-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||      ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   (22-Nov-2026)       ||      ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   (22-Nov-2026)       ||      ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   (22-Nov-2026)       ||      *ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   (22-Nov-2026)       ||      ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   (22-Nov-2026)       ||      *ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   (22-Nov-2026)       ||      ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   (22-Nov-2026)       ||      ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ସିଏଚସି ରେ ବିଶେଷଜ୍ଞ ଡକ୍ଟର ପୋଷ୍ଟିଂ ଓ ନିର୍ମାଣଧୀନ ବିଳ୍ଡିଂ ଶିଘ୍ର ସମ୍ପୁର୍ଣ୍ଣ କରିବା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ଙ୍କ ସହ ଆଲୋଚନା

07-Oct-2024



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ):  ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅର୍ନ୍ତଗତ ସିନ୍ଧେକେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡକ୍ଟର ପୋଷ୍ଟିଂ ଓ ନିର୍ମାଣଧୀନ ନୂତନ ସ୍ବାସ୍ଥ୍ୟକେନ୍ଦ୍ର କୋଠା କାମ ଶିଘ୍ର ସମ୍ପୁର୍ଣ୍ଣ କରିବା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଙ୍କୁ ଭେଟି ଆଲୋଚନା କରାଯାଇଛି। ପ୍ରକାଶ ଥାଉ କି ସିନ୍ଧେକେଲା ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡା ଜିଲ୍ଲାର ସୀମାନ୍ତରେ ଅବସ୍ଥିତ ଥିବାରୁ ଏବଂ ସିନ୍ଧେକେଲା ମୁଖ୍ୟ ରାସ୍ତା ଦେଇ ୪୨ ନମ୍ବର ରାଜ୍ୟ ରାଜପଥ ଓ ଅନତିଦୂରରେ ବିଶାଖାପାଟଣା - ରାୟପୁର ୧୯ ନମ୍ବର ରାଜ୍ୟ ରାଜପଥ ଯାଇଛି। ଏହାଫଳରେ ସିନ୍ଧେକେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭୂମିକା ଅତି ଗୁରୁତ୍ୱପୂର୍ଣ୍ଣ ରହିଥାଏ। ଏହାକୁନଜରରେ ରଖି ସରକାର ଉନ୍ନିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସାମିଲ କରି ନୁତନ ବିଳ୍ଡିଂ କାମ ତିଆରି ଚାଳିଛି ତେବେ କାମ ମନ୍ଥର ଗତିରେ ଚାଲୁଥିବାରୁ ଶିଘ୍ର ସମ୍ପୁର୍ଣ୍ଣ କରିବା ପାଇଁ ଏବଂ ଗୁରୁତ୍ୱପୂର୍ଣ୍ଣ ସ୍ବାସ୍ଥ୍ୟକେନ୍ଦ୍ର ହୋଇଥିଲେ ହେଁ କେବଳ ଏମବିବିଏସ ଡକ୍ଟର ଙ୍କ ଭରଷାରେ ଚାଳିଛି ସ୍ବାସ୍ଥ୍ୟସେବା। ତେଣୁ ବିଶେଷଜ୍ଞ ଡକ୍ଟର ପୋଷ୍ଟିଂ କରିବାପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ମହାଲିଙ୍ଗ ଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ତେବେ ମନ୍ତ୍ରୀ ସବୁ ଶୁଣିବା ପରେ ଶିଘ୍ର ଅସୁବିଧା ଦୁର କରିବାପାଇଁ ପ୍ରତିଶ୍ରୁତି ଦେଇଥିଲେ ଏବଂ ନିଜେ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିବି ବୋଲି କହିଥିଲେ।
ଆଲୋଚନାରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ବିଜେପି ସମ୍ପାଦକ ଅନିଲ ନାଏକ, ସିନ୍ଧେକେଲା ବଣିକ ସଂଘ ସହ ସମ୍ପାଦକ ଅନିଲ କୁମାର ତ୍ରିପାଠୀ, ଯୁବନେତା ଯୁବରାଜ ବାଗ, ହେମନ୍ତ ସାହୁ, ନିତ୍ୟାନନ୍ଦ ପୃଷେଠ, ସଞ୍ଜିବ ଛୁରା, ସୁଧିର ବଛା, ପୁରୋହିତ ଛୁରା, ଗୋପବନ୍ଧୁ ବେହେରା ପ୍ରମୁଖ ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ଙ୍କ ସହ ଆଲୋଚନାରେ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026
  ଜିଲ୍ଲା  
୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ   22-Nov-2026
  ଜିଲ୍ଲା  
ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   22-Nov-2026
  ଜିଲ୍ଲା  
ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   22-Nov-2026
  ଜିଲ୍ଲା  
*ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   22-Nov-2026
  ଜିଲ୍ଲା  
ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   22-Nov-2026
  ଜିଲ୍ଲା  
ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   22-Nov-2026
  ରାଜ୍ୟ  
ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   22-Nov-2026

You Might Also Like