-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   (13-Apr-2026)       ||      *ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ରେ ଶିକ୍ଷକ ଅଭିଭାବକ ବୈଠକ

30-Sep-2024



ଡୁଙ୍ଗୁରିପାଲି , ତା.୩୦/୯(ପ୍ରେରଣା ଖବର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲ ପ୍ରାଙ୍ଗଣରେ ଆଜି ସୋମବାର ରେ ତୃତୀୟ ଶିକ୍ଷକ ଅଭିଭାବକ ବୈଠକ ପ୍ରଧାନ ଶିକ୍ଷକ ରବି ଚନ୍ଦ୍ର ପଶାୟତ ଙ୍କ ସଭାପତିତ୍ବରେ ଆୟୋଜିତ ହୋଇ ଯାଇଛି।  ପୂର୍ବତନ ପ୍ରଧାନ ଶିକ୍ଷକ ମନୋଜ କୁମାର ପୁଝାରୀ ଓ ତରଭା ବାଳିକା ବିଦ୍ୟାଳୟ ର ପୂର୍ବତନ ପ୍ରଧାନ ଶିକ୍ଷକ ନରେନ୍ଦ୍ର ସାହୁ ସମ୍ମାନିତ ଅତିଥି ଭାବରେ ଯୋଗଦେଇ APAAR Id ଛାତ୍ର ଛାତ୍ରୀଙ୍କ ପାଇଁ ଜରୁରୀ ବୋଲି ମତ ବ୍ୟକ୍ତ କରିଥିଲେ। ସଭା କାର୍ଯ୍ୟକ୍ରମ କୁ ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଂଯୋଜନା କରିଥିବା ସହ APAAR ID ବିଷୟରେ ଅଭିଭାବକ ତଥା ଛାତ୍ର ଛାତ୍ରୀ ମାନଙ୍କୁ ସବିଶେଷ ଧାରଣା ଦେଇଥିଲେ। କନିଷ୍ଠ ସହାୟକ ସଞ୍ଜୀବ ପୂଜାରୀ କିପରି ଭାବରେ Id ଖୋଲାଯାଇ ପାରିବ ତାର ଏକ ମଡେଲ  ପ୍ରଦର୍ଶନ କରିଥିଲେ।

ଏହି କାର୍ଯକ୍ରମ ରେ ଯୋଗଦେଇଥିବା ଅଭିଭାବକ ଓ ଅଭିଭାବିକା ନିଜସ୍ଵ ମତାମତ ଦେବା ସହିତ ସରକାରଙ୍କର APAAR ID ଯୋଜନାକୁ ସ୍ବାଗତଯୋଗ୍ୟ ପଦକ୍ଷେପ ବୋଲି ମନ୍ତବ୍ୟ ଦେଇଥିଲେ। ପରେ ସମସ୍ତ ଅଭିଭାବକ ସ୍କୁଲ ର ବିଜ୍ଞାନଗର, କମ୍ପ୍ୟୁଟର ଏବଂ ଶ୍ରେଣୀ ଗୃହ ପ୍ରଦର୍ଶନ କରି ଖୁସି ବ୍ୟକ୍ତ କରିଥିଲେ। ଶେଷରେ ହିନ୍ଦି ଶିକ୍ଷକ ନନ୍ଦିଘୋଷ ବାରିକ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   13-Apr-2026
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026

You Might Also Like