-+91-9937148622 |

prerana_bgr@rediffmail.com |

  Sunday 22nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||      ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   (22-Nov-2026)       ||      ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   (22-Nov-2026)       ||      ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   (22-Nov-2026)       ||      *ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   (22-Nov-2026)       ||      ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   (22-Nov-2026)       ||      *ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   (22-Nov-2026)       ||      ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   (22-Nov-2026)       ||      ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||      କୃଷିମହାବିଦ୍ୟାଳୟ ଶିଳାନ୍ୟାସ ପ୍ରସଙ୍ଗ.. ବିଧାୟକଙ୍କର ପ୍ରଶ୍ନ ସରକାରଙ୍କୁ ; ଉତ୍ତର ସରକାର ବଦଳରେ ବିଜେପି ପାର୍ଟିର   (21-Nov-2026)       ||     

HOME   ଜିଲ୍ଲା

ଦଶହରା ପାଇଁ ଟ୍ରାଫିକ ଜାମ୍

06-Oct-2024



ବଲାଙ୍ଗୀର(ପ୍ରେରଣା ଖବର): ଦଶହରା ପର୍ବ ପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇ ଉଠିଛି। ବିଶେଷ କରି ଯେଉଁ ପଡ଼ା ମାନଙ୍କରେ ମାଁ ଦୁର୍ଗଙ୍କ ମେଢ଼ ହୋଇଛି ସେଠାରେ ଭିଡ ହେବା ନିଶ୍ଚିତ। କିନ୍ତୁ ମାଁ ସମଲେଶ୍ଵରୀ ମନ୍ଦିର, ଦୁର୍ଗା ମନ୍ଦିର ଏବଂ ପାଟଣେଶ୍ୱରୀ ମନ୍ଦିର ଠାରେ ଅନବରତ ଭିଡ ଜମି ରହୁଛି।ଅପରାହ୍ନ ଗୋଟାଏ ସମୟରେ ସମଲେଶ୍ଵରୀ ମନ୍ଦିର ଛକରେ ଟ୍ରାଫିକ ପୋଲିସ ରହୁ ନ ଥିବା ଯୋଗୁଁ ଅସମ୍ଭାଳ ଭିଡ ହେଉଛି। ମନ୍ଦିର ସମ୍ମୁଖ ରାସ୍ତା ବନ୍ଦ କରି ଦିଆଯାଇ ଥିବାରୁ

ତିନି ଛକିଆ ରାସ୍ତା ଯୋଗୁଁ ଚାରି ଚକିଆ ଦୁଇଚକିଆ ଯାନ ସହ ଯାତାୟାତ କରୁଥିବା ଲୋକଙ୍କ ଭିଡ଼ରେ ରାସ୍ତା ଜାମ୍ ହୋଇ ଚଳାଚଳରେ ବାଧାପ୍ରାପ୍ତ ହେବା ସହ ଟ୍ରାଫିକ ସମସ୍ୟା ଦେଖା ଦେଇଛି।ସମଲେଶ୍ଵରୀ ମନ୍ଦିରକୁ ସଂଯୋଗ କରୁଥିବା ଦୁଇ ପଟ ରାସ୍ତାକୁ ବନ୍ଦ କରି ଦିଆଯାଇଛି।ବନ୍ଦ କରାଯାଇଥିବା ପାର୍ଶ୍ଵରେ ବାଇକ୍ ରଖି ଦେଉଥିବା ବେଳେ ତିନି ଛକିଆରେ ଭିଡ ଜମି ରହି ଯାଉଛି।ପୁଣି ଛକ କଡ଼ରେ ଅନେକ ଛୋଟ ଫଳ ବ୍ୟବସାୟୀ ଏବଂ ଅନ୍ୟ ବ୍ୟବସାୟୀ

ମାନେ ରାସ୍ତା ଉପରକୁ ନିଜ ବ୍ୟବସାୟିକ ଦ୍ରବ୍ୟ ରଖିଥିବାରୁ ଟ୍ରାଫିକ ସମସ୍ୟା ଦେଖାଦେଉଛି।ଏଣୁ ରାସ୍ତା କଡ଼ରେ ଟ୍ରାଫିକ ସମସ୍ୟା ଉପୂଜାଉଥିବା ଏବଂ ବର୍ଷ ବର୍ଷ ଧରି ବସି ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଦଶହରା ଶେଷ ପର୍ଯ୍ୟନ୍ତ ଉକ୍ତ ସ୍ଥାନରୁ ଉଚ୍ଛେଦ କରିବା ପାଇଁ ଲୋକେ ଅନୁରୋଧ କରିଛନ୍ତି। ତତ୍ ସଙ୍ଗେ ସଙ୍ଗେ ଦଶହରା ପର୍ଯ୍ୟନ୍ତ ଟ୍ରାଫିକ ନିୟନ୍ତ୍ରଣ ପାଇଁ ଭିଡ ସ୍ଥାନ ମାନଙ୍କରେ ଦ୍ୱିପ୍ରହର ସମୟରେ କିଛି ପୋଲିସ ମୁତୟନ କଲେ ସମସ୍ୟା ର ସମାଧାନ ହୋଇପାରନ୍ତା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026
  ଜିଲ୍ଲା  
୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ   22-Nov-2026
  ଜିଲ୍ଲା  
ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   22-Nov-2026
  ଜିଲ୍ଲା  
ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   22-Nov-2026
  ଜିଲ୍ଲା  
*ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   22-Nov-2026
  ଜିଲ୍ଲା  
ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   22-Nov-2026
  ଜିଲ୍ଲା  
ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   22-Nov-2026
  ରାଜ୍ୟ  
ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   22-Nov-2026

You Might Also Like