-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||     

HOME   ଜିଲ୍ଲା

ସଂସ୍କୃତି ସମ୍ପନ୍ନ ଜିଲ୍ଲା ରେ ଅପ ସଂସ୍କୃତି ଅପ ବ୍ୟବହାର କୁ କ୍ଷମା ନାହିଁ*- *ବରିଷ୍ଠ ନାଗରିକ*-

02-Oct-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଏକ ଐତିହ୍ୟ ,ସଂସ୍କୃତି ଉଚ୍ଚ ବ୍ୟବହାର ସମ୍ପନ୍ନ ଜିଲ୍ଲା l ଲୋକ ଙ୍କ ଆଚାର ବ୍ୟବହାର ରେ ଜିଲ୍ଲା କୁ ଆସୁଥିବା ଅମଲା ତନ୍ତ୍ର ଓ ଦେଶ ବିଦେଶ ର ପର୍ଯ୍ୟଟକ ମାନେ ବିମୁଗ୍ଧ ହୋଇ ଯାଆନ୍ତି l କିନ୍ତୁ ସେଇ ସେଇ ଅମଲାତନ୍ତ୍ର ଜିଲ୍ଲା ପ୍ରଶାସନ  ଗତ କାଲି ର ବରିଷ୍ଠ ନାଗରିକ  ଦିବସ ରେ ବରିଷ୍ଠ ନାଗରିକ ଙ୍କୁ ଯେଉଁ ଭଳି ଭାବେ ଅଣ ଦେଖା କରିଛି ଅପବାଦ ଦେଇଛି ତାହା ନିନ୍ଦନୀୟ ଲଜ୍ଜା ଜନକ ବୋଲି ଶ୍ରୀ ଗୋପlଲ୍ଜି ଯୋଗାଳୟ ଠାରେ ଆୟୋଜିତ ଆଜି ଏକ ସାମ୍ବାଦିକ ସମ୍ମିଳନୀ ରେ ଜିଲ୍ଲା ବରିଷ୍ଠ ନାଗରିକ ସଂଘ ଖୁଲାସା କରିଛି l ଦୁଇ ଦୁଇ ଘଂଟା ଅପେକ୍ଷା କରାଇ ତିନୋଟି ସଭା ପରେ ବରିଷ୍ଠ ନାଗରିକ ଙ୍କ ସଭା ଆରମ୍ଭ କରିବା, ସାତ ଲାଇନ୍ ଲେଖା ସମ୍ମାନ ପତ୍ର ରେ ପାଞ୍ଚଟି ଭୁଲ୍ ଥିବା ଓ ପ୍ରତ୍ୟେକ କ୍ଷେତ୍ର ରେ ସେବାରେ ଅବହେଳା ର ଶିକାର ହେଉଥିବା ବରିଷ୍ଠ ନାଗରିକ ଏବଂ ଉପସ୍ଥିତ କର୍ମକର୍ତା ଦୀର୍ଘ ଦିନ ରୁ ଜମି ରହିଥିବା ନିଜ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି l ଯେଉଁ ପ୍ରଶାସନକୁ ବିଗତ ଦିନରେ ହକି ବିଶ୍ଵ କପ, ରାହାଗିରି, ଜିଲ୍ଲା ଉତ୍ସବ ପାଳନ କରିବା ବେଳେ ସମସ୍ତ ପ୍ରକାର ସହଯୋଗ ଦେଇ ଆସିଛି ଆମେ ତାଙ୍କ ଠୁଁ ଏଭଳି ବ୍ୟବହାର କେବେ ଆଶା କରି ନ ଥିଲୁ ବୋଲି ସଂଘ ସଭାପତି ଡ଼ଃ ଜ୍ୟୋତି ରଂଜନ ବହିଦାର ପ୍ରକାଶ କରିଛନ୍ତି l ଏବଂ ଚେତାବନୀ ଦେଇଛନ୍ତି ପ୍ରଶାସନକୁ ଯେ ବରିଷ୍ଠ ନାଗରିକ ଙ୍କୁ ଘୃଣା କରି ପାର ହେଲେ ଦୟା କର ନାହିଁ l ଯେଉଁ ପ୍ରଶାସନ ବରିଷ୍ଠ ନାଗରିକ ଦିବସ ରେ ବରିଷ୍ଠ ନାଗରିକ ଙ୍କୁ ସମୟ ଟିକେ ଦେଇ ପାରେନି ସେ ଜିଲ୍ଲା ର ବିକାଶ କେତେ ଆଗେଇ ଥିବ ତାହା ଏଥିରୁ ଜଣା ପଡେ ବୋଲି ବରିଷ୍ଠ ନାଗରିକ ପ୍ରଦୀପ ପୁରୋହିତ ମତ ରଖି ବର୍ତମାନ ଓଡ଼ିଆ ଅସ୍ମିତା ଓ ମର୍ଯ୍ୟାଦା କଥା କହୁଥିବା ମୁଖ୍ୟ ମନ୍ତ୍ରୀ ଏଭଳି ବୈଶlଳିକ ବିଭ୍ରାଟ କରୁଥିବା ସୁ ଶାସନ ଦେବାରେ ଫେଲ୍ ମାରିଥିବା  ଜିଲ୍ଲାପାଳ ଙ୍କୁ ତୁରନ୍ତ ଅନ୍ୟତ୍ର ବଦଳି କରିବା ପାଇଁ ଦାବୀ କରିଛନ୍ତି l ସରକାର ଙ୍କ ଏକ୍ସନ୍ ନ ହେବା ଯାଏଁ ଆଗlମୀ ଦିନ ରେ ପ୍ରଶାସନ ର ସବୁ ସଭା ସମିତି କୁ ବୈକଟ କରିବୁ ବୋଲି ଶ୍ରୀ ପୁରୋହିତ ପ୍ରକାଶ କରିଛନ୍ତି l ଅମଲା ତନ୍ତ୍ର ରେ ପରିଚାଳିତ ନ ହୋଇ ଲୋକ ତନ୍ତ୍ର ରେ ଆଗେଇ ଆସିବାକୁ ଜିଲ୍ଲା ର ବିକାଶ ପାଈଁ ପ୍ରଶାସନ ମୁକାବିଲା କରିବାକୁ ଦାବୀ ଜଣାଇଛନ୍ତି l ଓ ବରିଷ୍ଠ ନାଗରିକ ଙ୍କ ହକ ପାଇଁ, ଜିଲ୍ଲା ର ସାମଗ୍ରିକ ବିକାଶ ପାଇଁ ବରିଷ୍ଠ ନାଗରିକ ସଂଘ ଲଢେଇ କରିବ ଦରକାର୍ ହେଲେ ରାଜ ରାସ୍ତା କୁ ଓହ୍ଲାଇବ ବୋଲି ବରିଷ୍ଠ ନାଗରିକ ତଥା ସାମ୍ୱାଦିକ ଗୋରେଖ୍ ନାଥ ସାହୁ ପ୍ରକାଶ କରିଛନ୍ତି l ଆଜି ର ଏହି ସମ୍ମିଳନୀରେ ସଂଘର ର ସମ୍ପlଦକ୍ ଜ୍ୟୋତି ରଞ୍ଜନ ପଟ୍ଟନାୟକ, ବରିଷ୍ଠ ନାଗରିକ ସନ୍ତୋଷ ପାଢ଼ୀ, ମୃତ୍ୟୁଞ୍ଜୟ ଦାଶ, ଲୋକେଶ ପଧାନ ପ୍ରମୁଖ ସାମିଲ୍ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026

You Might Also Like