-+91-9937148622 |

prerana_bgr@rediffmail.com |

  Monday 16th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ରାଜ୍ୟ

କଣ୍ଟାମାଳ ବିଜେଡି ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା

06-Oct-2024



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଘଣ୍ଟାପଡା ଠାରେ ବିଜେଡି ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି l ମା’ ସମଲେଶ୍ୱରୀଙ୍କ ପୀଠରେ ପୂଜାର୍ଚ୍ଚନା ପରେ ଶୋଭାଯାତ୍ରା ବାହାରି ଘଣ୍ଟାପଡା ଗ୍ରାମ ପରିକ୍ରମା ପୂର୍ବକ ସମଲେଶ୍ୱରୀ ଖେଳ ପଡିଆରେ ପହଞ୍ଚିଥିଲା l ପରେ ବ୍ଲକ ସଭାପତି ପ୍ରେମରାଜ ରଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଜିଲା ବିଜେଡି ସଭାପତି ତଥା ପୂର୍ବତନ କଣ୍ଟାମାଳ ବିଧାୟକ ମହୀଧର ରଣା, ରାଜ୍ୟ ଯୁଗ୍ମ ସମ୍ପାଦକ ଅଶୋକ ସାହୁ, ଜିଲା କାର୍ଯ୍ୟକାରୀ ସଭାପତି ସୁବୋଧ ପ୍ରଧାନ, ଯୁବନେତା ବାବୁଲା ମଲିକ, ବ୍ଲକ ଯୁବ ସଭାପତି ଶମ୍ଭୁପ୍ରସାଦ ସାହୁ, ବୌଦ୍ଧ ବ୍ଲକ ସଭାପତି ବାଳମୁକୁନ୍ଦ ମେହେର, ଉପସଭାପତି ରାଧାବଲ୍ଲଭ ପ୍ରଧାନ, ବରିଷ୍ଠ ନେତା ବିପିନ ପ୍ରଧାନ, ଘନଶ୍ୟାମ ବୁଡ଼ାଏକ, ବିପିନ ଭୋଇ, ପୂର୍ବତନ ସରପଞ୍ଚ ରେଙ୍ଗାଲି ପ୍ରମୋଦ ରଣା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ସାମନ୍ତ ମାଝୀ, ବ୍ଲକ ଅଧ୍ୟକ୍ଷା ସସ୍ମିତା ସେନାପତି, ବ୍ଲକ ସରପଞ୍ଚ ସଙ୍ଘ ସଭାପତି ସାର୍ଦୁଲ ନାଗ ପ୍ରମୁଖ ଯୋଗଦେଇ ପୂର୍ବ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମ ଏବଂ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ମଳ ଭାବମୂର୍ତ୍ତି ତଥା ଆଦର୍ଶ

ବିଷୟରେ ବଖାଣି ଥିଲେ l ବର୍ତ୍ତମାନ ରାଜ୍ୟରେ ବିଜେପି ସରକାର ଲୋକଙ୍କୁ ଭୁଆଁ ବୁଲାଇବା ସହିତ ପୂର୍ବ ସରକାରଙ୍କ ଯୋଜନା ଉପରେ ରଙ୍ଗମରା କାର୍ଯ୍ୟ କରୁଛି ବୋଲି କହିଥିଲେ l ପ୍ରଶାନ୍ତ ରଣା ମଞ୍ଚ ପରିଚାଳନା କରିଥିଲେ l କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ନାଏବ ସରପଞ୍ଚ, ସମିତି ସଭ୍ୟସଭ୍ୟା, ବିଜେଡି ନେତା, କର୍ମୀ, ବହୁ ସଂଖ୍ୟାରେ ମହିଳା ଓ ପୁରୁଷ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like