-+91-9937148622 |

prerana_bgr@rediffmail.com |

  Monday 16th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ରଥପୁରରେ ରାବଣ ଦରବାର ରାବଣଙ୍କ ସିଂହାସନ ଆରୋହଣ, ଅହଲ୍ୟା ଉଦ୍ଧାର

10-Oct-2024



ସୁବର୍ଣ୍ଣପୁର:(ନିରଞ୍ଜନ ତ୍ରିପାଠୀ)-ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉଫଲା ଗ୍ରାମପଞ୍ଚାୟତର ରଥପୁର ଠାରେ ଚଳିତ ବର୍ଷ ପବିତ୍ର ଦୁର୍ଗାପୂଜା ମହାସମାରୋହରେ ପାଳନ କରାଯାଉଥିବା ବେଳ ରାବଣ ଦରବାର ଗତକାଲି ରାତ୍ର ୯ ଘଣ୍ଟା ସମୟରେ ରାବଣରାଜର ଶୁଭାରମ୍ଭ ହୋଇଯାଇଛି। ଏହି ବର୍ଣ୍ଣାଢ଼୍ୟ ସମାରୋହରେ ପୂର୍ବତନ ଜିଲ୍ଲା ଉଚ୍ଚ ଶିକ୍ଷା ପରାମର୍ଶଦାତା, ସୁବର୍ଣ୍ଣପୁର ଡଃ ପ୍ରଫୁଲ୍ଲ କୁମାର ରଥ, ଶିକ୍ଷାବିତ ଭୁଷଣ ପାତ୍ର ଏବଂ ପୂର୍ବତନ ଏବିଇଓ ମାର୍କେଣ୍ଡେଶ୍ୱର ମିଶ୍ର ଅତିଥି ଭାବେ ଯୋଗଦେଇ ରାବଣ ଦରବାରକୁ ଉଦଘାଟନ କରିଥିଲେ। ଦୁର୍ଗା ପୂଜା କମିଟିର ସଭାପତିଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ଭବ୍ୟ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ସମ୍ପାଦକ ମଳୟ କୁମାର ଅମାତ, କୋଷାଧ୍ୟକ୍ଷ ପ୍ରଫୁଲ୍ଲ ଗାଇମରିଆ, ଶିକ୍ଷକ ଅରବିନ୍ଦ ରଣା ସମ୍ମାନୀତ ଅତିଥି ଭାବେ ଯୋଗଦାନ କରିଥିଲେ। ଏଠାରେ ରାବଣ ଭୂମିକାରେ ବିଶିଷ୍ଟ ମୁକ୍ତ ରଙ୍ଗମଞ୍ଚ କଳାକାର  ଭୁବନେଶ୍ବର ପ୍ରଧାନ ଅଭିନୟ କରୁଛନ୍ତି। ପ୍ରଥମ ସାନ୍ଧ୍ୟ ରଜନୀର ମୁକ୍ତ ରଙ୍ଗମଞ୍ଚରେ ରାବଣ, କୁମ୍ଭକର୍ଣ୍ଣ ଓ ବିଭିଷଣ ବ୍ରହ୍ମାଙ୍କ ଠାରୁ ବର ପ୍ରାପ୍ତି,କୁବେର ରାଜାଙ୍କୁ ଆକ୍ରମଣ ଏବଂ ତାଙ୍କୁ ପରାସ୍ତ କରି ସିଂହାସନ ଆରୋହଣ ପରିବେଷଣ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like