-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||     

HOME   ଜିଲ୍ଲା

ସ୍କୁଲ ଘର ନିର୍ମାଣ ପାଇଁ ଅସିଥିବା ଟଙ୍କା ଖାଇଗଲେ ସରପଞ୍ଚଙ୍କ ସ୍ୱାମୀ,ଅଭିଯୋଗ ଆଣିଲେ ଗ୍ରାମବାସୀ

09-Oct-2024



ନବରଙ୍ଗପୁର :(ମିହିର ଶଙ୍କର ପାତ୍ର,) ନବରଙ୍ଗପୁର ଜିଲ୍ଲା ଝରୀଗାଁ ବ୍ଲକ ଟେମେରା ପଞ୍ଚାୟତ ଦୃନୀତିର ଘନ୍ତା ଘର ପାଲିଟିଛି।ଟେମେରା ସରପଞ୍ଚଙ୍କ ସ୍ୱାମୀ ନାମରେ ଟାଙ୍ଗନି ଗ୍ରାମର ଗ୍ରାମବାସୀ ଆଣିଲେ ସଙ୍ଗୀନଅଭିଯୋଗ।ଆମ ଓଡିଶା ନବୀନ ଓଡିଶାର ସ୍କୁଲ ଘର ନିର୍ମାଣ ପାଇଁ ଆସିଥିବା ତିନି ଲକ୍ଷ୍ୟ ଟଙ୍କା ଆତ୍ମସାଦ କରିବା ବିଷୟରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଗ୍ରାମବାସି ମାନେ।ସରପଞ୍ଚଙ୍କ ସ୍ୱାମୀ ଏକ ଲକ୍ଷ୍ୟ ଟଙ୍କାର କାମ କରି ଦୁଇ ଲକ୍ଷ୍ୟ ଟଙ୍କା କୁ ଆତ୍ମସାଦ କରିବା ପାଇଁ ଯୋଜନା କରିଛନ୍ତି। ଏବିଷୟର  ସବୁ ଜାଣି ନୀରବଦ୍ରଷ୍ଟା ସାଜିଛନ୍ତି ବିଭାଗୀୟ ଯନ୍ତ୍ରୀଏଵଂ ବ୍ଲକ ପ୍ରଶାସନ। ଏଭଳି ଅଭିଯୋଗ ହେବା ପରେ ବ୍ଲକ ଦାଇତ୍ୱ ରେ ଥିବା ବ୍ଲକ ଅଧିକାରୀ Aee ଙ୍କୁ ଯୋଗାଯୋଗ କରିବାକୁ ବାରମ୍ବାର ଚେଷ୍ଟା କରାଗଲା କିନ୍ତୁ ଯୋଗାଯୋଗ ହୋଇ ପାରିଲା ନାହିଁ। ଝରିଗାଁ ବ୍ଲକ ଏକ ଉପାନ୍ତ ଅଞ୍ଚଳ ହୋଇ ଥିବାରୁ ଏଠାରେ ଅଧିକାଂଶ କାମ ଏଭଳି ଠିକାଦାର ଏଵଂ ବିଭାଗୀୟ ଯନ୍ତ୍ରୀଙ୍କ ମଧୁଚନ୍ଦ୍ରିକାର ଚାଲିଛି। ଯେହେତୁ ଏହି ଦୁର୍ନୀତି ଆଦିବାସୀ ପିଲାଙ୍କ ଭବିଷ୍ୟତ କୁ ନେଇ ଜଡିତ ତେଣୁ ଏହିକୁ ଗଣଶିକ୍ଷା ମନ୍ତ୍ରୀ ଏଵଂ ନବରଙ୍ଗପୁର ଜିଲ୍ଲା ପ୍ରଶାସନ ବିଶେଷ ଧ୍ୟାନ ଦେବା ଆବଶ୍ୟକ ହୋଇ ପଡିଛି। 


ବିଦ୍ର:-ଏବିଷୟରେ ମୁହଁ ଖୁଲିବାକୁ ନାରାଜ ବିଭାଗୀୟ ଯନ୍ତ୍ରୀ, ସବୁଜାଣି ନିରବଦ୍ରଷ୍ଟା ସାଜିଛି ବ୍ଲକ ପ୍ରଶାସନ


News Comment




Photo in News

Advertisment
Lastest News
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026

You Might Also Like