-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

+୨ ପରୀକ୍ଷାରେ ବଲାଙ୍ଗୀର ଡି ଏନ ଏ ଛାତ୍ରଛାତ୍ରୀ ଙ୍କ ବାଜିମାତ୍   (21-May-2026)       ||      ଏଥଲେଟିକ ଏସୋସିଏସନ୍ ଝାରମୁଣ୍ଡା ର ୩୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ   (21-May-2026)       ||      ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ, ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଅଇଁଲାଚୁଆଁ ର ଲୋକନୃତ୍ୟ ପ୍ରଥମ

01-Oct-2024



ବଲାଙ୍ଗିର(ପ୍ରେରଣା ଖବର):  ସ୍ଥାନୀୟ ପିପି ଏକାଡେମୀ ଠାରେ ବିଜ୍ଞାନ ବିଷୟ ସମ୍ବନ୍ଧୀୟ ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ଖପ୍ରାଖୋଲ ସରକାରୀ ଉଚ୍ଚ ବିଦ୍ୟାଳୟ, ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଅଇଁଲାଚୁଆଁ, ପିପି ଏକାଡେମୀ ବଲାଙ୍ଗିର, ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଅଙ୍କରିଆପଦର, ବୁବେଲ ଉଚ୍ଚ ବିଦ୍ୟାଳୟ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବଲାଙ୍ଗିର ର ଦଳ ଗୁଡିକ ଲୋକ ନୃତ୍ୟ ପ୍ରଦର୍ଶନ କରିଥିଲେ । ଅତିରିକ୍ତ ଜିଲ୍ଲା

ଶିକ୍ଷାଧିକାରୀ କେଶବ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣ ସଭାରେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ରାଜେଶ ମିଶ୍ର, ପ୍ରଧାନ ଶିକ୍ଷକ ନୀଳମଣି ପଟେଲ, ରାମଗୋପାଳ ଖମାରୀ ଶର୍ମା, ସରୋଜ ନାୟକ, ସିନୁ ସୁନ୍ଦର ପାଢୀ ପ୍ରମୁଖ ଉପସ୍ଥିତ ଥିଲେ । ବିଚାରକ ଭାବେ ଝରଣା ମିଶ୍ର, ସାଗରିକା ବେହେରା ଏବଂ ଦିପକ ବରାଳ ଯୋଗ ଦେଇଥିଲେ । ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଅଇଁଲାଚୁଆଁ ର ଲୋକନୃତ୍ୟ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ପିପି

ଏକାଡେମୀ ଦ୍ୱିତୀୟ ଓ  ସରକାରୀ ଉଚ୍ଚ ବିଦ୍ୟାଳୟ ଖପ୍ରାଖୋଲ ତୃତୀୟ ସ୍ଥାନ ଅଧିକାର କରିଥିଲେ । ପ୍ରଥମ ହୋଇଥିବା ଦଳ ଭୁବନେଶ୍ୱର ରେ ହେବାକୁ ଥିବା ରାଜ୍ୟସ୍ତରୀୟ ଲୋକ ନୃତ୍ୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ । କାର୍ଯ୍ୟକ୍ରମରେ ଶିକ୍ଷକ ଅଶ୍ୱିନୀ ଷଡଙ୍ଗି, ଅନିଲ ନନ୍ଦ, ବିଶ୍ୱଜିତ ପ୍ରଧାନ ଓ ଶିକ୍ଷୟତ୍ରୀ ଦିପାଲି ସେଠି ତଥା ପିପି ଏକାଡେମୀର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ତଥା ଶିକ୍ଷା କର୍ମଚାରୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
+୨ ପରୀକ୍ଷାରେ ବଲାଙ୍ଗୀର ଡି ଏନ ଏ ଛାତ୍ରଛାତ୍ରୀ ଙ୍କ ବାଜିମାତ୍   21-May-2026
  ଜିଲ୍ଲା  
ଏଥଲେଟିକ ଏସୋସିଏସନ୍ ଝାରମୁଣ୍ଡା ର ୩୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ   21-May-2026
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026

You Might Also Like