-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||     

HOME   ଜିଲ୍ଲା

ସୁପ୍ରିମଟାକ୍ସ ନର୍ସିଂ କଲେଜର ଶପଥ ଗ୍ରହଣ ସମାରୋହ, ୧୪ ଜଣ ଛାତ୍ରଛାତ୍ରୀ ଶପଥ ନେଲେ

09-Oct-2024



ବଲାଙ୍ଗିର: ବଲାଙ୍ଗିର ସହର ଜ୍ୟୋତିନଗର ଲାଲଟିକ୍ରା ସ୍ଥିତ ସୁପ୍ରିମଟାକ୍ସ ନସିଂ କଲେଜର ତୃତୀୟ ବାର୍ଷିକ ଶପଥ ଗ୍ରହଣ ଉତ୍ସବ ପାଳିତ ହୋଇଯାଇଛି । ସୁପ୍ରିଲଟାକ୍ସ କଲେଜ ର ଚେୟାରମେନ ଅଜିତ ପାଲଙ୍କ ତତ୍ୱାବଧାନ ଓ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହରେ ୧୪ ଜଣ ଛାତ୍ରଛାତ୍ରୀ ଶପଥ ନେଇଥିଲେ । ଶ୍ରୀ ପାଲ ଛାତ୍ରଛାତ୍ରୀଙ୍କୁ ଆଦର୍ଶ ସେବିକା ହେବାକୁ ପରାମର୍ଶମାନ ଦେଇଥିଲେ । ନର୍ସିଂ କଲେଜ ଅଧ୍ୟକ୍ଷା ଲକ୍ଷ୍ମୀ ମେହେରଙ୍କ ଆବାହକତ୍ୱରେ ଅନୁଷ୍ଠିତ ସମାରୋହରେ ମୁଖ୍ୟ ଅତିଥି ଭାବେ ସରକାରୀ ଏଏନ୍‌ଏମ୍ ସ୍କୁଲ ବଲାଙ୍ଗିର ଅଧ୍ୟକ୍ଷା ବିନୋଦିନୀ ଦାଶ ଯୋଗ ଦେଇ ନିଷ୍ଠାପର ଭାବେ ରୋଗୀ ସେବା କରିବାକୁ ଆହ୍ୱାନ କରିଥିଲେ । ସୁପ୍ରିମଟାକ୍ସ ଅତିରିକ୍ତ ନିର୍ଦ୍ଦେଶକ ପ୍ରବୀଣ ନାଗ ଅତିଥି ପରିଚୟ ସହ ସ୍ୱାଗତ ଭାଷଣ ଦେଇଥିଲେ । ଉପଦେଷ୍ଟା ଡା. ସିଦ୍ଧେଶ୍ୱର ମିଶ୍ର, ମ୍ୟାନେଜର ସତ୍ୟସୁନ୍ଦର ଦୀପ, ସୁପରିଷ୍ଟେଣ୍ଡେଣ୍ଟ ସିମନ ପାଲ ଓ ପ୍ରଶାସନିକ ଅଧିକାରୀ ପ୍ରୀତମ ବାଗ ମଂଚାସୀନ ଥିଲେ । ଅଧ୍ୟାପିକା ସିପୋନିୟ ବାଗ, ସୋନାଲିକା ସୁନା, ଆଲିଜାବେଥ ନନ୍ଦ, ୟୁନିକି କୁମାର ପ୍ରମୁଖ କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ । ଏହି ସମାରୋହ ରେ ବହୁ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ତୃତୀୟ ବର୍ଷ ଛାତ୍ରୀ ଶର୍ବରୀ ହନୁମାନ କାର୍ଯ୍ୟକ୍ରମକୁ ସଂଯୋଜନା କରି ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026
  ଜିଲ୍ଲା  
ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   25-Nov-2026
  ରାଜ୍ୟ  
ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି   25-Nov-2026
  ଜିଲ୍ଲା  
ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   25-Nov-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   25-Nov-2026
  ଜିଲ୍ଲା  
ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   25-Nov-2026
  ଜିଲ୍ଲା  
ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   25-Nov-2026
  ଜିଲ୍ଲା  
ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   25-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   25-Nov-2026
  ଜିଲ୍ଲା  
*ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   25-Nov-2026
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026

You Might Also Like