-+91-9937148622 |

prerana_bgr@rediffmail.com |

  Sunday 22nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||      ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   (22-Nov-2026)       ||      ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   (22-Nov-2026)       ||      ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   (22-Nov-2026)       ||      *ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   (22-Nov-2026)       ||      ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   (22-Nov-2026)       ||      *ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   (22-Nov-2026)       ||      ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   (22-Nov-2026)       ||      ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||     

HOME   ଜିଲ୍ଲା

ଶବର ସମାଜ ଭବନ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ

06-Oct-2024



ପାଟଣାଗଡ଼(ପ୍ରେରଣା ଖବର): ପାଟଣାଗଡ ବ୍ଲକ ମରୁଆଁ ପଞ୍ଚାୟତ ର ଗଞ୍ଜାଉଡlର ଗାଁ ଠାରେ ଶବର ସମାଜ ଭବନ ନିର୍ମାଣ ସକାଶେ ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଯାଇଛି l ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କ କରକମଳରେ ଭୂମିପୂଜନ ହୋଇଥିଲା l ରାଜ୍ୟସଭା ସାଂସଦଙ୍କ ସ୍ଥାନୀୟ ଅଞ୍ଚଳ ଉନ୍ନୟନ ପାଣ୍ଠି ରୁ ଚାରି ଲକ୍ଷ ଟଙ୍କା ମଞ୍ଜୁର ହୋଇଥିବା ସୂଚନା ଦିଆଯାଇଛି l ଶବର ସମାଜ ଭବନ ଭୂମିପୂଜନ ପୂର୍ବରୁ ଗଞ୍ଜାଉଡlର ଗାଁ ରେ ଶବର ସମାଜର ସାଂସ୍କୃତିକ ଦଳ ଗୁଡିକ ନୃତ୍ୟ ଗୀତ ସହିତ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ l ବିରାଟ ସାଂସ୍କୃତିକ ଶୋଭାଯାତ୍ରା ମାଧ୍ୟମରେ ସଭାସ୍ଥଳକୁ  ସାଂସଦ ଶ୍ରୀ ବିଶିଙ୍କୁ ପାଛୋଟି ଆଣିଥିଲେ l ପ୍ରସ୍ତାବିତ ଭୂମି ପୂଜନ ପରେ ଶବର

ସମାଜର ଉପଖଣ୍ଡ ସଭାପତି ଚନ୍ଦ୍ରମଣି ଶବର ଙ୍କ ସଭାପତିତ୍ୱ ରେ ସଭା କରାଯାଇଥିଲା l ଓଡିଶା ରାଜ୍ୟରେ ଚଉଷଠି ଟି ଆଦିବାସୀ ସମ୍ପ୍ରଦାୟ ଥିବାବେଳେ ଶବର, ସହରା, ସଉରା, ସଅର, ଜାରା ଶବର, ବେଶୁ ସଓରା, ଭିମା ସଓରା, ଲରିଆ ସଓରା, ସୁଦ୍ଧ ସଓରା, କଳାପୀଠିଆ ସଓରା, ଲାଞ୍ଜିଆ ସଉରା, ଯତି ସଉରା, ଟଙ୍କଳା ସଉରା ଅନ୍ୟତମ l ଓଡିଶାରେ ମୋଟ ଜନସଂଖ୍ୟା ର ୨୩ ପ୍ରତିଶତ ଜନସଂଖ୍ୟା ହେଉଛନ୍ତି ଆଦିବାସୀ l ଓଡିଶା ରେ ଶବର ସହରା, ସଅର,ସଉରା ଆଦିବାସୀଙ୍କ ଜନସଂଖ୍ୟା ୧୭ ଲକ୍ଷ ରୁ ଉର୍ଦ୍ଧ l ସଉରା ଭାଷା କୁ ସମ୍ବିଧାନର ଅଷ୍ଟମ ଅନୁସୂଚୀ ରେ ସାମିଲ କରିବା ପାଇଁ ଓଡିଶା ସରକାର କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଛନ୍ତି l ଓଡିଶାରେ ଶବର ସଂସ୍କୃତି, ଭାଷା, କଳା, ସ୍ଥାପତ୍ୟ, ଐତିହ୍ୟ ସର୍ବ ପ୍ରାଚୀନ l ଶବର ସଂସ୍କୃତି ର ସୁରକ୍ଷା, ସଂରକ୍ଷଣ, ପୁନଃଉଦ୍ଧାର ଆବଶ୍ୟକ ବୋଲି ରାଜ୍ୟସଭା ସାଂସଦ ଶ୍ରୀ ବିଶି ପ୍ରକାଶ କରିଥିଲେ l ଶବର ରାଜା ବିଶ୍ୱବଶୁଙ୍କ ନୀଳମାଧଵ ସଂସ୍କୃତି, ନୀଳମାଧଵ ସଂସ୍କୃତି ରୁ ଶ୍ରୀ ଜଗନ୍ନାଥ ସଂସ୍କୃତି ବିଶ୍ୱବିଦିତ ଥିବା ବେଳେ ରାମାୟଣ ବର୍ଣିତ ତ୍ରେତୟା ଯୁଗର ଶ୍ରୀରାମ ଏବଂ ଶ୍ରାବଣl ଶବରୀ ଙ୍କ 

ଶବରୀ ନାରାୟଣ ସଂସ୍କୃତି ଖ୍ୟାତି ସୃଷ୍ଟି କରିଛି l ମଞ୍ଚରେ ସମ୍ପାଦକ ସାରଥୀ ବାଗ ସଭା ପରିଚାଳନା କରିଥିଲେ l ମଞ୍ଚରେ ମହାଦେବ ଶବର, ଯୁଧିଷ୍ଠିର ଶବର, ଯୁବରାଜ ବନଗୁଳା,ଦୁଃଖିରାମ ବlରଲେବଡ଼ିଆ,ପୁର୍ଣ ଶବର, ହରିଶ୍ଚନ୍ଦ୍ର ଶବର,ଦୁର୍ୟୋଧନ ବିଶି,ତଉସିକ ନାଗ,ଝସକେତନ କିସାନ ପ୍ରମୁଖ ମଞ୍ଚାସିନ ଥିଲେ l ସଭାରେ ଜମି ଦାତା ପଦ୍ମଲୋଚନ ମେହେର ଙ୍କୁ ଶବର ସମାଜ ତରଫରୁ ସମ୍ମାନିତ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026
  ଜିଲ୍ଲା  
୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ   22-Nov-2026
  ଜିଲ୍ଲା  
ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   22-Nov-2026
  ଜିଲ୍ଲା  
ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   22-Nov-2026
  ଜିଲ୍ଲା  
*ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   22-Nov-2026
  ଜିଲ୍ଲା  
ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   22-Nov-2026
  ଜିଲ୍ଲା  
ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   22-Nov-2026
  ରାଜ୍ୟ  
ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   22-Nov-2026

You Might Also Like