-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||      ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   (22-Nov-2026)       ||      ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   (22-Nov-2026)       ||      ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   (22-Nov-2026)       ||      *ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   (22-Nov-2026)       ||      ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   (22-Nov-2026)       ||      *ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   (22-Nov-2026)       ||      ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   (22-Nov-2026)       ||      ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||     

HOME   ଜିଲ୍ଲା

ଶିକ୍ଷୟିତ୍ରୀ ଅନୁସୂୟା ଦେବତା ପାଇଲେ ମହାଦେବ ଭୋଇ ସ୍ମୃତି ସମ୍ମାନ

07-Oct-2024



ଅତାବିରା(ଆକାଶ ମିଶ୍ର):  ବରଗଡ଼ ସ୍ଥିତ ଗାନ୍ଧୀ ସ୍ମୃତି ପାଠାଗାରରେ ବରଗଡ଼ ର ପୁଣ୍ୟାତ୍ମା ବରପୁତ୍ର  କର୍ମଯୋଗୀ  ମହାଦେବ ଭୋଇଙ୍କ ୯୪ତମ ଜୟନ୍ତୀ  ପାଳିତ ହୋଇଯାଇଛି । ଏହି ଅବସରରେ ଅତାବିରା ବ୍ଲକ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର  ବିଜ୍ଞାନ ଶିକ୍ଷୟିତ୍ରୀ   ଅନୁସୂୟା  ଦେବତାଙ୍କୁ "ମହାଦେବ ଭୋଇ ସ୍ମୃତି ସମ୍ମାନ ୨୦୨୪ " ପ୍ରଦାନ କରାଯାଇଛି । ସ୍ମୃତି କମିଟିର ସଂଯୋଜକ  ଡଃ ଡୋଲାମଣି ଶତପଥୀ ଙ୍କ ସଭାପତିତ୍ବରେ ଆୟୋଜିତ ଏହି  କାର୍ଯ୍ୟକ୍ରମରେ  ବରଗଡ଼ ସାଂସଦ  ପ୍ରଦୀପ ପୁରୋହିତ( କୁନା) ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ  ମୁଖ୍ୟ ବକ୍ତା ଭାବରେ  ଅବସର ପ୍ରାପ୍ତ  ଶିକ୍ଷକ , ନାଟ୍ୟକାର ତଥା ବ୍ୟଙ୍ଗ କବି  ମନୋରଞ୍ଜନ  ସାହୁ  ମୁଖ୍ୟ ବକ୍ତା ଭାବରେ ମଞ୍ଚାସୀନ ରହିଥିଲେ । କମିଟିର  ସଞ୍ଜୀବ ମହାପାତ୍ର   ମଞ୍ଚ ପରିଚାଳନା କରିଥିଲେ । ମଞ୍ଚାସୀନ ସମସ୍ତ ଅତିଥି ମହାଦେବ ସାହୁଙ୍କ ସ୍ମୃତିଚରଣ କରିବା ସହିତ ତାଙ୍କର ନିଷ୍ଠା, ଦୃଢ଼ ମନୋବଳ ଓ କର୍ମ ତତ୍ପରତା ଉପରେ ଅଭିଭାଷଣ ରଖି ଥିଲେ । ଏହି ଅବସରରେ ବରଗଡ଼ ଜିଲ୍ଲାର ଅନେକ କୃତୀ ଛାତ୍ରଛାତ୍ରୀ ତଥା ଶିକ୍ଷକ ଶିକ୍ଷୟିତ୍ରୀ ଓ ସମାଜସେବୀଙ୍କୁ ସମ୍ମାନିତ କରାଯାଇଥିଲା । ଅତାବିରାରୁ ଧର୍ମରାଜ୍ ପ୍ରଧାନ ଓ   ସୁବାସ  ପ୍ରଧାନଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା । ଶ୍ରୀମତୀ ଦେବତା  ଏକାଧାରରେ ଜଣେ ଶିକ୍ଷୟିତ୍ରୀ,କବୟିତ୍ରୀ,ଗାୟିକା ଓ ଜଣେ ସମାଜସେବୀ ମଧ୍ୟ ଅଟନ୍ତି। ଏଥି ପାଇଁ  ଶିକ୍ଷକ ମହଲରେ ତଥା ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ଶୁଭେଚ୍ଛା  ଓ  ଅଭିନନ୍ଦନ ଜ୍ଞାପନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026
  ଜିଲ୍ଲା  
୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ   22-Nov-2026
  ଜିଲ୍ଲା  
ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   22-Nov-2026
  ଜିଲ୍ଲା  
ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   22-Nov-2026
  ଜିଲ୍ଲା  
*ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   22-Nov-2026
  ଜିଲ୍ଲା  
ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   22-Nov-2026
  ଜିଲ୍ଲା  
ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   22-Nov-2026
  ରାଜ୍ୟ  
ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   22-Nov-2026

You Might Also Like