-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||     

HOME   ଜିଲ୍ଲା

ଟିକ୍ରାପଡା ଗାନ୍ଧୀ ପାଠାଗାରରେ ନବରାତ୍ର ଦୁର୍ଗାପୂଜାର ଷଷ୍ଠ ଦିବସ ରେ ମାଁ କାତ୍ୟାୟାନୀ ଦେବୀଙ୍କ ପୂଜନୋସବ ପାଳିତ

09-Oct-2024



ବଲାଙ୍ଗୀର: ବଲାଙ୍ଗୀର ସହର ଟିକ୍ରାପଡା ଗାନ୍ଧୀ ପାଠାଗାରରେ ୫୭ ତମ ଦୁର୍ଗା ପୂଜା ଗତ ୩.୧୦.୨୦୨୪ ଠାରୁ ଆରମ୍ଭ ହୋଇଯାଇଛି l ଚଳିତ ବର୍ଷ ୨.୧୦.୨୦୨୪ ଦିନ ବିଲ୍ଵ ବରଣ ସହ ନବରାତ୍ର ଦୁର୍ଗା ପୂଜା ଆୟୋଜନ କରାଯାଇଛି।ଚଳିତ ବର୍ଷ ଆୟୋଜନ କମିଟିର ସଭାପତି ପ୍ରକାଶ ନେପାକ, ସମ୍ପାଦକ ପ୍ରଦୀପ ସାହୁ,କୋଷାଧକ୍ଷ ଜିତେନ୍ଦ୍ର ନାଗଙ୍କ ସହ ଉପସଭାପତି ସନ୍ତକ ବହିଦାର, ବରିଷ୍ଠ ସଭ୍ୟ ଭଗବାନ ବଗର୍ତି, ସଭ୍ୟ ଆକବର (ମାନା)ଖାନ,ସଞ୍ଜୟ ଗଡ଼ତ୍ୟା, ରାଜେନ୍ଦ୍ର ପାଣି, ପ୍ରବୀଣ ଦର୍ଜୀ,ଟୁନା ହୋତା, ଅଜିତ ପଣ୍ଡା,ଦିଲୀପ ସାହୁ,ବାଦଲ ସାହୁ,ଜିତୁ ମାଟାରୀ,ଅବଦୁଲ ରାଜ଼ାକ,ଦାଶରଥି ସାହୁ, ବାବୁ ଶ୍ରୀଚନ୍ଦନ, ସଂଗ୍ରାମ ବହିଦାର,ଦୁର୍ଗା ସାହୁ,ରାଜେନ୍ଦ୍ର ମିଶ୍ର,ମହିଳା କମିଟି ସଭାପତି ବନେଶ୍ୱରୀ ବେହେରା,ସଭ୍ୟା ମିନତୀ ରଥ, ଦମୟନ୍ତୀ ବାଗ,ସଭ୍ୟା ସବିତା ବେହେରା,ମଞ୍ଜୁଳା ମିଶ୍ର ପ୍ରମୁଖ ପୂଜା ଦାୟିତ୍ୱ ବହନ କରିଛନ୍ତି।ପଣ୍ଡିତ ଶୁକଦେବ ତ୍ରିପାଠୀ ଏବଂ ସାଥି ପୂଜା କାର୍ଯ୍ୟ ସମ୍ପାଦନା କରିବା ସହ ମୁଖ୍ୟକର୍ତ୍ତା ବୈଷ୍ଣବ ସାହୁ ଓ ସହଧର୍ମିଣୀ ସ୍ନେହଲତା ସାହୁ ଏବଂ ନଅ ଦିନରେ ନଅ ଜଣ ସହଯୋଗୀ କର୍ତ୍ତା ରୂପେ ଅଶୋକ ଦାସ ଓ ସହଧର୍ମିଣୀ ସାଧନା ଦାସ,ପ୍ରକାଶ ନେପାକ ଓ ଭାରତୀ ନେପାକ, ଅବିନାଶ ବେହେରା ଓ  ବନେଶ୍ୱରୀ ବେହେରା, ରାଜୁ ମିଶ୍ର ଓ ମଞ୍ଜୁଳା ମିଶ୍ର,ବାବୁଲା ରଥ ଓ ମିନତୀ ରଥ ଅମିୟ ମିଶ୍ର ଓ ଦମୟନ୍ତୀ ମିଶ୍ର,ଜିତୁ ମଟାରୀ ଓ ପ୍ରତିମା ମଟାରି, ଦିଲୀପ 
ସାହୁ ଓ କଳ୍ପନା ସାହୁ,ସଞ୍ଜୀବ(ଟୁନୁ)ସାହୁ ଓ ପ୍ରୀତି ସାହୁ, 
ରଂଜିତ ଗୋୟଲ ଓ ନେହା ଗୋୟଲ ପ୍ରମୁଖ ମାଁ ଙ୍କ ପୂଜା ଓ ଉପାସନା କରୁଛନ୍ତି।ମେଢ଼ ଏବଂ ଆଲୋକ ପାଇଁ  ସୋହେଲା ଏବଂ ଫୁଲବାଣୀରୁ କାରିଗର ଆସି ସାଜସଜ୍ଜା କରିଛନ୍ତି।ଚଳିତ ବର୍ଷ ସମସ୍ତ ପଡ଼ାବାସୀଙ୍କୁ ସାମିଲ କରି ମାଁ ଙ୍କ ପୂଜା ଉପରେ ପ୍ରାଧାନ୍ୟ ଦିଆଯାଇଥିବା ସଭାପତି ପ୍ରକାଶ ନେପାକ ସୂଚନା ଦେଇଛନ୍ତି।
  ନବରାତ୍ର ଦୁର୍ଗା ପୂଜାର ଷଷ୍ଠ ଦିବସରେ ମାଁ କାତ୍ୟାୟାନୀ ବେଶ ରେ ପୂଜା ପାଇଛନ୍ତି।ଆଜିର ମାଁ କାତ୍ୟାୟନୀଙ୍କ ପୂଜାରେ କର୍ତ୍ତା ଭାବେ ଅମୀୟ ମିଶ୍ର ଏବଂ ସହଧର୍ମିଣୀ ଦମୟନ୍ତୀ ମିଶ୍ର ମାଁ ଙ୍କ ପୂଜା ଓ ଉପାସନା କରିଥିଲେ।ସନ୍ଧ୍ୟାରେ ଶତାଧିକ ଭକ୍ତ ଙ୍କ ସମାବେଶରେ ସଂନ୍ଧ୍ୟା ଆଳତି ଦେଇ ନାନା ପ୍ରକାର ପିଠା, ମଣ୍ଡା,କ୍ଷୀରି ପୁରୀ ସହ ମାଁ ଙ୍କ ଠାରେ ନୀତି ଭୋଗ ଲଗାଇ ସମସ୍ତଙ୍କ ସୁଖୀ ଜୀବନ କାମନା କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ   24-Nov-2026
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026

You Might Also Like