-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||      *ନିସହାୟ ଧନୁ ବରିହାଙ୍କ ଘରେ ପହଞ୍ଚିଲେ ଜିଲ୍ଲାପାଳ*   (11-Apr-2026)       ||      ଭିତ୍ତିଭୂମୀ ନିର୍ମାଣରେ ଇତିହାସ ରଚିଲା ଓଡିଶା,୧୭ଟି ପ୍ରକଲ୍ପକୁ ବିଶ୍ୱକର୍ମା ପୁରସ୍କାର, ବଲାଙ୍ଗୀରର କ୍ୟାନସର ହସପିଟାଲ ଓ ଲୋୟର ସୁକତେଲ ପ୍ରକଲ୍ପ ପୁରସ୍କୃତ   (11-Apr-2026)       ||      ଦାଦନ ଖଟିବାକୁ ଯାଇଥିବା ଯୁବକର ମୃତଦେହ ଘରକୁ ଫେରିଲା   (11-Apr-2026)       ||      ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଗୋଷ୍ଠୀଗତ ବିବାହ ପାଇଁ ପ୍ରସ୍ତୁତି ବୈଠକ   (11-Apr-2026)       ||      *ବିଶ୍ଵ ହୋମିଓପ୍ୟାଥିକ ଦିବସ ପାଳିତ* *(ଡାକ୍ତର ସି.ଫେଡ୍ରିକ୍.ସାମୁଏଲ୍ ହ୍ୟାନିମାନ୍ ଙ୍କ ୨୭୨ ତମ ଜୟନ୍ତୀ ପାଳିତ)*   (11-Apr-2026)       ||     

HOME   ଜିଲ୍ଲା

ଡ୍ରେନ ର ମଇଳା ପାଣି ରେ ଉବୁଡୁବୁ କାଉଡୋଳା ଗ୍ରାମବାସୀ, କେବେ ସୁଧୁରିବ ଡ୍ରେନଜ ବ୍ୟବସ୍ଥା

30-Sep-2024



କୋକସରା (ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କାଉଡୋଳା ଗ୍ରାମପଞ୍ଚାୟତ କାଉଡୋଳା ଗ୍ରାମରେ ଅନେକ ସ୍ଥାନରେ ଡ୍ରେନ ବ୍ୟବସ୍ଥା ବିପର୍ଯ୍ୟସ୍ତ । ଗାଁର ହରିଜନ ପଡ଼ା ରୁ ଜଗନ୍ନାଥ ମନ୍ଦିର ଓ ଚାରି ଛକ ରୁ ସରାବୁ ପଡ଼ା ପର୍ଯ୍ୟନ୍ତ ଡ୍ରେନ ପୋତି ହୋଇ ଥିବାରୁ ରାସ୍ତା ଉପରେ ମଇଳା ପାଣି  ଭାସୁଥିବା ଦେଖିବାକୁ ମିଳୁଛି ।ଫଳରେ ଏହି ରାସ୍ତା ଦେଇ ଯାତାୟାତ କରୁଥିବା ପଥଚାରି ସମେତ ଯାନ ବାହାନ ଚଳାଚଳରେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି ଗ୍ରାମବାସୀ । ବର୍ଷା ଓ ଡ୍ରେନର ମଇଲା ପାଣି ଜମା ହେଉଥିବା ବେଳେ ଡ୍ରେନ୍ ସଫା ନଥିବାରୁ ପାଣି ନିଷ୍କାସନ ହୋଇପାରୁନାହିଁ ।ତେବେ  ଡ୍ରେନର ସମସ୍ୟାକୁ ନେଇ ଅନେକ ଥର କାଉଡୋଲା ପଂଚାୟତ ସରପଞ୍ଚ ଦେବୀ ସିଂ ତାଣ୍ଡି ଓ ପଂଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଙ୍କୁ ବାରମ୍ବାର ଗ୍ରାମବାସୀ ମାନେ ଡ୍ରେନ ସଫା କରିବା ପାଇଁ ଅଭିଯୋଗ ସତ୍ତ୍ୱେ ମଧ୍ୟ  ପଂଚାୟତ କର୍ତ୍ତୃପକ୍ଷ ଗ୍ରାମବାସୀ ଙ୍କ କଥାକୁ କର୍ଣ୍ଣପାତ କରୁନଥିବା ଅଭିଯୋଗ କରିଛନ୍ତି । ଏନେଇ କୋକସରା ବ୍ଲକ ଗୋଷ୍ଠି ଉନ୍ନୟନ ଅଧିକାରୀଣୀ ସ୍ନେହାପ୍ରଭା ମାଝୀ ଙ୍କ ପ୍ରତିକ୍ରିୟା ନେବାରୁ ଶୀଘ୍ର ଡ୍ରେନ ସଫା କରିବା ପାଇଁ ପିଇଓ ଓ ସରପଞ୍ଚ ଙ୍କୁ ପ୍ରଶାସନ ପକ୍ଷରୁ କୁହାଯିବ ବୋଲି କହିଛନ୍ତି। ତେବେ ଏଦିଗରେ ବ୍ଲକ ପ୍ରଶାସନ ତ୍ୱରିତ ପଦକ୍ଷେପ ନେବାକୁ ଗ୍ରାମବାସୀ ମାନେ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026
  ଜିଲ୍ଲା  
*ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   12-Apr-2026
  ଜିଲ୍ଲା  
ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   12-Apr-2026
  ଜିଲ୍ଲା  
ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   12-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   12-Apr-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   12-Apr-2026

You Might Also Like