-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||     

HOME   ଜିଲ୍ଲା

ଜେଏସ୍ଏମ୍ ବାଣିଜ୍ୟ, କଳା ଏବଂ ବିଜ୍ଞାନ ମହାବିଦ୍ୟାଳୟରେ ୨୦୨୪-୨୫ ଶିକ୍ଷା ବର୍ଷର ସ୍ୱାଗତ କାର୍ଯ୍ୟକ୍ରମ 

10-Oct-2024



ବଲାଙ୍ଗୀର(ପ୍ରେରଣା ଖବର): ୨୦୨୪-୨୫ ଶିକ୍ଷା ବର୍ଷରେ +୨ ଓ +୩ ରେ ନାମ ଲେଖାଇଥିବା  ଛାତ୍ରଛାତ୍ରୀମାନଙ୍କ ପାଇଁ ଜେଏସ୍ଏମ୍ କଳା, ବିଜ୍ଞାନ ଏବଂ ବାଣିଜ୍ୟ, ମହାବିଦ୍ୟାଳୟରେ ଫ୍ରେସର୍ ଡେ  ଭାବରେ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏକ ବିଶେଷ ସ୍ୱାଗତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସମ୍ମାନିତା ଆଇ.ପି.ଏସ୍. ଅମ୍ରିତ୍ ପଲ୍, ସହକାରୀ ଜିଲ୍ଲା ପୋଲିସ ଅଧୀକ୍ଷିକା,(ବଲାଙ୍ଗିର), ସମ୍ମାନନୀୟ ଅତିଥି ରଶ୍ମିରଞ୍ଜନ୍ ମିଶ୍ର, ସଂସ୍କୃତି ଅଧିକାରୀ ବଲାଙ୍ଗିର, ମୁଖ୍ୟବକ୍ତା ରସରାଜ୍ ଅଚ୍ୟୁତ୍ ପୁରୋହିତ୍ , ଅଧ୍ୟକ୍ଷ ସିଏ ଶ୍ରୀକାନ୍ତ ଶର୍ମା, ନିର୍ଦ୍ଦେଶକ ପିତବାସ ପଣ୍ଡା ଓ କଲେଜ୍ ର ଅଧ୍ୟକ୍ଷା  ଡ.ମନସ୍ମିତା ମିଶ୍ରଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ଛାତ୍ରଛାତ୍ରୀମାନଙ୍କୁ ମତ ପ୍ରକାଶ କରି କହିଲେ ଯେ, ଫ୍ରେସର୍ ଡେ’ କେବଳ ଏକ କାର୍ଯ୍ୟକ୍ରମ ନୁହେଁ ; ମାତ୍ର ଏହା ତୁମର କଲେଜ ଅଭିଜ୍ଞତାର ଆରମ୍ଭକୁ ଚିହ୍ନିତ କରେ । ଏହା କେବଳ ଏକ ଛାତ୍ର ଭାବରେ ଆରମ୍ଭ କରିବା ତାହା ନୁହେଁ ବରଂ ଆପଣ ଉଜ୍ଜ୍ୱଳ ମନ ଏବଂ ଅନନ୍ୟ ବ୍ୟକ୍ତି ବିଶେଷ ଭାବରେ ସୃଷ୍ଟି ହେବାର ଆରମ୍ଭ ଅଟେ, ନୂତନ ବନ୍ଧୁତା ସୃଷ୍ଟି କରିବା ଏବଂ ପ୍ରତିଟି ଭବିଷ୍ୟତକୁ ଗଠନ କରିବା ନିମନ୍ତେ ଏହା ଏକ ଆରମ୍ଭ ଅଟେ । ଉପଦେଷ୍ଟା ମନୋରଂଜନ ସାହୁ ଛାତ୍ରଛାତ୍ରୀମାନଙ୍କୁ ଅନେକ ବିଷୟରେ ଉପଦେଶ ପ୍ରଦାନ କରିବା ସହିତ ଏକ ଉତ୍ତମ ଶିକ୍ଷ୍ୟା ବର୍ଷ ହେଉ ବୋଲି ଶୁଭେଚ୍ଛା କାମନା କରିଥିଲେ । ଶେଷରେ ଅଧ୍ୟକ୍ଷ ସିଏ ଶ୍ରୀକାନ୍ତ ଶର୍ମା ଛାତ୍ରଛାତ୍ରୀମାନଙ୍କୁ ତାଙ୍କରି ଭବିଷ୍ୟତ ଗଠନ କରିବାରେ ଏକ ଉତ୍ତମ ଶିକ୍ଷା ନିତାନ୍ତ ଦରକାର ବୋଲି ଉତ୍ସାହ ପ୍ରଦାନ କରିଥିଲେ । ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଗୀତ ଓ ନୃତ୍ୟର ଆୟୋଜନ ହୋଇଥିଲା ପୁଣି ଛାତ୍ରଛତ୍ରୀମାନଙ୍କ ମଧ୍ୟରେ ମିଷ୍ଟର ଫ୍ରେସର୍ ଏବଂ ମିସ୍ ଫ୍ରେସର୍ ପ୍ରତିଯୋଗିତା ପାଇଁ ପ୍ରଶ୍ନ ଉତ୍ତର ରାଉଣ୍ଡ କରାଯିବା ସହିତ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ୤  ବିଜେତାମାନେ ହେଉଛନ୍ତି : ମିଷ୍ଟର ଫ୍ରେସର ୨୦୨୪ ଭାବରେ ମହେଶ କୁମାର ପୃଷ୍ଟି  (+୨ ପ୍ରଥମ ବର୍ଷ ବାଣିଜ୍ୟ), ପ୍ରଭୁପ୍ରସାଦ ବିଶୋଇ (+୨ ପ୍ରଥମ ବର୍ଷ କଳା), ଗୌରବ କୁମାର ଶର୍ମା (+୨ ପ୍ରଥମ ବର୍ଷ ବିଜ୍ଞାନ)  ଓ ପ୍ରତ୍ୟୁସ ରଞ୍ଜନ ଭୋଇ (+୩ ପ୍ରଥମ ବର୍ଷ ବାଣିଜ୍ୟ) ବିଜେତା ହୋଇଥିବ ବେଳେ   ମିସ୍ ଫ୍ରେଶର୍  ଭାବରେ ପ୍ରତୀକ୍ଷା ହୋତା   (+୨ ପ୍ରଥମ ବର୍ଷ ବାଣିଜ୍ୟ), ସ୍ମୃତି ରେକ୍ଷା ମିଶ୍ର (+୨ ପ୍ରଥମ ବର୍ଷ କଳା) , ତନିଶା ରଣା  (+୨ ପ୍ରଥମ ବର୍ଷ ବିଜ୍ଞାନ) ଓ ଦେବଶ୍ରୀ ଭିଆସ୍ (+୩ ପ୍ରଥମ ବର୍ଷ ବାଣିଜ୍ୟ) ଙ୍କୁ ପୁରସ୍କୃତ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026

You Might Also Like