-+91-9937148622 |

prerana_bgr@rediffmail.com |

  Wednesday 12th November 2025 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ପୋଲିସ ସହିତ ଏ ବି ଭି ପି ବାଂଲାଦେଶୀ ପ୍ରବାସୀ ଯାଞ୍ଚ ବିଷୟରେ ଆଲୋଚନା    (12-Nov-2025)       ||      ଝଲପ ପଲ୍ଲୀ ପ୍ରଗତି ପାଠାଗାରର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ   (11-Nov-2025)       ||      କଣ୍ଟାବାଞ୍ଜି ପୋଲିସ ପକ୍ଷରୁ ୭ ଜଣ ଦାଦନ ଶ୍ରମିକ ଉଦ୍ଧାର    (11-Nov-2025)       ||      ସରକାରୀ ବାଳିକା ବିଦ୍ୟାଳୟରେ ଭ୍ରାମ୍ୟମାଣ ବିଜ୍ଞାନ ପ୍ରଦର୍ଶନୀ    (11-Nov-2025)       ||      ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ -୨ ର ସମୀକ୍ଷା ବୈଠକ   (11-Nov-2025)       ||      ଜେଏସ୍‌ଏମ୍ କଲେଜ ପକ୍ଷରୁ ଜାତୀୟ ଶିକ୍ଷା ଦିବସ ପାଳିତ   (11-Nov-2025)       ||      *ସୋନପୁର ବ୍ଲକ୍ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ*   (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କୃଷ୍ଣ-ବଲରାମଙ୍କୁ ପଞ୍ଚବିଦ୍ୟା ପ୍ରଦାନ   (11-Nov-2025)       ||      ଅବସରପ୍ରାପ୍ତ ଶିକ୍ଷକ ବୁଧୁରାମଙ୍କ ପରଲୋକ   (11-Nov-2025)       ||      ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା   (11-Nov-2025)       ||      ବିଦ୍ୟୁତ ସୁରକ୍ଷା” ସମ୍ବନ୍ଧରେ ବିଶେଷତା ଏବଂ ଗୁଣବତ୍ତା ସମ୍ପର୍କିତ ତାଲିମ୍”   (11-Nov-2025)       ||      ବୁରୋମୁଣ୍ଡା ଅଲ ଇଣ୍ଡିଆ କ୍ରିକେଟ ଖେଳ - 2025 ର ଆଲୋଚନା ଓ ପ୍ରସ୍ତୁତି ବୈଠକ   (11-Nov-2025)       ||      ନୂଆପଡା ଉପନିର୍ବାଚନରେ ଦ୍ଵିତୀୟ ପ୍ରିଜାଇଡିଂ ଅଫିସର୍ ନିଲମ୍ବିତ l   (11-Nov-2025)       ||      ନୂଆପଡ଼ାରେ ଜୋରସୋର ମତଦାନ   (11-Nov-2025)       ||      ପ୍ରିଯାଇଡିଂ ଅଫିସର ନିଲମ୍ବିତ,   (11-Nov-2025)       ||      ୧କୋଟି ୩୮ଲକ୍ଷ ୯୪ ହଜାର ୩୫୬ଟଙ୍କା ମୂଲ୍ୟର ଅବକାରୀ ସାମଗ୍ରୀ , ୧୧ ବାଇକ୍ ,ଏକ ତିନି ଚକିଆ ଓ ଏକ ଚାରିଚକିଆ ଯାନ ଜବତ    (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କାରାଗୃହରେ କୃଷ୍ଣ ଜନ୍ମ   (11-Nov-2025)       ||      ‘କୋଶଳ ପ୍ରବାହ’ ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କାରାଗୃହରେ କୃଷ୍ଣ ଜନ୍ମ   (11-Nov-2025)       ||      ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘରୁ ବାଳକୃଷ୍ଣ ଶବରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର   (11-Nov-2025)       ||     

HOME   ରାଜ୍ୟ

ଶାରଦୀୟ ପୂଜା ଅବସରରେ ମାଁ ଙ୍କ ଦର୍ଶନ କଲେ ନରସିଂହ,   ଶାନ୍ତି, ମୈତ୍ରୀ, ପ୍ରଗତି ଓ ସଦଭାବନା ବଳବତ୍ତର ରହୁ: ନରସିଂହ

10-Oct-2024



ବଲାଙ୍ଗୀର(ପ୍ରେରଣା ଖବର): ଆଜି  ପବିତ୍ର ମହାଷ୍ଟମୀ। ମାଁ ସିଂହବାହିନୀ ପୂଜାରେ ସହର ବଜାର ଉଠୁଛି ପଡୁଛି । ଶାରଦୀୟ ଦୁର୍ଗା ପୂଜା ଅବସରରେ ପ୍ରତ୍ୟେକ ବର୍ଷ ଭଳି ଏବର୍ଷ ମଧ୍ୟ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ନରସିଂହ ମିଶ୍ର ବଲାଙ୍ଗୀର ସହରର ବିଭିନ୍ନ ପୂଜା ମଣ୍ଡପ ବୁଲି ଦେବୀ ମା ଙ୍କ ଦର୍ଶନ କରିବା ସହ ବଲାଙ୍ଗୀରର ବିକାଶ ଯେପରି ତ୍ୱରାନ୍ୱିତ ହେବ ଏବଂ ସହରରେ ଯେପରି ଶାନ୍ତି ମୈତ୍ରୀ ପ୍ରଗତି ଓ ସଦଭାବନା ବଳବତ୍ତର ରହିବା ପାଇଁ ମା ଙ୍କ ଆଶୀର୍ବାଦ ଲୋଡିଥିଲେ ଏବଂ ବଲାଙ୍ଗୀର ଜନସାଧାରଣଙ୍କ ମଙ୍ଗଳ କାମନା କରିଥିଲେ ଶ୍ରୀ ମିଶ୍ର। ସହରର ବିଭିନ୍ନ ପୂଜା ମଣ୍ଡପର ଆକର୍ଷଣୀୟ ମେଢ଼ ତଥା 

ସାଜସଜ୍ଜାକୁ ଶ୍ରୀ ମିଶ୍ର ଭୁରିଭୂରି ପ୍ରଶଂସା କରିଥିଲେ। ଶ୍ରୀ ମିଶ୍ର ନିଜ ବକ୍ତବ୍ୟରେ ବଲାଙ୍ଗୀର ଏକ ସଂସ୍କୃତି, ପରମ୍ପରା ଓ ଐତିହ୍ୟ ସମ୍ପନ୍ନ ସହର ଆଉ ବଲାଙ୍ଗୀରର ବିକାଶ ଯେପରି ନିରନ୍ତର ଓ ତ୍ୱରାନ୍ୱିତ ହୋଇପାରିବ ସେ ଦିଗରେ ଦଳମତ ନିର୍ବିଶେଷ ରେ ସହଯୋଗ କରିବାକୁ ନିବେଦନ କରିଥିଲେ। ଆଜିର ଏହି କାର୍ଯ୍ୟକ୍ରମ  ଅବସରରେ ଶ୍ରୀ ମିଶ୍ର ମାଲପଡା ମେଟକାନି ମନ୍ଦିର,  ରେଲୱେ ଷ୍ଟେସନ,  

ରିଜର୍ଭ ପୋଲିସ,ତୁଳସୀନଗର,ପେଲେସ ଲାଇନ,ରାଜେନ୍ଦ୍ର ପଡା କଲେଜ ଛକ, ଶାନ୍ତିପଡା, ଠିକାଦାର ପଡା ଏବଂ ଖୁଜେନ ପାଲିରେ ଦେବୀ ମା ଙ୍କ ବିଭିନ୍ନ ପୂଜାମଣ୍ଡପ ଦର୍ଶନ କଲେ l ଆଜିର ଏହି ଗସ୍ତ କାର୍ଯ୍ୟକ୍ରମରେ ଶ୍ରୀ ମିଶ୍ରଙ୍କ ସହ ବରିଷ୍ଠ କଂଗ୍ରେସ ନେତା ବୁଲୁ ଦାନୀ, ଅନନ୍ତ ବେହେରା, ଅଙ୍କିତ ସାହୁ ଲୋପନ ମିଶ୍ରଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ପୋଲିସ ସହିତ ଏ ବି ଭି ପି ବାଂଲାଦେଶୀ ପ୍ରବାସୀ ଯାଞ୍ଚ ବିଷୟରେ ଆଲୋଚନା    12-Nov-2025
  ଜିଲ୍ଲା  
ଝଲପ ପଲ୍ଲୀ ପ୍ରଗତି ପାଠାଗାରର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ   11-Nov-2025
  ଜିଲ୍ଲା  
କଣ୍ଟାବାଞ୍ଜି ପୋଲିସ ପକ୍ଷରୁ ୭ ଜଣ ଦାଦନ ଶ୍ରମିକ ଉଦ୍ଧାର    11-Nov-2025
  ଜିଲ୍ଲା  
ସରକାରୀ ବାଳିକା ବିଦ୍ୟାଳୟରେ ଭ୍ରାମ୍ୟମାଣ ବିଜ୍ଞାନ ପ୍ରଦର୍ଶନୀ   11-Nov-2025
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ -୨ ର ସମୀକ୍ଷା ବୈଠକ   11-Nov-2025
  ଜିଲ୍ଲା  
ଜେଏସ୍‌ଏମ୍ କଲେଜ ପକ୍ଷରୁ ଜାତୀୟ ଶିକ୍ଷା ଦିବସ ପାଳିତ   11-Nov-2025
  ଜିଲ୍ଲା  
*ସୋନପୁର ବ୍ଲକ୍ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ*   11-Nov-2025
  ଜିଲ୍ଲା  
ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କୃଷ୍ଣ-ବଲରାମଙ୍କୁ ପଞ୍ଚବିଦ୍ୟା ପ୍ରଦାନ   11-Nov-2025
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷକ ବୁଧୁରାମଙ୍କ ପରଲୋକ   11-Nov-2025
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା   11-Nov-2025
  ଜିଲ୍ଲା  
ବିଦ୍ୟୁତ ସୁରକ୍ଷା” ସମ୍ବନ୍ଧରେ ବିଶେଷତା ଏବଂ ଗୁଣବତ୍ତା ସମ୍ପର୍କିତ ତାଲିମ୍”   11-Nov-2025
  ଜିଲ୍ଲା  
ବୁରୋମୁଣ୍ଡା ଅଲ ଇଣ୍ଡିଆ କ୍ରିକେଟ ଖେଳ - 2025 ର ଆଲୋଚନା ଓ ପ୍ରସ୍ତୁତି ବୈଠକ   11-Nov-2025

You Might Also Like