-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||     

HOME   ଜିଲ୍ଲା

ମାତୃପୁରୀ ରେ ଛାତ୍ରଛାତ୍ରୀ ଶିବିର

08-Oct-2024



ଅତାବିରା(ଆକାଶ ମିଶ୍ର):  ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଲାଦରପାଲି ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ ଠାରେ ଦ୍ଵିଦିବସୀୟ  ଅଷ୍ଟମ ରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ଯୁବ ଛାତ୍ରଛାତ୍ରୀ ଶିବିର ଅନୁଷ୍ଠିତ ହୋଇଯାଇଅଛି।କାର୍ଯ୍ୟକ୍ରମକୁ ବରଗଡ଼ ଜିଲ୍ଲା ଶ୍ରୀଅରବିନ୍ଦ ପାଠଚକ୍ର ସଙ୍ଗଠନର ସଂଯୋଜକ ଶ୍ରୀ ଦେବରାଜ ବେହେରା ଉଦ୍ଘାଟନ କରିଥିଲେ ଓ  ପ୍ରକୃତ ଜ୍ଞାନ ଭାବନା ଦ୍ବାରା ଆହରଣ କରାଯାଏ ନାହିଁ ବିଷୟରେ  ଆଲୋଚନା କରିଥିଲେ।ଅଧ୍ୟକ୍ଷ ଶ୍ରୀ ଟିକେଲାଲ୍ ଚାନ୍ଦ ଙ୍କ ଅଧ୍ୟକ୍ଷତାରେ ତଥା ଶ୍ରୀ ନିରଞ୍ଜନ ପସାୟେତ ଙ୍କ ପରିଚାଳନା ରେ ଅତାବିରା ବ୍ଲକ୍ ସଂଯୋଜକ ଶ୍ରୀ ଚାପଧାରି ସିଂ  ଆଲୋଚକ ଭାବେ ଯୋଗ ଦେଇ ଆଦର୍ଶ ଶିଶୁ ବିଷୟରେ ଆଲୋଚନା କରିଥିଲେ,ପରେ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ମୁକ୍ତ ଆଲୋଚନା ଓ ଜଣା ଅଜଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସାନ୍ଧ୍ୟ ଅଧିବେଶନରେ ସଭାପତି ଶ୍ରୀ ଶେଷଦେବ ନାଏକ ଙ୍କ ସଭାପତିତ୍ଵରେ ତଥା ଶ୍ରୀ ସରୋଜ କୁମାର ରଥ ଙ୍କ ପରିଚାଳନାରେ  ନବ ଜୀବନ ଶିକ୍ଷା ସଂସଦ ର ସଭାପତି ତଥା ବରଗଡ଼ ଜିଲ୍ଲା ଶ୍ରୀଅରବିନ୍ଦ ପାଠଚକ୍ର ସଙ୍ଗଠନର ସଂଯୋଜକ ଶ୍ରୀ ରାଧାକାନ୍ତ ମିଶ୍ର ଯୋଗ ଦେଇ  ତୁମେ ହିଁ ଆଶା,ତୁମେ ହିଁ ଭବିଷ୍ୟତ ବିଷୟରେ ଆଲୋଚନା କରିଥିଲେ lପରେ ଶ୍ରୀ ନିରଂଜନ ପଶାୟେତଙ୍କ ପରିଚାଳନାରେ ସାଂସ୍କୃତିକ କାର୍ଯକ୍ରମ ହୋଇଥିଲା।ଦ୍ଵିତୀୟ ଦିବସରେ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଜ୍ଞାନ ବିଜ୍ଞାନ,ସୃଜନଶୀଳତା, ଗ୍ରହଣ ଶୀଳତା,ହସ୍ତକଳା,ଚିତ୍ରକଳା କରାଯାଇଥିଲା। ଉଦଯାପନୀ ଅଧିବେଶନରେ ଶ୍ରୀ ଶେଷଦେବ ନାଏକଙ୍କ ଅଧ୍ୟକ୍ଷତାରେ ତଥା ଶ୍ରୀ ବବୃବାହନ ମିଶ୍ର ଙ୍କ ପରିଚାଳନାରେ ବିଶିଷ୍ଟ ମାତୃଭକ୍ତ , ସଂଗଠକ  ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଲରମ୍ଭା ର ଅଧକ୍ଷ ଶ୍ରୀ ଦିଲ୍ଲୀପ ରଣା ପୂର୍ଣ୍ଣାଙ୍ଗ ଶିକ୍ଷାରେ ଛାତ୍ର ଛାତ୍ରୀମାନଙ୍କ ଭୂମିକା ବିଷୟ ଉପରେ ଆଲୋଚନା କରିଥିଲେ। କୃତଜ୍ଞତା ଜ୍ଞାପନ କରିଥିଲେ ଶ୍ରୀ ଯତୀନ୍ଦ୍ର ପ୍ରଧାନ।କାର୍ଯକ୍ରମ ରେ ପରିଚାଳନା କମିଟି ର  ଶ୍ରୀ ଜୟପ୍ରକାଶ ଅଗ୍ରୱାଲ,ଶ୍ରୀ ଭରତ ଚୋହାନ ସକ୍ରିୟ ଅଂଶଗ୍ରହଣ କରିଥିଲେ ଓ ଅନୁଷ୍ଠାନର ସୁନୀଲ ଖମାରୀ,ରାମଚନ୍ଦ୍ର ପ୍ରଧାନ,ଗିରିଜା ସାହୁ, ସୁଦୀପ୍ତ ସାହୁ,ଆଦିତ୍ୟ ମିଶ୍ର,,ମିନତୀ ଦାଶ ,ତିଳୋତ୍ତମା କର୍ଣ୍ଣ ,ଯୁଗଳ ସାହୁ,ମାନସ ଭୋଇ, ମାନସ ଦାନୀ,ହରିବୋଲ ଅଦାବର୍ ,ଦୂର୍ବାଦଲ ସାହୁ, ଏକାଦଶିଆ ସାହୁ,ଗଜୀନ୍ଦ୍ର ବାଗ ତଥା ଅନୁଷ୍ଠାନ ର ସମସ୍ତ ଭାଇ ଅପା ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026
  ଜିଲ୍ଲା  
ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   27-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026

You Might Also Like