-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ସ୍କୁଲ ରୋଷେୟାଙ୍କୁ ଶାରୀରିକ ସୁଖଭୋଗ ଦୁଷ୍କର୍ମର ଅଭିଯୋଗରେ ଶିକ୍ଷକ ଫେରାର

19-Sep-2024



ରାୟଗଡ଼ା(ସୁପ୍ରିୟା ଷଡଙ୍ଗୀ): ଚନ୍ଦ୍ରପୁର ଶିକ୍ଷକଙ୍କ ବିରଧରେ ଶାରୀରିକ ସୁଖଭୋଗ ବଳାତ୍କାର ମାନସିକ ଦୁଷ୍କର୍ମର ଅଭିଯୋଗ ଆଣିଛନ୍ତି ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ଅନ୍ତର୍ଗତ ବୁଡୁବାଲି ପଞ୍ଚାୟତ ସଦର ମହୁକୁମା ଆଶ୍ରମ ବିଦ୍ୟାଳୟର ଚତୃର୍ଥ ଶ୍ରେଣୀ ମହିଳା କର୍ମଚାରୀ ସ୍କୁଲ ରେଷେୟା l ଆଶ୍ରମ ସ୍କୁଲର ସହକାରୀ ଶିକ୍ଷକ ରାମଚନ୍ଦ୍ର ପାଢ଼ୀଙ୍କ ବିରଧରେ ଚନ୍ଦ୍ରପୁର ପୋଲିସ ଥାନାରେ ଚଳିତ ମାସ ୧୬.୦୯.୨୪ ତାରିଖ ରେ ସ୍କୁଲର ରୋଷେଇ କର୍ମଚାରୀ ଏତଲା ଦେଇଥିଲେ  l ଚନ୍ଦ୍ରପୁର ପୋଲିସ ଥାନା ଆଇଆଇସି ଧରଣୀଧର ପ୍ରଧାନ କେଶ ନମ୍ବର  ୭୪୨୪ ରେ ଏକ ମାମଲା ରୁଜୁକରି ତଦନ୍ତ କରୁଛନ୍ତି  l ମହିଳା ରୋଷେୟା କର୍ମଚାରୀଙ୍କ ଏତଲା ଅନୁଯାଇ ଆଶ୍ରମ ବିଦ୍ୟାଳୟର ସହକାରୀ ଶିକ୍ଷକ ଶ୍ରୀ ରାମଚନ୍ଦ୍ର ପାଢ଼ୀ ଗତ କିଛି ମାସରେ ତାଙ୍କୁ ବଳାତ୍କାର ଦୁଷ୍କର୍ମ କରିଥିଲେ l ଏ ସମ୍ପର୍କ ରେ କାହାକୁ କିଛି କହିଲେ ବଦନାମ କରିଦେବେ ବୋଲି ନାନା ଧମକଚମକ ଦେଇ ରୋଷେୟାଙ୍କୁ ଡରେଇ ଆସୁଥିଲେ l ଲୋକଲଜ୍ୟା ଭୟରେ ବାରମ୍ବାର ଦୁଷ୍କର୍ମ ପରେ ମଧ୍ୟ ଥାନାରେ ଅଭିଯୋଗ କରି ପାରୁନ ଥିଲେ  ସ୍କୁଲ ମହିଳା ରୋଷେୟା  l ଏହା ପରେବି ଶିକ୍ଷକ ଶ୍ରୀ ରାମ ଚନ୍ଦ୍ର ପାଢ଼ୀଙ୍କ ଦୁଷ୍କର୍ମ ନିର୍ଯ୍ୟାତନା କମିନଥିଲା ସ୍କୁଲ ମହିଳା ବାଧ୍ୟ ହୋଇ ସ୍ଥାନୀୟ ଲୋକଙ୍କୁ ଶିକ୍ଷକ ପାଢୀଙ୍କ କାର୍ଯ୍ୟକଳାପ ସମ୍ପର୍କରେ କହିଥିଲେ l ସ୍ଥାନୀୟ ଲୋକଙ୍କ ସହାୟତାରେ ସୋମବାର ଦିନ ଚନ୍ଦ୍ରପୁର ପୋଲିସ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ l ଏହି ଅଭିଯୋଗ କ୍ରମେ ଚନ୍ଦ୍ରପୁର ପୋଲିସ କେସ ନମ୍ବର ୭୪୨୪ ରେ ମାମଲା ରୁଜୁ କରି ତଦନ୍ତ କରୁଛନ୍ତି l ଏହି ସମୟରେ ସହକାରୀ ଶିକ୍ଷକ ଶ୍ରୀ ରାମ ଚନ୍ଦ୍ର ପାଢ଼ୀ ଫେରାର ହୋଇଥିବା  ପୋଲିସ ସୂତ୍ରରୁ ଆଇଆଇସି ଧରଣୀଧର ପ୍ରଧାନ କହିଛନ୍ତି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like