-+91-9937148622 |

prerana_bgr@rediffmail.com |

  Sunday 22nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||      ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   (22-Nov-2026)       ||      ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   (22-Nov-2026)       ||      ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   (22-Nov-2026)       ||      *ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   (22-Nov-2026)       ||      ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   (22-Nov-2026)       ||      *ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   (22-Nov-2026)       ||      ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   (22-Nov-2026)       ||      ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||     

HOME   ଜିଲ୍ଲା

ବିଶ୍ଵ ଶିକ୍ଷକ ଦିବସ ପାଳିତ-ଶିକ୍ଷକ ଦୀନବନ୍ଧୁ ସମ୍ବର୍ଦ୍ଧିତ

06-Oct-2024



ଡୁଙ୍ଗୁରିପାଲି, ତା.୬/୧୦: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ପ୍ରଧାନ ଶିକ୍ଷକ ରବି ଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ ବିଶ୍ଵ ଶିକ୍ଷକ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନଶିକ୍ଷକ ବସନ୍ତ କୁମାର ହୋତା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶିକ୍ଷ୍ୟା ଓ ଶିକ୍ଷାୟତନ ର ବିକାଶ ଦିଗରେ ସମସ୍ତ ଶିକ୍ଷକ, ଅଭିଭାବକ, ଆଲୁମିନି ଓ ଛାତ୍ରଛାତ୍ରୀ ମାନଙ୍କ ମିଳିତ ସହଯୋଗ ଅତ୍ୟନ୍ତ ଜରୁରୀ ବୋଲି ଗୁରୁତ୍ୱାରୋପ କରିଥିଲେ। ସମ୍ମାନୀତ ଅତିଥି ଭାବରେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ମନୋଜ କୁମାର ପୁଝାରୀ, ଖେଳ ଶିକ୍ଷକ ପ୍ରହଲ୍ଲାଦ ଦାସ, ସଂସ୍କୃତ ଶିକ୍ଷକ ଜ୍ୟୋତିଷ୍କର ପଣ୍ଡା,ତରଭା ବାଳିକା ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷକ ନରେନ୍ଦ୍ର ସାହୁ ପ୍ରମୁଖ ଯୋଗଦେଇ ନିଜସ୍ଵ  ମତବ୍ୟକ୍ତ କରିଥିଲେ। ଛାତ୍ର ଛାତ୍ରୀଙ୍କ ମଧ୍ୟରୁ ଅର୍ଚ୍ଚିତା ପଧାନ, ଜନନିକା ନାଏକ, ଲିପସା ଯୁଆଡି,  ପୂଜା ମାଝୀ, ଶୁଭଶ୍ରୀ ବରିହା, ଝରଣା ସାହୁ, ଅନୁପମା, କ୍ରିସ ପ୍ରସାଦ, ସୁଜିତ , ବିକାଶ ପ୍ରମୁଖ ଦିବସର ଗୁରୁତ୍ୱ ବିଷୟରେ ନିଜ ନିଜର ବକ୍ତବ୍ୟ ରଖିଥିଲେ । ଏହି ଅବସରରେ ମହା ମହିମ  ଓଡ଼ିଶା ରାଜ୍ୟପାଳଙ୍କ ଠାରୁ ଶ୍ରେଷ୍ଠ ସ୍କାଉଟ୍ ମାଷ୍ଟର ଭାବରେ ସର୍ଭିସ ଷ୍ଟାର ପୁରସ୍କାର ପାଇଥିବା ବରିଷ୍ଠ ଶିକ୍ଷକ ତଥା ଜିଲ୍ଲା ଯୁଗ୍ମ ସମ୍ପାଦକ ଦିନବନ୍ଧୁ ପ୍ରଧାନଙ୍କୁ ଅତିଥି ବୃନ୍ଦ ଉତ୍ତରୀୟ ଓ ପ୍ରଶଂସା ପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।

ଶେଷରେ ହିନ୍ଦି ଶିକ୍ଷକ ନନ୍ଦିଘୋଷ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।  କାର୍ଯ୍ୟକ୍ରମ ପରିଚାଳନା ରେ ସଞ୍ଜୀବ ପୂଜାରୀ, କିରଣ ପୁଟେଲ, ଲିପି,  ମିନିକେତନ, ବିଭୀଷଣ, ସମୀର, ସୁରଜ୍ ,କିଶୋର ଓ ଶରତ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026
  ଜିଲ୍ଲା  
୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ   22-Nov-2026
  ଜିଲ୍ଲା  
ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   22-Nov-2026
  ଜିଲ୍ଲା  
ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   22-Nov-2026
  ଜିଲ୍ଲା  
*ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   22-Nov-2026
  ଜିଲ୍ଲା  
ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   22-Nov-2026
  ଜିଲ୍ଲା  
ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   22-Nov-2026
  ରାଜ୍ୟ  
ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   22-Nov-2026

You Might Also Like