-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ହରଭଙ୍ଗା ବ୍ଲକ ଏସସିଓଏସଟି କର୍ମଚାରୀ ସମନ୍ୱୟ ପରିଷଦ ଗଠନ

11-Oct-2024



ହରଭଙ୍ଗା(ଦେବବ୍ରତ ଦାଶ )
ହରଭଙ୍ଗା ବ୍ଲକ ଚାରିଛକ ବିର୍ଷାମୁଣ୍ଡା ଆଦିବାସୀ ସଭା ଗୃହରେ ଅନୁସୂଚିତ ଜାତି ଓ ଜନଜାତି କର୍ମଚାରି କଲ୍ୟାଣ ସମନ୍ୱୟ ପରିଷଦ ଗଠନ ହୋଇଯାଇଛି ।  ଅବସର ପ୍ରାପ୍ତ କର୍ମଚାରୀ ଜନକ ପାତ୍ରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାର ସାଙ୍ଗଠନିକ ସମ୍ପାଦକ ସତ୍ୟନାରାୟଣ ନାୟକ ଓ ଅତିରିକ୍ତ ସାଧାରଣ ସମ୍ପାଦକ ବେଦବର ପ୍ରଧାନ ଙ୍କ ତତ୍ୱାବଧାନ ରେ ପରିଷଦ ର ସଭାପତି ଭାବେ ବାଲ୍ମୀକି ପ୍ରଧାନ ଏସ ଆଇ ପୁରୁଣାକଟକ ଥାନା ,କାର୍ଯ୍ୟକାରୀ ସଭାପତି ଭାବେ ଜିତେନ୍ଦ୍ର ପ୍ରଧାନ , ସାଧାରଣ ସମ୍ପାଦକ ସୁଧାଂଶୁ ବେହେରା ,ଅତିରିକ୍ତ ସାଧାରଣ ସମ୍ପାଦକ ଦିଲ୍ଲୀପ ମଲ୍ଲିକ ,ସାଙ୍ଗଠନିକ ସମ୍ପାଦକ କୈଳାସ ବେହେରା ,ନିଯୁକ୍ତି ସମ୍ପାଦକ ରବିନ ମଲ୍ଲିକ ,ସାଂସ୍କୃତିକ ସମ୍ପାଦକ ବିରେନ୍ଦ୍ର କହଁର, ଆର୍ଥିକ ସମ୍ପାଦକ ବିନାୟକ ଯାନୀ, ଅତିରିକ୍ତ ସମ୍ପାଦକ ସନ୍ତୋଷ ମଲ୍ଲିକ ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଛନ୍ତି । ଏଥି ସହିତ ୧୫ଜଣ କାର୍ଯ୍ୟକାରୀ ସଦସ୍ୟ ରୂପେ ମନୋନୀତ ହୋଇଛନ୍ତି । କମିଟି ଗଠନର ପର୍ଯ୍ୟବେକ୍ଷକ ଭାବେ କର୍ଣ୍ଣ ପ୍ରଧାନ ,ଜନକ ପାତ୍ର ଓ କନିଷ୍ଠ ମଲ୍ଲିକ ଯୋଗ ଦେଇ ପରିଷଦ ର ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like