-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ରାୟଗଡା ଜିଲ୍ଳା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା (ଦିଶା) କମିଟି ବୈଠକ

22-Sep-2024



ରାୟଗଡା(ସୁପ୍ରିୟା ଷଡଙ୍ଗୀ): ରାୟଗଡା ଜିଲ୍ଳା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା(ଦିଶା)କମିଟି ବୈଠକ ସ୍ଥାନୀୟ ଜିଲ୍ଳା ପରିଷଦ ସମ୍ମିଳନୀ କକ୍ଷରେ କମିିଟିର ଅଧ୍ୟକ୍ଷ ତଥା କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଉଲାକାଙ୍କ ଅଧ୍ୟକ୍ଷତାରେ ସୋମବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାୟଗଡ ବିଧାୟକ ଆପଲସ୍ୱାମୀ କାଡ୍ରାକl, ବିଧାୟକ ଵିଷମ କଟକ ନୀଳମାଧବ ହିକକା, ଗୁଣୁପୁର ବିଧାୟକ, ସତ୍ୟଜୀତ ଗମାଙ୍ଗ, ଜିଲ୍ଳାପାଳ ପାରୁଲ ପଟାୱରୀ, ଜିଲ୍ଳା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଂଜନ କହଁର, ଜିଲ୍ଳା ମୁଖ୍ୟ ଚିକିତ୍ସା ଓ

ଜନସ୍ୱାସ୍ଥ୍ୟ ଅଧିକାରୀ ଡା.ଲାଲମୋହନ ରାଉତରାଏଙ୍କ ସମେତ ଅନ୍ୟ ଜିଲ୍ଳାସ୍ତରୀୟ  ଅଧିକାରୀମାନେ ଉପସ୍ଥିତ ରହିଥିଲେ । ବୈଠକରେ ମୁଖ୍ୟତଃ ମଧ୍ୟମ ଜଳସେଚନ ବିଭାଜନର ଆଗ୍ରଗତି, ଜାତୀୟ ରାଜ ପଥ ବିଭାଜନ ବିଭିନ୍ନ ସମସ୍ୟା ବିଶେଷ କରି ରାୟଗଡ ପିତାମହଲ ବ୍ରିଜ, ଯେକେକେପୁର ନାଗlବୋଲି ନଦୀ ଉପରେ ନିର୍ମିତ ବ୍ରିଜ, ବାଇପାସ ରାସ୍ତା ଉପରେ ଆଲୋଚନା କରିଥିଲେ l ସ୍ୱତନ୍ତ୍ର ଭୁ ଅର୍ଜନ ବିଭାଗ ଉପରେ ଥେରୁବାଲି ଗୁଣୁପୁର ରେଳ ଲାଇନ ନିମନ୍ତେ ଜମି ଅଧିଗ୍ରହଣ ଆଗାମୀ ଦିନରେ ପଦ୍ଧକ୍ଷେପ ନିଆଯିବ l ଖଣିଜ ଦ୍ରବ୍ୟ, ଗ୍ରାମୀୟ ଜଳାଯୋଗାଣ ସଂସ୍ଥା, ପୂର୍ତ୍ତ ବିଭାଗ, ଗ୍ରାମୀୟ ନିର୍ମାଣ, ପଂଚାୟତ ରାଜ ଓ ପାନୀୟଜଳ ବିଭାଗ,
,ପିଏମଜିଏସୱାଇରାସ୍ତା, ପିଏମ ଆବାସ ଓ କୋଠାବାଡ଼ି ପଂଚାୟଟିରlଜ ଆଦି ବିଭାଗଗୁଡିକର ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ବିଷୟରେ ସାଂସଦ ଶ୍ରୀ ଉଲାକା ଆଲୋଚନା କରିଥିଲେ । ବିଭିନ୍ନ ବିଭାଗର ଅସମ୍ପୂର୍ଣ ଉନ୍ନୟନମୂଳକ ପ୍ରକଳ୍ପଗୁଡିକର କାର୍ଯ୍ୟ ଶୀଘ୍ର ସମ୍ପୂର୍ଣ କରିବାକୁ କହିଥିଲେ l ଜିଲ୍ଲା ମଙ୍ଗଳ ବିଭାଗ ଉପରେ ଆଲୋଚନା କଲାବେଳେ ପ୍ରତ୍ୟେକ ବ୍ଲକର ସମିତି ଅଧ୍ୟକ୍ଷ ମାନଙ୍କୁ ଏକଲାବ୍ୟ ଆଦର୍ଶ ବିଦ୍ୟାଳୟ ସ୍ଥାପନ ପାଇଁ ପ୍ରସ୍ତାବ ଦେବାକୁ କହିଥିଲେ l ଜେକେପୁର ଅମ୍ଳଭଟା  ମଧ୍ୟରେ ଥିବା ନାଗାବଳୀ ସେତୁ,ରାୟଗଡା ଓଭରବ୍ରିଜ୍‌ର ମରାମତି, ଝଞ୍ଜାବତୀ ନଦୀ ଉପରେ ଥିବା ପୋଲୋ ନିର୍ମାଣ ଓ ବାଇପାସ ରାସ୍ତା ନିର୍ମାଣରେ ବିଳମ୍ବତାକୁ ନେଇ ଜାତୀୟ ରାଜପଥ ବିଭାଗ ରାୟଗଡାର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ପଚାରି ବୁଝିଥିଲେ ଓ ଯଥାଶୀଘ୍ର ମରାମତି ଓ ନିର୍ମାଣ କାମକୁ ତ୍ୱରାନ୍ନିତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ବୈଠକରେ ଦିଶା କମିଟିର ସଦସ୍ୟସଦସ୍ୟl ଜିଲ୍ଲା ବିଭିନ୍ନ ବିଭାଗର ଅଧିକାରୀ ଯୋଗଦାନ କରି ଆଲୋଚନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like