-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ରାଜ୍ୟ

ବନମାଳୀ ବ୍ଲଡ଼ ହିରୋ ଆୱାର୍ଡ଼ରେ ସମ୍ମର୍ଦ୍ଧିତ

01-Oct-2024




ଭୁବନେଶ୍ୱର, ତା.୦୧/ ୧୦ :  ଭାରତୀୟ ରେଡ଼କ୍ରସ  ସୋସାଇଟି ଓଡ଼ିଶା ରାଜ୍ୟ ଶାଖା  ତରଫରୁ ଜାତୀୟ ସ୍ୱେଚ୍ଛାସେବୀ ରକ୍ତଦାତା ଦିବସ ଭୁବନେଶ୍ଵର ରାଜ୍ୟ ରେଡକ୍ରସ ମୁଖ୍ୟ କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ   ବୌଦ୍ଧ ଜିଲ୍ଲା କଣ୍ଟାମାଳ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ତଥା ଜୁନିଅର୍ ରେଡ଼କ୍ରସ୍ କାଉନସିଲର ବନମାଳୀ ମେହେରଙ୍କୁ ବ୍ଲଡ଼ ହିରୋ ଆୱାର୍ଡ଼ରେ ସମ୍ବର୍ଦ୍ଧିତ କରାଯାଇଥିଲା।ସ୍ଵେଚ୍ଛାକୃତ ରକ୍ତଦାନ ସହ ଅନ୍ୟମାନଙ୍କୁ ରକ୍ତଦାନ କରିବା ପାଇଁ ପ୍ରେରଣା ସୃଷ୍ଟି କରିଥିଲେ।ଆୟୋଜିତ ଉତ୍ସବରେ ଅବୈତନିକ ସଚିବ ବିଭୁତି ଭୁଷଣ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଡେପୁଟି ପୋଲିସ କମିଶନର ଲଲାଟେନ୍ଦୁ ମହାନ୍ତି ସମ୍ମାନିତ ଅତିଥି ଭାବେ ଡ. ଦେବୀପ୍ରସାଦ ମିଶ୍ର,ଡ.ଗିରିଜା ନନ୍ଦନ କାନୁନଗୋ,ଡ.ସନ୍ତୋଷ ମିଶ୍ର,ଡ.ରମେଶ ଚନ୍ଦ୍ର ବେହେରା ଓ ରାଜ୍ୟ ଜୁନିଅର ରେଡ଼କ୍ରସ୍ ଅଫିସର୍ ଲକ୍ଷ୍ମଣ ସ୍ୱାଇଁ ମଞ୍ଚାସୀନ ଥିଲେ। ବର୍ଷକୁ ସର୍ବାଧିକ ତିନିଥର ରକ୍ତଦାନ କରି ଅସହାୟ ତଥା ରୋଗୀ ମୁହଁରେ ହସ ଫୁଟାଇ ପାରିଛନ୍ତି।ବୃତ୍ତିରେ ଶିକ୍ଷକ ହେଲେ  ମଧ୍ୟ କ୍ଲାସରୁମ୍ ବାହାରକୁ ଆସି ଅନ୍ୟର ସେବାରେ ସଦା ସର୍ବଦା ଆଗଭର ହୁଅନ୍ତି।ବର୍ତ୍ତମାନ ପର୍ଯ୍ୟନ୍ତ ୨୫ଥର ରକ୍ତଦାନ କରିସାରିଛନ୍ତି। ପ୍ରକାଶ ଥାଉକି  ଚଳିତବର୍ଷ ରକ୍ତଦାନ ପାଇଁ ଶ୍ରେଷ୍ଠ ରକ୍ତଦାତା ଭାବେ ଭୀମଭୋଇ ମେଡ଼ିକାଲ କଲେଜ ବଲାଙ୍ଗୀର ତରଫରୁ ସମ୍ମାନୀତ ହେଇଥିଲେ।  ସୁବର୍ଣ୍ଣପୁର ଜିଲ୍ଲା ନିମ୍ନା ଗ୍ରାମର  ଡୋଳାମଣି ମେହେର ଓ ତ୍ରିବେଣୀ ମେହେରଙ୍କ ସୁପୁତ୍ର ବନମାଳୀ ଅଟନ୍ତି ।ଏଥିପାଇଁ ଜିଲ୍ଲା ଶିକ୍ଷାଧିକାରୀ ଗେନ୍ଦେରା କୁଜୁରୁ, ଜିଲ୍ଲା ଶାରିରୀକ ଶିକ୍ଷା ଅଧିକାରୀ  ଆନନ୍ଦ କୁମାର ବେହେରା ବେହେରା ,ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରକାଶ କୁମାର ପ୍ରଧାନ,ରାଜ୍ୟ ପୁରସ୍କାର ପ୍ରାପ୍ତ ସମାଜସେବୀ ରାମ ନାରାୟଣ ଦାଶ, ବୁଦ୍ଧିଜୀବୀ ଏବଂ ପରିବାରବର୍ଗ  ଶ୍ରୀମେହେରକୁ ଶୁଭେଚ୍ଛା  ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like