-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ଶିଶୁଙ୍କ ଅନ୍ତର୍ନିହିତ ଗୁଣାବଳୀର ବିକାଶ ପାଇଁ ଭୁକ୍ତା କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪

01-Oct-2024



ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ୍ ଅନ୍ତର୍ଗତ ଭୁକ୍ତା ସ୍ଥିତ ବ୍ଲକ କଲୋନୀ ପ୍ରାଥମିକ ବିଦ୍ୟାଳୟ ପରିସରରେ  ଭୁକ୍ତା କ୍ଲଷ୍ଟରସ୍ତରୀୟ ଶିଶୁଙ୍କ ଅନ୍ତର୍ନିହିତ ଗୁଣାବଳୀର ବିକାଶ ପାଇଁ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ - ୨୦୨୪ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଉପକନିଷ୍ଠ, କନିଷ୍ଠ ଓ ବରିଷ୍ଠ ବର୍ଗରେ କ୍ଲଷ୍ଟର ଅନ୍ତର୍ଗତ ବିଭିନ୍ନ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ବରିଷ୍ଠ ବର୍ଗରୁ ଶତାଧିକ ଛାତ୍ରଛାତ୍ରୀ ଉପସ୍ଥିତ ରହି ତର୍କ, ପ୍ରବନ୍ଧ, କୁଇଜ୍, ହସ୍ତଲିଖନ, ଚିତ୍ରାଙ୍କନ, ପିଏମ୍ ପୋଷଣ ଚିତ୍ରକଳା, ବକ୍ତୃତା, ସୃଜନଶୀଳ ଲିଖନ ,ଗଳ୍ପ କଥନ, ଅଙ୍କ ଦୌଡ, ଗଣିତ କୁଇଜ୍, ନୃତ୍ୟ ଓ ସଙ୍ଗୀତ ଆଦି ବିଭିନ୍ନ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ଆୟୋଜିତ ଉଦଘାଟନୀ ଉତ୍ସବରେ ଭୁକ୍ତା ବ୍ଲକ କଲୋନୀ

ସ୍କୁଲର ପ୍ରଧାନ ଶିକ୍ଷକ ଶ୍ୟାମ ଚରଣ ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟଅତିଥି ଭାବରେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲାଲ ମୋହନ ସିଂ, ସମ୍ମାନିତ ଅତିଥି ଭାବେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ମୋହନ ଚରଣ ମହାନ୍ତ, ଆଦିବାସୀ ଶିକ୍ଷା ସଂଯୋଜକ ମିଥୁନ ପ୍ରଧାନ, ପିରାମଲ ଫାଉଣ୍ଡେସନର ଈଶୁ ବତ୍ସ, ଶିକ୍ଷକ ମିଳନ କୁମାର ପଟେଲ ଯୋଗ ଦେଇଥିଲେ। ଠିକ୍ ସେହିପରି ଉଦଯାପନୀ ଉତ୍ସବରେ ବ୍ଲକ୍ କଲୋନୀ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ମୋହନ ସିଂ ପଟେଲଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବେ ବ୍ଲକ ଶିକ୍ଷା ଅଧିକାରୀ ଭାବନା ସାହୁ ସମ୍ମାନିତ ଅତିଥି ଭାବରେ ଶିକ୍ଷକ ମିଳନ କୁମାର ପଟେଲ, ଥଣ୍ଡାରାମ ପଧାନ, ରବି ବେହେରା, ସଞ୍ଜୟ ଖମାରୀ,ସି ଆର ସି ସି କେଦାର ନାଏକ ପ୍ରମୁଖ ମଞ୍ଚାସୀନ ହୋଇ ସମସ୍ତ କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ସହ ଟ୍ରଫି ପ୍ରଦାନ କରିଥିଲେ। ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଭୁକ୍ତାର କେଦାର ନାଏକଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶିକ୍ଷକ ଆକୁଳ ବାଗ ସଭାକାର୍ଯ୍ୟ ପରିଚାଳନା କରିଥିବା ବେଳେ ଶିକ୍ଷକ ସଞ୍ଜୟ ଖମାରୀ ଧନ୍ୟବାଦ ଅର୍ପଣ କରିଥିଲେ। ଶିକ୍ଷକ ସ୍ଵାଧୀନ ସାହୁ, ପ୍ରେମଜିତ ସୁନା,ଭୈରବନାଥ ପଟେଲ, ମୀନକେତନ ଥପା,ଗୋଲେକ ପଧାନ, ରଞ୍ଜନ ଭୁଏ, ସଞ୍ଜୀବ ସା, ଆକୁଳ ବାଗ,ସଞ୍ଜୟ ଖମାରୀ,ସିଦ୍ଧାର୍ଥ ଶଙ୍କର ପ୍ରଧାନ, ଶାନ୍ତନୁ କୁମାର ମିଶ୍ର,ଲତା ସିଦାର୍,ସରସ୍ଵତୀ ପଟେଲ,ରାଜକୁମାରୀ ଭୁଏ,ସୌଦାମିନୀ ବାରିକ,ମନୋଜା ପଟେଲ, ବବଲି ଭେସ୍ରା, ସନ୍ତୋଷିନୀ ଗୁଏଲ, ଇନ୍ଦୁ ବଘେଲ ପ୍ରମୁଖ ପ୍ରତିଯୋଗିତା ପରିଚାଳନା କରିଥିବା ବେଳେ ସି ଆର ସିସି ପୁନୀରାମ ଗଣ୍ଡ, ରାମେଶ୍ବର ଭୋଇ, ଚୌଧୁରୀ ପାତ୍ର,  କେଦାର ନାଏକ ଏବଂ କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like