-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||      *ନିସହାୟ ଧନୁ ବରିହାଙ୍କ ଘରେ ପହଞ୍ଚିଲେ ଜିଲ୍ଲାପାଳ*   (11-Apr-2026)       ||      ଭିତ୍ତିଭୂମୀ ନିର୍ମାଣରେ ଇତିହାସ ରଚିଲା ଓଡିଶା,୧୭ଟି ପ୍ରକଲ୍ପକୁ ବିଶ୍ୱକର୍ମା ପୁରସ୍କାର, ବଲାଙ୍ଗୀରର କ୍ୟାନସର ହସପିଟାଲ ଓ ଲୋୟର ସୁକତେଲ ପ୍ରକଲ୍ପ ପୁରସ୍କୃତ   (11-Apr-2026)       ||      ଦାଦନ ଖଟିବାକୁ ଯାଇଥିବା ଯୁବକର ମୃତଦେହ ଘରକୁ ଫେରିଲା   (11-Apr-2026)       ||      ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଗୋଷ୍ଠୀଗତ ବିବାହ ପାଇଁ ପ୍ରସ୍ତୁତି ବୈଠକ   (11-Apr-2026)       ||      *ବିଶ୍ଵ ହୋମିଓପ୍ୟାଥିକ ଦିବସ ପାଳିତ* *(ଡାକ୍ତର ସି.ଫେଡ୍ରିକ୍.ସାମୁଏଲ୍ ହ୍ୟାନିମାନ୍ ଙ୍କ ୨୭୨ ତମ ଜୟନ୍ତୀ ପାଳିତ)*   (11-Apr-2026)       ||     

HOME   ଜିଲ୍ଲା

କାଶିପାଲି ଅଙ୍ଗନୱାଡ଼ି କେନ୍ଦ୍ରରେ ଆନ୍ତର୍ଜାତୀୟ ଶିଶୁକନ୍ୟା ଦିବସ ପାଳିତ 

11-Oct-2024



ଅତାବିରା (ଆକାଶ ମିଶ୍ର):  ଶୁକ୍ରବାର ଦିନ ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ଦ୍ୱାରୀ ଗ୍ରାମ ପଞ୍ଚାୟତର କାଶିପାଲି ଅଙ୍ଗନୱାଡ଼ି କେନ୍ଦ୍ରରେ ଶ୍ରୀମତୀ ଜାନକୀ କୁମ୍ଭରଙ୍କ ଅଧ୍ୟକ୍ଷତାରେ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳିତ ହୋଇଯାଇଛି।  ସମ୍ମାନୀତ ଅତିଥି ଭାବେ କାଶିପାଲି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍ବାଧିନ କୁମାର ସାହୁ ଯୋଗଦାନ କରିଥିଲେ । ସର୍ବପ୍ରଥମେ  ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜାର୍ଚ୍ଚନା କରିସାରିବା ପରେ ଲକ୍ଷ୍ମୀ ପ୍ରିୟା ମହାନନ୍ଦ,ପ୍ରୀତି ମଲ୍ଲିକ ଓ ଲିଜା ମହାନନ୍ଦ ସ୍ବାଗତ ସଙ୍ଗୀତ ଗାନ କରିଥିଲେ । ଶ୍ରୀମତୀ ଜାନକୀ କୁମ୍ଭାର ସମସ୍ତ ଶିଶୁ କନ୍ୟା ମାନଙ୍କୁ  ଫୁଲ ଚନ୍ଦନ ମଖାଇ ସ୍ବାଗତ କରି ଆନ୍ତର୍ଜାତୀୟ ଶିଶୁକନ୍ୟା ଦିବସ ର ଉଦ୍ଦେଶ୍ୟ ପ୍ରଦାନ କରି ଥିଲେ। ସ୍ବାଧିନ କୁମାର ସାହୁ ଶିଶୁ କନ୍ୟା ଦିବସ ପାଳନର ଲକ୍ଷ୍ୟ, ଉଦ୍ଦେଶ୍ୟ, ସୁକନ୍ୟା ଯୋଜନା,  ଶିଶୁ କନ୍ୟାଙ୍କ ଯତ୍ନ, ଶିକ୍ଷା,କନ୍ୟା  ରତ୍ନ ,କନ୍ୟାଟିଏ ଜନ୍ମ ହେବା ଦିନରୁ ଵିଵାହ ପର୍ଯ୍ୟନ୍ତ ସରକାରୀ ସୁବିଧା,  ସହାୟତା ବିଷୟରେ ସମସ୍ତଙ୍କୁ  ବୁଝାଇଥିଲେ । ଆଶାକର୍ମୀ ଗୀତାଞ୍ଜଳି ବାଗ୍ ଶିଶୁ କନ୍ୟା ଦିବସ ବିଷୟରେ ଆଲୋଚନା କରିଥିଲେ । ସମସ୍ତଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା । ଶେଷରେ ଅଙ୍ଗନୱାଡ଼ି କର୍ମୀ ଶ୍ରୀମତୀ ଜାନକୀ କୁମ୍ଭାର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026
  ଜିଲ୍ଲା  
*ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   12-Apr-2026
  ଜିଲ୍ଲା  
ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   12-Apr-2026
  ଜିଲ୍ଲା  
ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   12-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   12-Apr-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   12-Apr-2026

You Might Also Like