-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||     

HOME   ଜିଲ୍ଲା

କାଉଡୋଲା ଗ୍ରାମ୍ୟ ଦଶହରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ l

04-Oct-2024



କୋକସରା ( ତ୍ରିନାଥ ବେଶ୍ରା )
 କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କାଉଡୋଲା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଗୁରୁବାର କାଉଡୋଲା ଗ୍ରାମବାସୀଙ୍କୁ
ନେଇଁ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି,ଏଥିରେ ଗ୍ରାମର ମାଁ ଠାକୁରାଣୀ ମନ୍ଦିର ପୂଜକ ଦୁଷ୍ମନ୍ତ ପୁଝାରୀ ସଭାପତିତ୍ବ କରିଥିଲା l ଏଥିରେ କାଉଡୋଲା ଗ୍ରାମର କିଭଳି ବିଭିନ୍ନ ପ୍ରକାରର ଉନ୍ନତି ତଥା ବିକାଶ ଖେତ୍ର ଆଗକୁ ବଢ଼ିପାରିବ ସେହି ଦୃଷ୍ଟିରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା । ଏବଂ ଏସବୁକୁ ଦୃଷ୍ଟିରେ ରଖି ଏକ ନୂତନ କମିଟି ଗଠନ କରାଯାଇ ଥିଲା। ଯାହାକି କମିଟିର ନାଁ ରଖାଯାଇଥିଲା 'ବିକାଶ ପରିଷଦ ମଞ୍ଚ କାଉଡୋଲା ' ପରେ କମିଟିକୁ ପରିଚାଳନା କରିବା ପାଇଁ ଏକ ଉପଦେଷ୍ଟା ମଣ୍ଡଳୀ ଗଠନ କରାଯାଇଥିଲା ଏଥିରେ ଦୁଷ୍ମନ୍ତ ପୁଝାରୀ, ତ୍ରିନାଥ ସରାବୁ,କୈଳାସ ଜାନି, ହୃଷିକେଶ ବେଶ୍ରା,ଉଦ୍ଧବ ନାଏକ, ଅନିରୁଦ୍ଧ ରଣା, ଲୋକନାଥ ସାହୁ, ବଂଶୀଧର ବେଶ୍ରା, ଉମାଶଙ୍କର ଦାସ, ଉଦ୍ଧବ ସତନାମୀ, ଇଶ୍ଵର ମାଝି  ପ୍ରମୁଖ ଙ୍କୁ ମନୋନୀତ କରାଯାଇଥିଲା । ପରେ ଉକ୍ତ କମିଟିର ଦାୟିତ୍ଵ ତୁଲାଇବା ପାଇଁ ସଭାପତି ଭାବରେ ଚକ୍ରଧର ବେଶ୍ରା ଙ୍କୁ ମନୋନୀତ କଲାପରେ ସମ୍ପାଦକ ଭାବେ ବସନ୍ତ କୁମାର ସରାବୁ ଏବଂ କୋଷାଧ୍ୟକ୍ଷ ଭାବରେ ତ୍ରିଲୋକ୍ୟ ବେଶ୍ରା ଙ୍କୁ ମନୋନୀତ କରାଯାଇଥିଲା । ଏବଂ କମିଟିର ସଦସ୍ୟ ଭାବରେ ଆକାଶ ସରାବୁ,ହିରାଲାଲ ମାଝୀ, ଅଚ୍ୟୁତ ରଣା, ପିଣ୍ଟୁ କୋଚିଆ, ନିଧି ରାମ ମାଝୀ, ପବିତ୍ର ମାଝୀ, ଘାସିରାମ ରାଉତ, ତୁଷାର ନାଏକ, ନିର୍ମଳ କର,ବିନୋଦ ବେଶ୍ରା, ମଳୟ ବେଶ୍ରା, ତୋଫାନ ମାଝୀ, କୁମୁଦ ରଣା, ଅଶୋକ ପୁଝାରୀ,ଙ୍କ ସମେତ ଅନେକ ସଦସ୍ୟ ଙ୍କ ନାମ ସ୍ଥାନ ପାଇଥିଲା । କାଉଡୋଲା ଗ୍ରାମରେ ଆଗକୁ ଥିବା ଦଶହରା ଉପଲକ୍ଷେ ଗ୍ରାମବାସୀ ଏବଂ ଉକ୍ତ କମିଟିର ମିଳିତ ସହଯୋଗରେ ଗାଁରେ ଏକ ସାଂସ୍କୃତିକ ତଥା ମନୋରଞ୍ଜନ କାର୍ଯ୍ୟକ୍ରମ କରିବା ପାଇଁ ବୈଠକରେ ସ୍ଥିର କରାଯାଇଥିଲା । ପରେ ସଭାପତି ଙ୍କ ଧନ୍ୟବାଦ କ୍ରମେ ସଭା ସାଙ୍ଗ କରାଗଲା । ଉକ୍ତ ବୈଠକରେ ଗ୍ରାମର ଅନେକ ଯୁବପିଢୀ ବୁଦ୍ଧିଜୀବୀ ତଥା ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ସାମିଲ ହୋଇ ସଭାକାର୍ଯ୍ୟ ଟିକୁ ସାଫଳ୍ୟ ମଣ୍ଡିତ କରିବା ସହ କମିଟିକୁ ବେଶ୍ ଆନନ୍ଦ  ଓ ଉତ୍ସାହିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026

You Might Also Like