-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

କେଳାକଟା ଗ୍ରାମରେ ସାଧୁ ସନ୍ଥ ସମାବେଶ ସହିତ ହେଲା ଉତ୍ସବ ମୁଖର

16-Sep-2024



ବୌଦ୍ଧ: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଳକ ମଥୁରା ପଂଚାୟତ କେଳାକଟା ଗ୍ରାମରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଗ୍ରାମର ନରୋତ୍ତମ ଦାସ ଡ଼ମ୍ବରୁଗଡ଼ ମଠର ସାକେତପ୍ରାପ୍ତ 1008 ତ୍ୟାଗୀ ମହନ୍ତଙ୍କ ଶିଷ୍ୟତ୍ୱ ଲାଭ କରି ବ୍ରହ୍ମଚାରୀ ହୋଇ ସିଦ୍ଧିଲାଭ କଲାପରେ ହିନ୍ଦୁଧର୍ମର ସନ୍ଥ ପରମ୍ପରା ଅନୁସାରେ ମହୋମାୟାକୁ ଟ୍ୟାଗ କରିବା ପାଇଁ ପରିବାର ଓ ଗ୍ରାମରୁ ଭିକ୍ଷା ଗ୍ରହଣ କାର୍ଯ୍ୟକ୍ରମ କରାଯାଇଥାଏ l ଏହି ଅବସରରେ ସକାଳେ ନାମସଂକୀର୍ତ୍ତନ୍ୟ ସହ ଗ୍ରାମ୍ୟ ପରିକ୍ରମା କରି ଗ୍ରାମର ଓ ନିଜର ପରିବାର ସଦସ୍ୟଙ୍କ ଠାରୁ ଭିକ୍ଷା ଗ୍ରହଣ କରିଥିଲେ l ଏହି ଅବସରରେ ଡ଼ମ୍ବରୁଗଡ଼ ମଠର ମହନ୍ତ ସର୍ବେଶ୍ୱର ଦାସ, ମହନ୍ତ ଗୁନୁରାମ ଦାସ, ମହନ୍ତ ରାଘବ ଦାସ, ମହନ୍ତ ଗୋପାଳ ଦାସ,ମହନ୍ତ ଲକ୍ଷ୍ମଣ ଦାସ, ସାଧୁ ଅଯୋଧ୍ୟା ଦାସ ସମେତ ଶତାଧିକ ସାଧୁସନ୍ଥ ଯୋଗଦେଇଥିଲେ l ଏହି ଅବସରରେ ଏକ ସାଧୁସେବା ସହିତ ଜ୍ଞାନଯଜ୍ଞ, ନାମ ଯଜ୍ଞ, ଘୁତ ଯଜ୍ଞ ଓ ଅନ୍ନ ଯଜ୍ଞ ଆୟୋଜନ ହୋଇଥିଲା l ଶେଷରେ ଅଂଚଳବାସୀ, ସାଧୁସନ୍ଥ ଓ ଭକ୍ତ ମାନନୁ ନେଇ ଏକ ଧର୍ମସଭା ଅନୁଷ୍ଠିତ ହୋଇଥିଲା l ଏଥିରେ ବିଶ୍ୱ ଶାନ୍ତି ବିଷ୍ଣୁ ମହାଯଜ୍ଞ କମିଟିର ସଭାପତି ତଥା ପ୍ରବକ୍ତା ଗୌରୀ ପ୍ରସାଦ ସାହୁ ସଭାପତିତ୍ୱ କରିଥିବାବେଳ ଯଜ୍ଞ କମିଟି ର ସମ୍ପାଦକ ତଥା ସାମାଜିକକର୍ମୀ କୃତ୍ତିବାସ ପଲିଆ ମଞ୍ଚ ପରିଚାଳନା କରିଥିଲେ l  ଯଜ୍ଞ କମିଟି ସକ୍ରିୟ ସଦସ୍ୟ ମୟସେନ ରଣା ଓ ଶିବ କର୍ମୀ ଯୋଗଦେଇ ମାଳିକା ବର୍ଣିତ ସିଦ୍ଧ ପୀଠ ଡ଼ମ୍ବରୁଗଡ଼ ଠାରେ ଆସନ୍ତା କାର୍ତ୍ତିକ ମାସ ପଞ୍ଚକ ପାଞ୍ଚ ଦିନ ଧରି ହେବାକୁ ଥିବା ବିଶ୍ୱ ଶାନ୍ତି ବିଷ୍ଣୁ ମାହାଯଜ୍ଞରେ ଅଞ୍ଚଳର ସମସ୍ତ ଭକ୍ତ ଯୋଗଦାନ ନିମନ୍ତେ ଯଜ୍ଞ ଆୟୋଜନ କମିଟି ତରଫସରୁ ନିମନ୍ତ୍ରଣ କରିଥିଲେ l ଶେଷରେ ମାହେଶ୍ୱରୀ ଗୋଶାଳାର ଅଧକ୍ଷ ନିର୍ଗୁଣ ମହାକୁଡ଼ ଧନ୍ୟବାଦ ଅର୍ପଣ କରିଥିଲେ l ଏହି କାର୍ଯ୍ୟକ୍ରମକୁ ସାକାର କରିବା ପାଇଁ କେଳାକଟା, ମଥୁରା, ଗୋପପୁର, ବୃନ୍ଦାବନ ଓ ଅଞ୍ଚଳବାସି ସକ୍ରିୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like