-+91-9937148622 |

prerana_bgr@rediffmail.com |

  Monday 18th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ବିଜୁ ମହିଳା ଜନତା ଦଳ ପକ୍ଷରୁ ବିଶାଳ ସମାବେଶ* *ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ*   (18-May-2026)       ||      କଳା ପଲସର ଆତଙ୍କ ଆସିଲେ ଝାମ୍ପିଲେ   (18-May-2026)       ||      ବାଲି ମାଫିଆଙ୍କ ଘରେ ବଡ ଧରଣର ରେଡ୍, ୨୫ ଲକ୍ଷ ଟଙ୍କା ଜବତ   (18-May-2026)       ||      ପେଟ୍ରୋଲ ପମ୍ପରେ ସଙ୍କଟ, ଖୁଚୁରା ଦୋକାନରେ ଲିଟର ପିଛା ୧୪୦ ଟଙ୍କାରେ ବିକ୍ରି: ଅଞ୍ଚଳରେ ବଢ଼ୁଛି ଚର୍ଚ୍ଚା   (18-May-2026)       ||      କଟକ ଟାଙ୍ଗି ବ୍ଲକରେ ଅରିନ୍ଦମ ରାୟ ଓ ଅଭୟ ବରିକଙ୍କୁ ଗରଫ ଦାବିରେ ବ୍ଲକ୍ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ   (18-May-2026)       ||      ଆନ୍ତର୍ଜାତୀୟ ‘ଆର୍ଟ ଅଫ ଗିଭିଙ୍ଗ ଡେ’ ଅବସରରେ ଏକତ୍ରିତ ହେଲେ ଗ୍ରାମବାସୀ; ନିଃସ୍ୱାର୍ଥ ସେବାର ମହତ୍ତ୍ୱ ଉପରେ ଜୋର ଦେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (18-May-2026)       ||      ଦୁଲଦୁଲି କଲା ପରିଷଦ ପକ୍ଷରୁ ନବମ ଲୋକକଳା ଉତ୍ସଵ ୨୧ ରୁ    (18-May-2026)       ||      ସହରରେ ଆରମ୍ଭ ହେଲା କନଭେ ପାଟ୍ରୋଲିଂରାତି ସାଢ଼େ ୧୦ରେ ଦୋକାନ ବନ୍ଦ*   (18-May-2026)       ||      ପ୍ରବଳ ଗରମରେ ଘନ ଘନ ବିଦ୍ୟୁତ କାଟ୍ ଅଫିସରେ ଅଭିଯୋଗ କଲେ କାର୍ଣ୍ଣପାତ କରୁ ନଥିବା ଅଭିଯୋଗ    (18-May-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ     (17-May-2026)       ||      ଦଶମ ସିବିଏସସି ପରୀକ୍ଷାର ଏ-ୱାନ ଛାତ୍ର ଶିବାଶିସ ବାଘ ସମ୍ବର୍ଦ୍ଧିତ    (17-May-2026)       ||      ଓଡ଼ିଆ କବିତାରେ ନବରସ♦️ ସାହିତ୍ୟ ଅକାଦେମି ଏବଂ ଓଡିଶା ସାହିତ୍ୟ ଏକାଡେମୀର ଆବିଷ୍କାର କାର୍ଯ୍ୟକ୍ରମ    (17-May-2026)       ||      ୬୬ତମ ଓଡିଶା ରାଜ୍ୟ ସିିନିୟର ସୁଇମିଂ ଚମ୍ପିୟାନସିପ୍ ଉଦ୍‌ଯାପିତ   (17-May-2026)       ||      ୧୪ ବର୍ଷ ରୁ କମ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଷଷ୍ଠ ଦିବସ   (17-May-2026)       ||      ଧର୍ମଗଡ଼ ଯାଦବ ଜିଲ୍ଲା ମହାସଭା କାର୍ଯ୍ୟାଳୟ ଉଦଘାଟନ ଓ ସମ୍ବର୍ଦ୍ଧନା ସଭା ।   (17-May-2026)       ||      ବରିଷ୍ଠ ନାଗରିକଙ୍କୁ ସ୍ୱତନ୍ତ୍ର ପରିଚୟ ପତ୍ର ବଣ୍ଟନ   (17-May-2026)       ||      ଡାବୁଗାଁ ରେ ଜଗନ୍ନାଥ ଲୋକ କଳା ପରିଷଦ ର ବୈଠକ   (17-May-2026)       ||      *ସୋନପୁର ଥାନାରେ ଜିଲ୍ଲା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକ ଙ୍କୁ ପରିଚୟ ପତ୍ର ପ୍ରଦାନ*-   (17-May-2026)       ||      ଟ୍ରାକ୍ଟର ଦୁର୍ଘଟଣା ରେ ଚାଷୀ ମୃତ।   (17-May-2026)       ||      *ମାନିଗାଁ ରେ ଆରମ୍ବ ହେଲା ନିଶା ମୁକ୍ତ ଅଭିଯାନ*   (17-May-2026)       ||     

HOME   ଜିଲ୍ଲା

ପ୍ରାଥମିକ ଚିକିତ୍ସା ଦିବସରେ ବିଦ୍ୟାଳୟରେ ପ୍ରାଥମିକ ଚିକିତ୍ସା କର୍ମଶାଳା

15-Sep-2024



ବଲାଙ୍ଗୀର ( ପ୍ରେରଣା ଖବର ) : ବଲାଙ୍ଗୀର ଜିଲ୍ଲା ଗୁଡଭେଳା ବ୍ଲକ ଅନ୍ତର୍ଗତ ଘୁନା, ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ   ଜୁନିୟର ରେଡକ୍ରସ ଆନୁକୂଲ୍ୟରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳନ  ଅବସରରେ ଏକ ଦିନ ଧରି ପ୍ରାଥମିକ ଚିକିତ୍ସା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ  ସଦାଶିବ ମହାନନ୍ଦଙ୍କ ପ୍ରତ୍ୟକ୍ଷ ତତ୍ତ୍ୱବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ   ପ୍ରାଥମିକ ଚିକିତ୍ସା ଫାଷ୍ଟ ଏଡ଼ର ପ୍ରଭାକର ଛନ୍ଦ ସଂଯୋଜନା କରିଥିଲେ । ପ୍ରାଥମିକ ଚିକିତ୍ସା ଉଦ୍ଦେଶ୍ୟ ଓ ଆବଶ୍ୟକତା ବିଷୟରେ ବୁଝାଇବା ସହ ଡେମୋଷ୍ଟେସନ ମାଧ୍ୟମରେ ରିକୋଭରି ପୋଜିସନ, ସକ୍ ,ମୁର୍ଚ୍ଛା, ଅସ୍ଥିଭଗ୍ନ, ରକ୍ତସ୍ରାବ, ଏପିଲେପସି, ବ୍ୟାଣ୍ଡେଜିଙ୍ଗ , ଆହତ ବ୍ୟକ୍ତିକୁ ସ୍ଥାନାନ୍ତରିତ କୌଶଳ, ଅଗ୍ନିରୁ ସୁରକ୍ଷା ପାଇବା ଉପାୟ ତଥା ଗୁଡସମରିତାନର ଭୂମିକା ଭଳି ବିଭିନ୍ନ କୌଶଳ ତାଲିମ ଦେଇଥିଲେ। ବିଜ୍ଞାନ ସମ୍ମତ ଅନୁସାରେ ଆହତ ବ୍ୟକ୍ତି କ’ଣ କରିବା ଉଚିତ, କଣ ନକରିବା ତାହା ବୁଝାଇଥିଲେ। ଏହି ଅବସରରେ ଛତ୍ରଛାତ୍ରୀମାନଙ୍କୁ ୧୧୨ ଫୋନ ନମ୍ବର ବିଷୟରେ ସୂଚନା ପ୍ରଦାନ କରିଥିଲେ ।। କାର୍ଯ୍ୟକ୍ରମରେ ୧୫୭ ଜଣ ବ୍ୟକ୍ତି ବିଶେଷ  ଶିକ୍ଷକ ଶରତ ସାହୁ ଶିକ୍ଷୟିତ୍ରୀ ସ୍ବର୍ଣ୍ଣକାନ୍ତି ମାଝୀ , ଶିକ୍ଷକ ଲୋକନାଥ ପୁଟା,ପ୍ରେମାନନ୍ଦ ସାମଲ,ଲିକି ପ୍ରଧାନ ଓ ବିଦ୍ୟାଳୟର ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ । ପରିଶେଷରେ ଜୁନିୟର ରେଡ଼କ୍ରସ୍ ସ୍ଵେଚ୍ଛାସେବୀ ବିଶ୍ଵରୂପ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବିଜୁ ମହିଳା ଜନତା ଦଳ ପକ୍ଷରୁ ବିଶାଳ ସମାବେଶ* *ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ*   18-May-2026
  ଜିଲ୍ଲା  
କଳା ପଲସର ଆତଙ୍କ ଆସିଲେ ଝାମ୍ପିଲେ   18-May-2026
  ଜିଲ୍ଲା  
ବାଲି ମାଫିଆଙ୍କ ଘରେ ବଡ ଧରଣର ରେଡ୍, ୨୫ ଲକ୍ଷ ଟଙ୍କା ଜବତ   18-May-2026
  ରାଜ୍ୟ  
ପେଟ୍ରୋଲ ପମ୍ପରେ ସଙ୍କଟ, ଖୁଚୁରା ଦୋକାନରେ ଲିଟର ପିଛା ୧୪୦ ଟଙ୍କାରେ ବିକ୍ରି: ଅଞ୍ଚଳରେ ବଢ଼ୁଛି ଚର୍ଚ୍ଚା   18-May-2026
  ଜିଲ୍ଲା  
କଟକ ଟାଙ୍ଗି ବ୍ଲକରେ ଅରିନ୍ଦମ ରାୟ ଓ ଅଭୟ ବରିକଙ୍କୁ ଗରଫ ଦାବିରେ ବ୍ଲକ୍ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ   18-May-2026
  ରାଜ୍ୟ  
ଆନ୍ତର୍ଜାତୀୟ ‘ଆର୍ଟ ଅଫ ଗିଭିଙ୍ଗ ଡେ’ ଅବସରରେ ଏକତ୍ରିତ ହେଲେ ଗ୍ରାମବାସୀ; ନିଃସ୍ୱାର୍ଥ ସେବାର ମହତ୍ତ୍ୱ ଉପରେ ଜୋର ଦେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   18-May-2026
  ଜିଲ୍ଲା  
ଦୁଲଦୁଲି କଲା ପରିଷଦ ପକ୍ଷରୁ ନବମ ଲୋକକଳା ଉତ୍ସଵ ୨୧ ରୁ   18-May-2026
  ଅପରାଧ  
ସହରରେ ଆରମ୍ଭ ହେଲା କନଭେ ପାଟ୍ରୋଲିଂରାତି ସାଢ଼େ ୧୦ରେ ଦୋକାନ ବନ୍ଦ*   18-May-2026
  ରାଜ୍ୟ  
ପ୍ରବଳ ଗରମରେ ଘନ ଘନ ବିଦ୍ୟୁତ କାଟ୍ ଅଫିସରେ ଅଭିଯୋଗ କଲେ କାର୍ଣ୍ଣପାତ କରୁ ନଥିବା ଅଭିଯୋଗ    18-May-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ    17-May-2026
  ଜିଲ୍ଲା  
ଦଶମ ସିବିଏସସି ପରୀକ୍ଷାର ଏ-ୱାନ ଛାତ୍ର ଶିବାଶିସ ବାଘ ସମ୍ବର୍ଦ୍ଧିତ   17-May-2026
  ରାଜ୍ୟ  
ଓଡ଼ିଆ କବିତାରେ ନବରସ♦️ ସାହିତ୍ୟ ଅକାଦେମି ଏବଂ ଓଡିଶା ସାହିତ୍ୟ ଏକାଡେମୀର ଆବିଷ୍କାର କାର୍ଯ୍ୟକ୍ରମ   17-May-2026

You Might Also Like