-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ପାଳିତ ହେଲା ବିଶ୍ୱକର୍ମା ପୂଜା।

16-Sep-2024



ନବରଙ୍ଗପୁର  (ମିହିର ଶଙ୍କର ପାତ୍ର,)ଡାବୁଗାଁ ବ୍ଲକ କାର୍ଯ୍ୟାଳୟ ସହ ବିଦୂତ ବିଭାଗ, ମିସ୍ତ୍ରୀ ସଙ୍ଘ, ବିଭିନ୍ନ ଗେରେଜ ରେ ପାଳିତ ହେଲା ପବିତ୍ର ବିଶ୍ୱକର୍ମା ପୂଜା । ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୂଳଦେବତା । ଆଜି ଦେବଶିଳ୍ପୀଙ୍କ ପୂଜାକୁ ନେଇ ଓଡ଼ିଶାର ପୁରପଲ୍ଲୀ ଚଳଚଞ୍ଚଳ ହୋଇପଡିଛି । ପୁରାଣ ଓ ଶାସ୍ତ୍ର ଅନୁସାରେ ବିଶ୍ୱକର୍ମା ଭାଦ୍ରବ ମାସ କନ୍ୟା ସଂକ୍ରାନ୍ତିରେ ମର୍ତ୍ତ୍ୟମଣ୍ଡଳରେ ଆବିର୍ଭୂତ ହୋଇଥିଲେ । ସେଥିପାଇଁ ଆଜିର ଦିନରେ ବିଶ୍ୱକର୍ମାଙ୍କ ଚତୁର୍ଭୁଜ ମୂର୍ତ୍ତିକୁ ଆବାହନ କରାଯାଏ ।

ବିଶେଷ କରି ବିଭିନ୍ନ ଶିଳ୍ପ ଅନୁଷ୍ଠାନରେ ତାଙ୍କର ପୂଜାର୍ଚ୍ଚନା ବେଶ ଧୁମଧାମରେ କରାଯାଇଥାଏ । ସାରା ରାଜ୍ୟ ବିଶ୍ୱକର୍ମାଙ୍କ ପୂଜାକୁ ନେଇ ଚଳଚଞ୍ଚଳ ହୋଇଉଠିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡ଼େନ୍ ରେ ପାତାଳଗଙ୍ଗା ମହୋତ୍ସବ: ନୂଆପଡ଼ା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା   24-Jan-2026
  ଜିଲ୍ଲା  
ଗାନ୍ଧୀଜୀ ଓ ନେତାଜୀଙ୍କ ବୈଚାରିକ ବିଭେଦକୁ ବ୍ୟକ୍ତିଗତ ବିବାଦର ରୂପ ଦିଆଯାଉଛି   24-Jan-2026
  ଜିଲ୍ଲା  
ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ   24-Jan-2026
  ଜିଲ୍ଲା  
ଜାତୀୟ ଶିଶୁ କନ୍ୟା ଦିବସରେ ସରକାରୀ ଶୁଖା ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ଦ୍ୱାରା ଏକ ଅଭିନବ ନୁକ୍ଲଡ ନାଟକ ପ୍ରଦର୍ଶନ   24-Jan-2026
  ଜିଲ୍ଲା  
କୁକୁଡାଗାଲି ଉପରେ ଚଢାଉ , ୫ ଗିରଫ   24-Jan-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ଶ୍ରୀ ଶ୍ରୀ ବଡ଼ ଗୋପାଳ ଜୀ ମହାପ୍ରଭୂଙ୍କ ଭବ୍ୟ ଉତ୍ସବ ଆରମ୍ଭ* - *ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ମହନ୍ତ ମହାରାଜ*-   24-Jan-2026
  ଜିଲ୍ଲା  
ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଧାରଣ ପରିଷଦ ବୈଠକ, ବଲାଙ୍ଗୀରେ ପ୍ରସ୍ତାବିତ ନୂତନ ସିଭିଲ କୋର୍ଟ କୋଠା ନିର୍ମାଣ ନେଇ ଆଲୋଚନା   24-Jan-2026
  ଜିଲ୍ଲା  
ବଲାଙ୍ଗୀର ପଲ୍ଲିଶ୍ରୀ ମେଳା ■ ୧କୋଟି ୩୦ଲକ୍ଷ ଟଙ୍କାର ବେପାର ■ ଯୋଗଦେଇଥିଲେ ୧୧ଟି ରାଜ୍ୟର ୩୦୩ ଗ୍ରୁପ   24-Jan-2026
  ଜିଲ୍ଲା  
ଯୋଗୀସର୍ଡ଼l ପଂଚାୟତ ପରିସରରେ ଜଳ ଅର୍ପଣ ଦିବସ ପାଳିତ   24-Jan-2026
  ଜିଲ୍ଲା  
ପାତାଳଗଙ୍ଗା ଲୋକ ମହୋତ୍ସବ ତୃତୀୟ ସନ୍ଧ୍ଯାରେ ମନ ମୋହିଛି ଦଳଗତ ନୃତ୍ଯ   24-Jan-2026
  ଜିଲ୍ଲା  
ବୀର ସୁରେନ୍ଦ୍ର ସାଏ ପବ୍ଲିକ ସ୍କୁଲର ୧୫ତମ ବାର୍ଷିକୋତ୍ସବ   24-Jan-2026
  ଜିଲ୍ଲା  
ସ୍ଥାନାନ୍ତରିତ ହେଲା ସୋନପୁର ବସଷ୍ଟାଣ୍ଡ; ସହରରେ ଖୁସିର ମାହୋଲ   24-Jan-2026

You Might Also Like