-+91-9937148622 |

prerana_bgr@rediffmail.com |

  Sunday 22nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||      ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   (22-Nov-2026)       ||      ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   (22-Nov-2026)       ||      ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   (22-Nov-2026)       ||      *ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   (22-Nov-2026)       ||      ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   (22-Nov-2026)       ||      *ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   (22-Nov-2026)       ||      ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   (22-Nov-2026)       ||      ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||     

HOME   ଜିଲ୍ଲା

ପୁଆ ପ୍ରାଥମିକ କୃଷି ସମବାୟ ସମିତିରେ ଘୋର ଦୁର୍ନୀତି*: *କଡା କାର୍ଯାନୁଷ୍ଠାନ ପାଇଁ ଜିଲ୍ଲାପାଳ ଙ୍କୁ ଅଭିଯୋଗ କଲେ ଚାଷୀ*-

06-Oct-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ର ତରଭା ବ୍ଲକ ଅନ୍ତର୍ଗତ ପୁଆ ପ୍ରାଥମିକ କୃଷି ସମବାୟ ସମିତିର  ଚାଷୀ ମାନେ ସମିତି ରେ ଘୋର୍ ଦୁର୍ନୀତି ହୋଇଥିବା ବିଷୟ ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କୁ ଅଭିଯୋଗ କରିଛନ୍ତି l ପୁଆ ସମବାୟ ସମିତିର ସଭାପତି  ପ୍ରଭୂଦତ୍ତ ଡାଙ୍ଗ ଙ୍କ ଆଦେଶ କ୍ରମେ ଦୀର୍ଘ ବର୍ଷ ରୁ ଚାଷୀ ଙ୍କ ଲକ୍ଷ ଲକ୍ଷ ଟଙ୍କା ଆତ୍ମସାତ କରୁଥିବା ଲିଖିତ ଅଭିଯୋଗ ସେମାନେ କରିଛନ୍ତି l ଅଭିଯୋଗ ରୁ ପ୍ରକାଶ ଯେ ସଭାପତିଙ୍କ ଆଦେଶ କ୍ରମେ ଚାଷୀମାନଙ୍କ ଅଜ୍ଞାତରେ ଜାଲ ଦସ୍ତଖତ କରି ଚାଷୀମାନଙ୍କ ନାମରେ ଲକ୍ଷାଧିକ ଟଙ୍କା ଋଣ କରି ଟଙ୍କା ହରିଲୁଟ କରିଛନ୍ତି , ସଭାପତି ଙ୍କୁ ଏଆର୍ ସିଏସ୍ ଙ୍କ ପତ୍ରସଂଖ୍ୟା ୬୨୭ ତା. ୧୮.୦୬.୨୪ ଅନୁଯାୟୀ ସମିତିରେ ସ୍ଥାୟୀ ସମ୍ପାଦକ ନିଯୁକ୍ତି କରୁନାହାନ୍ତି ।
ଗତ ଖରିଫ ୨୦୨୩ରେ ସଭାପତିଙ୍କ ମନ ମାନି ଓ ଅନିତି କାର୍ଯ୍ୟକଳାପ ଯୋଗୁଁ ଚାଷୀମାନେ ଧାନ ବିକ୍ରୟ କରି ନପାରି ବାହାରେ ଦଲାଲ ମାନଙ୍କୁ ବିକ୍ରି କରିବାକୁ ବାଧ୍ଯ ହେଲେ ଓ ସଭାପତି ନିଜ ମନଇଚ୍ଛା ସମିତି ସଭା ସବୁ କରୁଛନ୍ତି ବୋଲି ଅଭିଯୋଗ କରିଛନ୍ତି l ଏବଂ ସଭାପତି ବୋର୍ଡ ସଭ୍ୟମାନଙ୍କ ଅଜ୍ଞାତରେ ନୂତନ ପିଅନ ନିଯୁକ୍ତି ମଧ୍ୟ କରିଛନ୍ତି।ଏଥିରେ ଲକ୍ଷାଧିକ ଟଙ୍କା ର ଦୁର୍ନୀତି ହୋଇଥିବା ସଂପର୍କରେ  ତତ୍କାଳୀନ ଜିଲ୍ଲାପାଳ ଙ୍କଠାରେ ଅଭିଯୋଗ ପରେ ସ‌ହ-ସମ୍ପାଦକଙ୍କୁ ଟଙ୍କା ହେରଫେର ଓ ଟୋକନ ହେରଫେର ବାବଦରେ ବହିଷ୍କାର କରିଥିବା ପୁଣି ସଭାପତି ତାଙ୍କୁ କେଉଁ ଆଇନ ବଳରେ  ସେଇ ଦୁର୍ନୀତିଖୋର ବାସୁଦେବ ପାତ୍ରଙ୍କୁ ଏ ସମିତି ରେ କାର୍ଯ୍ଯ ଦାୟିତ୍ୱ ଦେଲେ ତାହା ତଦନ୍ତ କରାଯାଉ ବୋଲି ଚାଷୀ ବିରୋଧ କରିଛନ୍ତି l ସଭାପତିଙ୍କ ପରିବାରର ୯ ଜଣଙ୍କ ନାମରେ ଦୁଇ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ବେଇଆନ ଭାବେ ସମିତିରୁ ରଣ କରାଯାଇଛି ବୋଲି ଚାଷୀ ମାନେ ଏ ଆର୍ ସି ଏସ ଓ ଜିଲ୍ଲାପାଳ ଙ୍କୁ ଅଭିଯୋଗ କରିଛନ୍ତି l ଓ ଏ ଦୁର୍ନୀତି ଖୋର୍ ସମିତି ସଭାପତି ଓ କର୍ମଚାରୀ ଙ୍କ ବିରୁଦ୍ଧ ରେ କଡା କାର୍ଯାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲା ପ୍ରଶାସନକୁ ଚାଷୀ ମାନେ ଦୃଢ଼ ଦାବୀ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026
  ଜିଲ୍ଲା  
୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ   22-Nov-2026
  ଜିଲ୍ଲା  
ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   22-Nov-2026
  ଜିଲ୍ଲା  
ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   22-Nov-2026
  ଜିଲ୍ଲା  
*ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   22-Nov-2026
  ଜିଲ୍ଲା  
ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   22-Nov-2026
  ଜିଲ୍ଲା  
ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   22-Nov-2026
  ରାଜ୍ୟ  
ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   22-Nov-2026

You Might Also Like