-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡ଼ିଶାର ବିଶିଷ୍ଟ ମୃଦଙ୍ଗ ବାଦକ ସ୍ବର୍ଗତ ଭିକାରୀ ମିଶ୍ର ସ୍ମୃତି କମିଟି ପକ୍ଷରୁ ସପ୍ତମ ତମ ଶ୍ରାଦ୍ଧବାର୍ଷିକୀ ପାଳିତ

30-Sep-2024



ରେଙ୍ଗାଲିକ୍ୟାମ୍ପ/ଅତାବିରା(ଆକାଶ ମିଶ୍ର): ବରଗଡ଼ ସ୍ଥିତ ବାପୁଜୀ ସ୍ବତନ୍ତ୍ର ବିଦ୍ୟାଳୟରେ ପଶ୍ଚିମ ଓଡ଼ିଶାର ବିଶିଷ୍ଟ ମୃଦଙ୍ଗ ବାଦକ ସ୍ବର୍ଗତ ଭିଖାରୀ ମିଶ୍ର ସ୍ମୃତି କମିଟି ପକ୍ଷରୁ ଆଜି  ସ୍ବର୍ଗତ ମିଶ୍ର ଙ୍କ ସପ୍ତମ ଶ୍ରାଦ୍ଧ ବାର୍ଷିକୀ  ପାଳିତ ହୋଇଯାଇଛି ।  କମିଟିର ସଭାପତି ଶ୍ରୀ ଆକାଶ ମିଶ୍ର ଙ୍କ ତତ୍ତ୍ଵାବଧାନରେ  ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶ୍ଵପ୍ରସିଦ୍ଧ ଧନୁଯାତ୍ରା ର ଦ୍ଵିତୀୟ କୃଷ୍ଣ ତଥା ପଶ୍ଚିମ ଓଡ଼ିଶାର ବିଶିଷ୍ଟ ମୃଦଙ୍ଗ ବାଦକ ସ୍ବର୍ଗତ ଭିକାରୀ ଚରଣ ମିଶ୍ର ଓ ତାଙ୍କ ଧର୍ମ ପତ୍ନୀ ସୁବର୍ଣ୍ଣ ମିଶ୍ର ଙ୍କୁ ପବିତ୍ର ଆଶ୍ୱିନ ପିତୃପକ୍ଷ ର  ଦ୍ଵାଦଶୀ ତିଥିରେ  ତାଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ ପୂର୍ବକ  ତାଙ୍କର ସ୍ମୃତି ଚରଣ କରାଯାଇଥିଲା। ଏହି ଅବସରରେ ଅତାବିରା ଥାନା ଅଧିକାରୀ ସୁକୁମାର ତ୍ରିପାଠୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ   ସମାଜ ଖବର କାଗଜ ସମ୍ବଲପୁର ସଂସ୍କରଣ ର  ସମ୍ପାଦକ ମୃତ୍ୟୁଞ୍ଜୟ ମେହେର ସ୍ବତନ୍ତ୍ର ଅତିଥି ଭାବରେ ଯୋଗ ଦେଇଥିଲେ । 
 ପ୍ରଥମେ ସ୍ବର୍ଗତ ମିଶ୍ର ଓ ତାଙ୍କ ଧର୍ମ ପତ୍ନୀଙ୍କ ଫଟୋଚିତ୍ର ରେ ଦୀପ ପ୍ରଜ୍ବଳନ ତଥା ଶ୍ରଦ୍ଧା ସୁମନ ଅର୍ପଣ କରି ତାଙ୍କ ଅମର ଆତ୍ମା ର ସଦଗତି ନିମନ୍ତେ  ପ୍ରାର୍ଥନା କରାଯାଇଥିଲା । ବିଦ୍ୟାଳୟ ର ଶିକ୍ଷକ ଦୁଃଖୀ ସେବକ ସାହୁ ଅତିଥି ପରିଚୟ ପ୍ରଦାନ  କରିଥିଲେ । ବଧିର ବିଭାଗର ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ସାହୁ ମଞ୍ଚ ପରିଚାଳନା କରିଥିଲେ  ।  ସଙ୍ଗୀତ  ଶିକ୍ଷକ  ଅମରେଶ ବାରିକ୍ ଙ୍କ ନିର୍ଦ୍ଦେଶନାରେ   ଛାତ୍ର ଛାତ୍ରୀ ମାନେ  ସ୍ଵାଗତ ସଙ୍ଗୀତ ଗାନ କରିଥିଲେ । ଏହି ଅବସରରେ ତିନିଜଣ  ଦୃଷ୍ଟି  ବାଧିତ   ଚତୁର୍ଥ ଶ୍ରେଣୀ ଛାତ୍ରୀ  ଆଶା ଭୋଷାଗର ଓ  ରଶ୍ମୀ ବିଶି ଏବଂ ତୃତୀୟ ଶ୍ରେଣୀ ଛାତ୍ର ଭାଗିରଥି ବାଗ ଙ୍କୁ ସଙ୍ଗୀତ କଳା  ସମ୍ମାନ ରେ ଅତିଥି ଙ୍କ ଦ୍ଵାରା  ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା । 
ଏହି  କାର୍ଯ୍ୟକ୍ରମରେ ସ୍ବର୍ଗତ ମିଶ୍ରଙ୍କ  ପୁତ୍ର ଗୋପାଳ ମିଶ୍ର, କାମlରି ମିଶ୍ର , ପୁତ୍ରବଧୂ , ନାତୁଣୀ  ଙ୍କ ସମେତ   ସଙ୍କୀର୍ତ୍ତନ ପ୍ରେମୀ  ଅତାବିରା ର  ଦୁର୍ଯ୍ୟୋଧନ ଗଡତିଆ ,ବାପୁଜୀ ସ୍ବତନ୍ତ୍ର ବିଦ୍ୟାଳୟର ଅଧ୍ୟକ୍ଷ ମେଘନାଦ ସାହୁ,, ସାଧୁ ଗଡତିଆ  ଯୋଗ ଦେଇ ସ୍ବର୍ଗତ ମିଶ୍ରଙ୍କ ସ୍ମୃତି ଚାରଣ କରିଥିଲେ । ସ୍ବର୍ଗତ ମିଶ୍ର ପେଶାରେ ଜଣେ ଆଦର୍ଶ ଶିକ୍ଷକ କିନ୍ତୁ କଳା ଥିଲା ତାଙ୍କର ନିଶା ।ସେ ଅନନ୍ୟ କଳାର ଅଧିକାରୀ ଥିଲେ । ବାଲ୍ୟ କାଳରୁ

ମୃଦଙ୍ଗ ବାଦକ ପ୍ରତି ରହିଥିଲା ତାଙ୍କର ଅହେତୁକ ଦୁର୍ବଳତା। ଅପରାହ୍ନ ୫ଟାରୁ ସକାଳ ୮ଟା ପର୍ଯ୍ୟନ୍ତ ନିରବଚ୍ଛିନ୍ନ ଭାବରେ ମୃଦଙ୍ଗ ବାଦନ କରି ସେ ସ୍ଵର୍ଣ୍ଣପଦକ ଲାଭ କରିଥିଲେ।ଏହା ସହ ଅନେକ ଗୁଡ଼ିଏ ନାଟକରେ ମଧ୍ୟ ସେ ଅଭିନୟ କରି ଉଚ୍ଚ ପ୍ରଶଂସିତ ଓ ଚର୍ଚ୍ଚିତ ହୋଇଥିଲେ । ତାଙ୍କ ନାମ ଥିଲା ଭିକାରୀ କିନ୍ତୁ କଳାରେ ଥିଲେ ସେ ଅମାପ ସମ୍ପତ୍ତିର ଅଧିକାରୀ। ଖାଲି କଳା ନୁହେଁ, ନିଜର କର୍ତ୍ତବ୍ୟ ନିଷ୍ଠା ପାଇଁ ମଧ୍ୟ ସେ ଲୋକ ପ୍ରୀୟତା ଅର୍ଜନ କରିଥିଲେ ।ଜନଗଣନା କାର୍ଯ୍ୟରେ ବିଶେଷ ଅବଦାନ ପାଇଁ ସେ ଓଡ଼ିଶାର ମହାମହିମ ରାଜ୍ୟପାଳ ଙ୍କ ଠାରୁ ମଧ୍ୟ ପଦକ ଲାଭ କରି ପ୍ରଶଂସିତ ହୋଇଥିଲେ । ବରଗଡ଼,ସମ୍ବଲପୁର ,ସୋନପୁର ଆଦି ଜିଲ୍ଲାରେ ସେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ବର୍ଷୀୟାନ କଳାକାର ର ସମ୍ମାନ ଲାଭ କରିଥିଲେ । କଳା କୁ ସାଧନ କରି ସେ ଜନ ମାନସ କୁ ଅବିଭୂତ କରିଦେଇଥିଲେ ବୋଲି ବରେଣ୍ୟ ଅତିଥି ମାନେ ନିଜ ନିଜ ମତବ୍ୟକ୍ତ କରିଥିଲେ ।ପୁଣି ଥରେ ତାଙ୍କର ସ୍ମୃତିରେ ସମସ୍ତେ ବିଭୋର ହୋଇପଡ଼ିଥିଲେ ।ସେ ଛାତ୍ର ବତ୍ସଲ ଶିକ୍ଷକ ଥିଲେ ।ତେଣୁ ଏହି ଶୁ ଅବସରରେ ବାପୁଜୀ ସ୍ବତନ୍ତ୍ର ବିଦ୍ୟାଳୟର ଦିବ୍ୟlଙ୍ଗ ଶିଶୁ ମାନଙ୍କୁ ତାଙ୍କ  ପୁତ୍ର  ଆକାଶ ଓ ପୁତ୍ରବଧୂ ଅନୁ  ଅନ୍ନ ଭୋଜନ ଦେଇଥିଲେ ।।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର  କର୍ମଚାରୀ  ଆଶାବତୀ କୁମ୍ଭାର,ବିଜୟା ପ୍ରଧାନ ,କାମଦେବ ବେହେରା, କିଶୋର ପଟେଲ,ଗଣେଶ ବର୍ଗେ , ପ୍ରମୋଦ ସାହୁ   ପ୍ରମୁଖ  ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ । ଶେଷରେ କମିଟିର ସମ୍ପାଦିକା ଅନସୂୟା ଦେବତା  ସମସ୍ତଙ୍କୁ କୃତଜ୍ଞତା ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026

You Might Also Like