-+91-9937148622 |

prerana_bgr@rediffmail.com |

  Sunday 9th November 2025 |

| | | |

R.N.I. Regd No. ODIODI/2010/46693

Breaking News

ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   (08-Nov-2025)       ||      ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   (08-Nov-2025)       ||      ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   (08-Nov-2025)       ||      ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    (08-Nov-2025)       ||      ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   (08-Nov-2025)       ||      ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   (08-Nov-2025)       ||      *ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   (08-Nov-2025)       ||      ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   (08-Nov-2025)       ||      ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   (08-Nov-2025)       ||      *କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   (08-Nov-2025)       ||      *ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   (08-Nov-2025)       ||      "ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   (08-Nov-2025)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ଉତ୍ସବ: ଓକିଲାତି ବୃତ୍ତିର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖିବା ସହ ସମାଜରେ ଏହି ବୃତ୍ତିର ଗାରିମା କିପରି ବଜାୟ ରହି ପାରିବ ତାହାକୁ ଜଗିବା ଆମ ସମସ୍ତଙ୍କ ଦାୟିତ୍ଵ: ନରସିଂହ ମିଶ୍ର    (08-Nov-2025)       ||      *ଡାବୁଗାଁ ସଦର ମହକୁମା ସ୍ଥିତ ଦୋକାନର ତାଲା ଭାଙ୍ଗି ଟଙ୍କା ଚୋରି*   (08-Nov-2025)       ||      ଯୁବ କଳାକାରଙ୍କ ନୃତ୍ୟ ଦୁଲକିଲା ବଙ୍ଗୋମୁଣ୍ଡା ଧନୁଯାତ୍ରା ମଞ୍ଚ, ଝୁମିଲେ ହଜାର ହଜାର ଦର୍ଶକ   (07-Nov-2025)       ||      ଗଣିଆରେ ମତ୍ସ୍ୟ ଏବଂ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (07-Nov-2025)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ;    (07-Nov-2025)       ||      *ହକି ଇଣ୍ଡିଆର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣପୁର ଜିଲ୍ଲା ରେ ବନ୍ଧୁତ୍ୱ ପୂର୍ଣ୍ଣ ହକି ମ୍ୟାଚ୍ ଅନୁଷ୍ଟିତ*-   (07-Nov-2025)       ||      *ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଟିତ*-   (07-Nov-2025)       ||      ଅବସରପ୍ରାପ୍ତ ମୁଖ୍ୟ କିରାଣୀ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀଙ୍କ ପରଲୋକ   (07-Nov-2025)       ||     

HOME   ରାଜ୍ୟ

କୁଟାସିଂହା ରେ ସ୍ଵଚ୍ଛତା ହିଁ ସେବା,ସ୍ୱଚ୍ଛଭାରତ ମିଶନ କାର୍ଯ୍ୟକ୍ରମ

28-Sep-2024



ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ୍ ଅନ୍ତର୍ଗତ କୁଟାସିଂହା ଗ୍ରାମ ପଞ୍ଚାୟତ ଆନୁକୁଲ୍ୟରେ କୁଟାସିଂହା ଗାଁ ର ମୁଖ୍ୟ ରାସ୍ତା, ବିଜୁଳିବନ୍ଧ୍ ରାସ୍ତା ଓ କୁଟାସିଂହା-ବାଳପୁର ରାସ୍ତା ସଫା ସୁତୁରା କରାଯିବା ସହ ଜେଶିବି ଓ ଟ୍ରାକଟର ସାହାଯ୍ୟରେ ବିଭିନ୍ନ ଜାଗାରେ ଜମା ହୋଇଥିବା କୁଢ଼ କୁଢ଼ ମଇଳା,ଆବର୍ଜନା କୁ ସଫା କରାଯାଇ ଥିଲା।ଏଥିରେ କୁଟାସିଂହା ଗ୍ରାମ ପଞ୍ଚାୟତର ସରପଞ୍ଚ ଡିଗ୍ରୀ ମେହେର,vଜିପିଡିଓ ପ୍ରଶାନ୍ତ କୁମାର ଯୋଶୀ,ଗ୍ରାମ ରୋଜଗାର ସେବକ କବିନ୍ଦ୍ର ପଧାନ,ସ୍ୱଚ୍ଛ ଭାରତ ମିଶନ ର ମହେନ୍ଦ୍ର ମହାକୁର, ଯୋଗାଣ ସହାୟକ  ଦେବାନନ୍ଦ ପଧାନ,ବିରଞ୍ଛିସାହୁ, ଗୋଲେଖ ନାଗ୍,ଅନ୍ତ ସାହୁ ପ୍ରମୁଖ ଯୋଗଦେଇ ଥିବାବେଳେ

ଗାଁ ର ସ୍ଵୟଂ ସହାୟକ ଦଳ ର ମହିଲା ମାନେ ବହୁସଂଖ୍ୟାରେ ଯୋଗ ଦେଇ ଥିଲେ।ସ୍ୱଚ୍ଛତା ବଜାୟ ରଖିବା ପାଇଁ ଲୋକଙ୍କୁ ବୁଝାଇବା ସହ ସଚେତନତା ସୃଷ୍ଟି କରିଥିଲେ।ଏକ ବିରାଟ ଶୋଭାଯାତ୍ରା ରେ ମହିଳା ମାନେ ଏକାଠି ହୋଇ ସ୍ଵଚ୍ଛତାର ବାର୍ତା ଦେଇଥିଲେ।ବିଭିନ୍ନ ସ୍ଲୋଗାନ ଦେଇ ବିଜୁଲିବନ୍ଧ୍ ରାସ୍ତା ପାଖରୁ ବାହାରି ବାଳପୁର୍ ରାସ୍ତା ପର୍ଯ୍ୟନ୍ତ ଏକ ସଚେତନ ରେଲି ରେ ସ୍ବଚ୍ଛତା ର ବାର୍ତା ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   08-Nov-2025
  ଜିଲ୍ଲା  
ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   08-Nov-2025
ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   08-Nov-2025
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    08-Nov-2025
  ଜିଲ୍ଲା  
ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   08-Nov-2025
  ଜିଲ୍ଲା  
ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   08-Nov-2025
  ଜିଲ୍ଲା  
*ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   08-Nov-2025
  ଜିଲ୍ଲା  
ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   08-Nov-2025
  ଜିଲ୍ଲା  
ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   08-Nov-2025
  ଜିଲ୍ଲା  
*କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   08-Nov-2025
  ଜିଲ୍ଲା  
*ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   08-Nov-2025
  ଜିଲ୍ଲା  
"ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   08-Nov-2025

You Might Also Like