-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ରାଜ୍ୟ

ଶିକ୍ଷୟିତ୍ରୀ ଅନୁସୂୟା ଦେବତା ପାଇଲେ ମହାଦେବ ଭୋଇ ସ୍ମୃତି ସମ୍ମାନ

05-Oct-2024



ଅତାବିରା(ଆକାଶ ମିଶ୍ର):  ବରଗଡ଼ ସ୍ଥିତ ଗାନ୍ଧୀ ସ୍ମୃତି ପାଠାଗାରରେ  ବରଗଡ଼ର ପୁଣ୍ୟାତ୍ମା ବରପୁତ୍ର  କର୍ମଯୋଗୀ  ମହାଦେବ ଭୋଇଙ୍କ ୯୪ ତମ ଜୟନ୍ତୀ  ପାଳିତ ହୋଇଯାଇଛି । ଏହି ଅବସରରେ ଅତାବିରା ବ୍ଲକ ପଞ୍ଚାୟତ ଉଚ୍ଚବିଦ୍ୟାଳୟର ବିଜ୍ଞାନ ଶିକ୍ଷୟିତ୍ରୀ   ଅନୁସୂୟା  ଦେବତାଙ୍କୁ "ମହାଦେବ ଭୋଇ ସ୍ମୃତି ସମ୍ମାନ ୨୦୨୪ " ପ୍ରଦାନ କରାଯାଇଛି । ସ୍ମୃତି କମିଟିର ସଂଯୋଜକ  ଡଃ ଡୋଲାମଣି ଶତପଥୀ ଙ୍କ ସଭାପତିତ୍ବରେ ଆୟୋଜିତ ଏହି  କାର୍ଯ୍ୟକ୍ରମରେ  ବରଗଡ଼ ସାଂସଦ  ପ୍ରଦୀପ ପୁରୋହିତ( କୁନା) ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ  ମୁଖ୍ୟ ବକ୍ତା ଭାବରେ  ଅବସର ପ୍ରାପ୍ତ  ଶିକ୍ଷକ , ନାଟ୍ୟକାର ତଥା ବ୍ୟଙ୍ଗ କବି  ମନୋରଞ୍ଜନ  ସାହୁ  ମୁଖ୍ୟ ବକ୍ତା ଭାବରେ ମଞ୍ଚlଷିନ ରହିଥିଲେ ।କମିଟିର  ସଞ୍ଜୀବ ମହାପାତ୍ର   ମଞ୍ଚ ପରିଚାଳନା କରିଥିଲେ । ମଞ୍ଚାସିନ ସମସ୍ତ ଅତିଥି ମହାଦେବ ସାହୁ ଙ୍କ ସ୍ମୃତି ଚରଣ କରିବା ସହିତ ତାଙ୍କର ନିଷ୍ଠା, ଦୃଢ଼ ମନୋବଳ ଓ କର୍ମ ତତ୍ପରତା ଉପରେ   ଅଭିଭାଷଣ ରଖିଥିଲେ । ଏହି ଅବସରରେ ବରଗଡ଼ ଜିଲ୍ଲା ର ଅନେକ କୃତି ଛାତ୍ର ଛାତ୍ରୀ ତଥା ଶିକ୍ଷକ ଶିକ୍ଷୟିତ୍ରୀ  ଓ ସମାଜସେବୀଙ୍କୁ ସମ୍ମାନିତ କରାଯାଇଥିଲା ।ଅତାବିରାରୁ ଧର୍ମରାଜ୍ ପ୍ରଧାନ ଓ ସୁବାସ ପ୍ରଧାନଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା । ଶ୍ରୀମତୀ ଦେବତା  ଏକାଧାରରେ ଜଣେ ଶିକ୍ଷୟିତ୍ରୀ,କବୟିତ୍ରୀ,ଗାୟିକା ଓ ଜଣେ ସମାଜ ସେବୀ ମଧ୍ୟ ଅଟନ୍ତି। ଏଥି ପାଇଁ  ଶିକ୍ଷକ ମହଲରେ ତଥା ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ଶୁଭେଚ୍ଛା  ଓ  ଅଭିନନ୍ଦନ ଜ୍ଞାପନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like