-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ପଞ୍ଚାୟତ ସମିତି ମହାବିଦ୍ୟାଳୟରେ ସଂସ୍କୃତବିଭାଗ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ।ljb

21-Sep-2024



ଗାଇସିଲେଟ(ପ୍ରେରଣା ଖବର): ପଞ୍ଚାୟତ ସମିତି ମହାବିଦ୍ୟାଳୟ,, ଗାଇସିଲେଟ ସଂସ୍କୃତ ବିଭାଗ ପକ୍ଷରୁ ନବାଗତ ଯୁକ୍ତ ତିନି ଛାତ୍ର ଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ସ୍ବାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ଯାଇଛି।ଏହି ସଭା ରେ ସଂସ୍କୃତ ବିଭାଗ ର ମୁଖ୍ୟ ପ୍ରାଧ୍ୟାପକ ନାରାୟଣ ମିଶ୍ର ସଭାପତିତ୍ବ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟ8ର ଅଧ୍ୟକ୍ଷ ଡ ଜୟକେତନ ତ୍ରିପାଠୀ ଯୋଗ ଦେଇ ବଶୁଧେବ କୁଟୁମ୍ବକମ୍ ର ତାତ୍ପର୍ଯ୍ୟ ବୁଝାଇଥିଲେ। ଈତିହାସ ବିଭାଗ ର ମୁଖ୍ୟ ପ୍ରାଧ୍ୟାପକ ପ୍ରଦୀପ କୁମାର ପ୍ରଧାନ ଓ ଖେଳ ଶିକ୍ଷକ ହେମନ୍ତ କୁମାର ପଣ୍ଡା ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ସଂସ୍କୃତ ଭାଷା ମହତ୍ତ୍ଵ ଓ ଗୁରୁ ଆଶୀର୍ବାଦ ର ଗୁରୁତ୍ଵ ବୁଝାଇଥିଲେ। ଅଧ୍ୟାପକ ବିଶ୍ଵନାଥ ବାଙ୍କ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପିକା ସୋନାଲିକା ସାହୁ ଧନ୍ୟବାଦ ଅର୍ପଣ କରିଥିଲି। କାର୍ଯକ୍ରମ ର ଦ୍ୱିତୀୟ ପର୍ଯ୍ୟାୟ ରେ ଛାତ୍ର ଛାତ୍ରୀ ମାନକ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯକ୍ରମ ଅନୁଷ୍ଠିତ ହୋଇ ଥିଲା।ଏହି କାର୍ଯକ୍ରମ ରେ ଅତିଥି ଭାବରେ ପ୍ରାଧ୍ୟାପକ ଉମାକାନ୍ତ ସାହୁ, ଅଧ୍ୟାପକ ବାଚସ୍ପତି ପଧାନ, ଅରୁଣ ମୁନା,ସୁନିଲ ପାଣିଗ୍ରାହୀ, ଅଧ୍ୟାପିକା ରାକ୍ଷୀ ମେହେର, ପ୍ରତିଭା ଦାସ, ପୂର୍ଣ୍ଣିମା ହରପାଲ ଯୋଗ ଦେଇଥିଲେ। ବିପୁଳ ଉତ୍ସାହ ଓ ଉଦ୍ଦୀପନା ର ସହିତ ଯୁକ୍ତ ତିନି ଶେଷ ବର୍ଷ ଓ ଦ୍ୱିତୀୟ ବର୍ଷର ଛାତ୍ର ଛାତ୍ରୀଙ୍କ ଦ୍ଵାରା ଏହି ଭବ୍ୟ କାର୍ଯକ୍ରମ ର ଆୟୋଜନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ