-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : * ବିଭିନ୍ନ ୨୪୫ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

30-Sep-2024



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ହୋଇଯାଇଛି l  ଅତିରିକ୍ତ ଜିଲ୍ଲାପାଳ  ଶ୍ରୀମତୀ  ଅଞ୍ଜଳିନା ପ୍ରଧାନ ଓ  ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୪୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୨୨ଗୋଟି  ଗ୍ରହଣ କରାଯାଇଥିବା ବେଳେ ୨୩ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି  l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ଏହି ଅବସରରେ ଜିଲ୍ଲା ଶ୍ରମ ବିଭାଗ ତରଫରୁ ରାମଗୋପାଳ ହୋତାଙ୍କୁ ଶିଶୁଙ୍କ ଶିକ୍ଷା  ସହାୟତା ନିମନ୍ତେ ଟ. ୬୦୦୦ ହଜାର, ଶ୍ରୀଧର ନାଏକ ଙ୍କୁ ବିବାହ ପ୍ରୋତ୍ସାହନ ସହାୟତା ନିମନ୍ତେ ୫୦,୦୦୦ ହଜାର, ଓ ନରେନ୍ଦ୍ର ମେହେର ଙ୍କୁ ଅନ୍ତିମ ସଂସ୍କାର ସହାୟତା ଓ ମୃତ୍ୟୁ କାଳୀନ ସହାୟତା ନିମନ୍ତେ ୫୦୦୦ ହଜାର ଓ ୨ଲକ୍ଷ ଟଙ୍କାର ଶ୍ରମିକ କଲ୍ୟାଣ ଆର୍ଥିକ ସହାୟତା ର ଡେମୋ ଚେକ୍ ପ୍ରଦାନ କରିଛନ୍ତି ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ପ୍ରଧାନ । ଏଥି ସହ ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ହିତାଧିକାରୀଙ୍କୁ ଜିଲ୍ଲା ଶ୍ରମ ବିଭାଗ ତରଫରୁ ୧୧ ଜଣଙ୍କୁ ଝିଅ ବିବାହ ନିମନ୍ତେ ପ୍ରୋତ୍ସାହନ ସହାୟତା, ୨ ଜଣକୁ ମେଟରନିଟି ସହାୟତା, ୨୦ ଜଣଙ୍କୁ ଶିକ୍ଷା ନିମନ୍ତେ ସହାୟତା, ୩ ଜଣ ଙ୍କୁ ମୃତ୍ୟୁ କାଳୀନ ସହାୟତା, ଓ ୬ ଜଣଙ୍କୁ ଅନ୍ତିମ ସଂସ୍କାର ସହାୟତା ନିମନ୍ତେ ଅର୍ଥ ରାଶି ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ବିଭାଗ ତରଫରୁ ସମୁଦାୟ ବିଭିନ୍ନ ୪୨ ଜଣଙ୍କୁ  ମୋଟ ଟ.୧୩ଲକ୍ଷ ୦୪ ହଜାର ୪୦୦ ଶହ ଟଙ୍କାର ସହାୟତା ଅର୍ଥ ରାଶି ସେମାନଙ୍କ ସଂଚୟ ଖାତା କୁ ଅନଲାଇନ ଯୋଗେ ପ୍ରଦାନ କରାଯାଇଛି।ଅତିରିକ୍ତ ବିଡିଓ ଡୁଙ୍ଗୁରିପାଲି ଆନନ୍ଦ ଚନ୍ଦ୍ର ମିଶ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣି କାର୍ଯ୍ୟକ୍ରମ ରେ ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅଧ୍ୟକ୍ଷା ଅହଲ୍ୟା ସାହୁ , ସମେତ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର , ଉପଜିଲ୍ଲାପାଳ ସୋନପୁର ଶ୍ରୀମତୀ ସୌମ୍ୟାରୁପା ରଥ , ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟଧିକାରୀ ଡା. ରମେଶ ଚନ୍ଦ୍ର ସ୍ୱାଇଁ, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଆର ଡବ୍ଲୁ ଏସ ଏସ ଅଧିକ୍ଷଣ ଯନ୍ତ୍ରୀ ତପନ ପଧାନ, ଅବକାରୀ ଆରକ୍ଷୀ ଅଧିକ୍ଷକ ପ୍ରବୀର ସାମଲ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର , ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ,ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ,ଜିଲ୍ଲା ଶ୍ରମ ଅଧିକାରୀ ସବିତା କୁମାରୀ ନାୟକ ,ତହସିଲଦାର ରାମପୁର  ବିମଳ ପାତ୍ର , ଡେପୁଟି କଲେକ୍ଟର ଗ୍ରୀଭେନସ ଶୁଭଶ୍ରୀ ରଥ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like