-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||     

HOME   ଜିଲ୍ଲା

ନୟାଗଡ଼ ଜିଲ୍ଲାର ଚାରିଜଣ ମାର୍କେଟିଙ୍ଗ ଇନିସ୍ପେକ୍ଟରଙ୍କର ବଦଳି

08-Oct-2024



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଆଜି ୧୩୮ ଜଣ ମାର୍କେଟିଙ୍ଗ ଇନିସ୍ପେକ୍ଟରଙ୍କର ବଦଳି ହୋଇଛି । ଏଥିରେ ନୟାଗଡ଼ ଜିଲ୍ଲାର ଚାରି ଜଣ ମାର୍କେଟିଙ୍ଗ ଇନିସପେକ୍ଟର ରହିଛନ୍ତି । ଶ୍ରୀମତୀ ରଚିତା ପଣ୍ଡାଙ୍କର ପୁରୀ ଜିଲ୍ଲାକୁ ବଦଳି ହୋଇଛି , ଚନ୍ଦ୍ରଶେଖର ନାହାକଙ୍କର ବଲାଙ୍ଗିର ଜିଲ୍ଲାକୁ ବଦଳି ହୋଇଛି , ସୁବାଷ ଚନ୍ଦ୍ର ବିଶ୍ବାଳଙ୍କର  କନ୍ଧମାଳ ଜିଲ୍ଲାକୁ ବଦଳି ହୋଇଥିବା ବେଳେ ସୁବ୍ରତ କୁମାର ମଲ୍ଲିକଙ୍କର ଅନୁଗୁଳ ଜିଲ୍ଲାକୁ ବଦଳି ହୋଇଛି ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ସେହିପରି ଭାବେ ଖୋର୍ଦ୍ଧା ଜିଲ୍ଲାରୁ ପୃଥୀରାଜ ପ୍ରଧାନଙ୍କର ନୟାଗଡ଼ ବଦଳି ହୋଇଛି । କନ୍ଧମାଳ ଜିଲ୍ଲା ରୁ ମଳୟ କୁମାର ମେହେରଙ୍କର ନୟାଗଡ଼ ବଦଳି ହୋଇଛି । ବଉଦ ଜିଲ୍ଲାରୁ ଦୀପକ କୁମାର କଅଁରଙ୍କର ନୟାଗଡ଼ ବଦଳି ହୋଇଛି । ପୁରୀ ଜିଲ୍ଲାରୁ ଦଇତାରୀ ପ୍ରଧାନଙ୍କର ନୟାଗଡ଼ ଜିଲ୍ଲାକୁ ବଦଳି ହୋଇଥିବା ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026

You Might Also Like