-+91-9937148622 |

prerana_bgr@rediffmail.com |

  Sunday 9th November 2025 |

| | | |

R.N.I. Regd No. ODIODI/2010/46693

Breaking News

ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   (08-Nov-2025)       ||      ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   (08-Nov-2025)       ||      ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   (08-Nov-2025)       ||      ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    (08-Nov-2025)       ||      ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   (08-Nov-2025)       ||      ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   (08-Nov-2025)       ||      *ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   (08-Nov-2025)       ||      ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   (08-Nov-2025)       ||      ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   (08-Nov-2025)       ||      *କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   (08-Nov-2025)       ||      *ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   (08-Nov-2025)       ||      "ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   (08-Nov-2025)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ଉତ୍ସବ: ଓକିଲାତି ବୃତ୍ତିର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖିବା ସହ ସମାଜରେ ଏହି ବୃତ୍ତିର ଗାରିମା କିପରି ବଜାୟ ରହି ପାରିବ ତାହାକୁ ଜଗିବା ଆମ ସମସ୍ତଙ୍କ ଦାୟିତ୍ଵ: ନରସିଂହ ମିଶ୍ର    (08-Nov-2025)       ||      *ଡାବୁଗାଁ ସଦର ମହକୁମା ସ୍ଥିତ ଦୋକାନର ତାଲା ଭାଙ୍ଗି ଟଙ୍କା ଚୋରି*   (08-Nov-2025)       ||      ଯୁବ କଳାକାରଙ୍କ ନୃତ୍ୟ ଦୁଲକିଲା ବଙ୍ଗୋମୁଣ୍ଡା ଧନୁଯାତ୍ରା ମଞ୍ଚ, ଝୁମିଲେ ହଜାର ହଜାର ଦର୍ଶକ   (07-Nov-2025)       ||      ଗଣିଆରେ ମତ୍ସ୍ୟ ଏବଂ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (07-Nov-2025)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ;    (07-Nov-2025)       ||      *ହକି ଇଣ୍ଡିଆର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣପୁର ଜିଲ୍ଲା ରେ ବନ୍ଧୁତ୍ୱ ପୂର୍ଣ୍ଣ ହକି ମ୍ୟାଚ୍ ଅନୁଷ୍ଟିତ*-   (07-Nov-2025)       ||      *ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଟିତ*-   (07-Nov-2025)       ||      ଅବସରପ୍ରାପ୍ତ ମୁଖ୍ୟ କିରାଣୀ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀଙ୍କ ପରଲୋକ   (07-Nov-2025)       ||     

HOME   ଜିଲ୍ଲା

କବି ସମ୍ମିଳନି ଅନୁଷ୍ଠିତ

11-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ-ବରଗଡ଼ ଜିଲ୍ଲା ବରପାଲି  ଜଗନ୍ନାଥନଗର ଠାରେ ଆୟୋଜିତ ହେଉଥିବା ୪୯ତମ ଦୁର୍ଗାପୂଜା ଅବସରରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଏକ କବି ସମ୍ମିଳନୀ ଅନୁଷ୍ଠିତ ହେଇଯାଇଛି l ପଶ୍ଚିମଓଡିଶାର ଜଣାଶୁଣା ଚର୍ଚ୍ଚିତ ବିପ୍ଲବୀ କବି ନୀତିଶ ଆଚାର୍ଯ୍ୟ, ବ୍ୟଙ୍ଗ କବି ଦେବେନ୍ଦ୍ର ସାହୁ, ୟୁବକବି ମନୋରଞ୍ଜନ ଲୁହା ଏବଂ ହାସ୍ୟ ରତ୍ନ ଶିଶିର ପୁରୋହିତ ଏହି କାର୍ଯ୍ୟକ୍ରମ ଯୋଗଦେଇଥିଲେ l ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ମୁଖ୍ୟ ଅତିଥି ବରଗଡ ସବ କଲେକ୍ଟର ଶ୍ରୀ ପ୍ରସନ୍ନ ପାଣ୍ଡେ l ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ ବରଗଡ ତହସିଲଦାର ସୁଧୀର ନନ୍ଦ ଏବଂ ବରପାଲି ତହସିଲଦାର ରୁକ୍ମଣ ମେହେର l କବି ମାନେ ବିଭିନ୍ନ ସମସ୍ୟା ଅତି ସୁନ୍ଦର ଭାବରେ କଟାକ୍ଷ ପୂର୍ବକ ହାସ୍ୟ ବ୍ୟଙ୍ଗ ର ପ୍ରୟୋଗ ପୂର୍ବକ ସମାଜସଂସ୍କାର ମୂଳକ  କବିତା ସବୁ ପରିବେଷଣ କରିଥିଲେ ଏବଂ ବିଳମ୍ବିତ ରାତି ପର୍ଯ୍ୟନ୍ତ ଦର୍ଶକ ଏହାକୁ ମନଭରି ଉପଭୋଗ କରିଥିଲେ l କବି ମାନଙ୍କୁ ପୂଜା କମିଟି ତରଫରୁ  ମୁଖ୍ୟ ଅତିଥି ବରଗଡ ସବକଲେକ୍ଟର ମହୋଦୟ ମାନ ପତ୍ର ଏବଂ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ l ଶେଷରେ ପୂଜାକମିଟି ର ସଭାପତି ପ୍ରଦ୍ୟୁମ୍ନ ତ୍ରିପାଠୀ ଧନ୍ୟବାଦ ଜ୍ଞାପନ କରିଥିଲେ l କାର୍ଯ୍ୟକ୍ରମରେ କମିଟି କାର୍ଯ୍ୟକାରୀ ସଭାପତି ରୋହିତ ବଢ଼ଲର ଉପସଭାପତି ଭୈରବ ମେହେର, ସମ୍ପାଦକ ସୁଜିତ୍ ଥାଇତ, କୋଷାଧ୍ୟକ୍ଷ ଜିତେନ୍ଦ୍ର ଅଗ୍ରୱାଲ, ସଞ୍ଜୟ ଅଗ୍ରୱାଲ, ବିଷ୍ଣୁ ଅଗ୍ରୱାଲ,କିଶୋର କୁଷ୍ଠା ଏବଂ ଯାତ୍ରା  କମିଟି ର ସମସ୍ତ ସଭ୍ୟ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   08-Nov-2025
  ଜିଲ୍ଲା  
ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   08-Nov-2025
ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   08-Nov-2025
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    08-Nov-2025
  ଜିଲ୍ଲା  
ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   08-Nov-2025
  ଜିଲ୍ଲା  
ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   08-Nov-2025
  ଜିଲ୍ଲା  
*ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   08-Nov-2025
  ଜିଲ୍ଲା  
ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   08-Nov-2025
  ଜିଲ୍ଲା  
ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   08-Nov-2025
  ଜିଲ୍ଲା  
*କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   08-Nov-2025
  ଜିଲ୍ଲା  
*ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   08-Nov-2025
  ଜିଲ୍ଲା  
"ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   08-Nov-2025

You Might Also Like