-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

ବରଗଡ଼ ରେ ମହମ୍ମଦ ଜୟନ୍ତୀ ମହାସମାରୋହ ରେ ପାଳିତ: ଭବ୍ୟ ଶୋଭାଯାତ୍ରା ସହ ନଗରଭ୍ରମଣ

16-Sep-2024



ବରଗଡ(ନିରଞ୍ଜନ ତ୍ରିପାଠୀ)-ମୁସଲମାନ ଧର୍ମର ପ୍ରତିଷ୍ଠାତା ହଜରତ ମହମ୍ମଦ ସାହବଙ୍କ ଜନ୍ମଦିନ ଇଦ୍-ଇ-ମିଲାଦ-ଅନ୍-ନବିର ପର୍ବ ବରଗଡରେ ମହାସମାରୋହରେ ପାଳିତ ହୋଇ ଯାଇଛି ।ମୁସଲିମ ସମ୍ପ୍ରଦାୟ ପାଇଁ ଇଦ୍-ଇ-ମିଲାଦ-ଉନ-ନବିର ପର୍ବ ବିଶେଷ ମହତ୍ତ୍ୱ ରଖେ, କାରଣ ଉକ୍ତ ଦିବସରେ ଇସଲାମ ଧର୍ମ ପ୍ରତିଷ୍ଠାତା ମହମ୍ମଦ ସାହେବଙ୍କ ଜନ୍ମ ୫୭୦ ଖ୍ରୀଷ୍ଟାବ୍ଦରେ ଆରବ ଦେଶର ମକ୍କା ସହରରେ ହୋଇଥିଲା । ଏହି ଅବସରରେ ବରଗଡ଼ ସୁନ୍ନି ମସଜିଦ କମିଟି ପକ୍ଷରୁ ଏକ ଭବ୍ୟ ଶୋଭାଯାତ୍ରା ନଗର ଭ୍ରମଣ ଅନୁଷ୍ଠିତ ହୋଇଯାଇଛି।ବରଗଡ ସୁନ୍ନି ବରେଲବୀ ଜାମା ମସଜିଦ ସମ୍ମୁଖରେ ମୁସଲମାନ ଭାଇମାନେ ଏକତ୍ରିତ ହୋଇ ହାତରେ ପତାକା ଧରି ଧାର୍ମିକ ନାରା ସହ ଲେଙ୍ଗୁ ମିଶ୍ର ଛକ, ଥାନା ଛକ, ଏସପି ଅଫିସ୍ ଛକ୍, ଗାନ୍ଧୀ ଛକ୍ ଦେଇ ଇଦଗାହ ଠାରେ ପହଞ୍ଚି ଥିଲେ। ରାସ୍ତାରେ ବିଭିନ୍ନ ସ୍ଥାନରେ ମିଷ୍ଠାନ୍ନ ଏବଂ ସରବତ ବଣ୍ଟନ କରାଯାଇଥିଲା ।ଏସ.ପି ଅଫିସ ଛକରେ ପହଞ୍ଚିବା ପରେ ପୋଲିସ ଅଧିକାରୀମାନେ ଆୟୋଜକ କମିଟି ସଦସ୍ୟ ମାନଙ୍କୁ ପୁଷ୍ପମାଲ୍ୟ ଦେଇ ଶୁଭକାମନା ଜଣେଇ ଥିଲେ।  ଇଦଗାହ ପହଞ୍ଚିବା ପରେ ହାଫିଜ ସାହିଦ ରଜା, ହାଫିଜ ମୁସ୍ତାକ, ନୁରୀ ମସଜିଦ ଇମାମ ମିଳିତ ଭାବେ ଧାର୍ମିକ ପତାକା ଉତ୍ତୋଳନ କରି ମହମ୍ମଦ ସାହେବଙ୍କ ଦ୍ୱାରା ପ୍ରଦର୍ଶିତ ପଥକୁ ଅନୁସରଣ କରିବାକୁ ଆହ୍ବାନ ଦେଇଥିଲେ ଏବଂ ବିଶ୍ୱଶାନ୍ତି ପାଇଁ ପ୍ରାର୍ଥନା କରିଥିଲେ।  ଶେଷରେ ସମସ୍ତଙ୍କୁ ଲଙ୍ଗର ବଣ୍ଟନ କରାଯାଇଥିଲା । ସମଗ୍ର ବିଶ୍ୱରେ ଥିବା ମୁସଲମାନମାନଙ୍କ ପାଇଁ  ମସଜିଦ କମିଟିର ଅଧ୍ୟକ୍ଷ ଶେଖ ଅସଗର, ସଚିବ ମହମ୍ମଦ ନିଜାମ, ମହମ୍ମଦ ନଇମ, ମହମ୍ମଦ ବିକି, ​​ଶେଖ ନସୀମ, ଶେଖ ନାଜିମୁଦ୍ଦିନ, ମହମ୍ମଦ ଆସକ୍ଲାନି ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like