-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

କିରାବାହାଲ ରାଣୀପାଲି ଶକ୍ତିପୀଠରେ ନରସିଂହ.. ମା ଙ୍କ ଆଶୀର୍ବାଦ ନେବା ସହ ଅଂଚଳବାସୀଙ୍କ ପାଇଁ କଲେ ମଙ୍ଗଳ କାମନା

11-Oct-2024



ବଲାଙ୍ଗୀର (ପ୍ରେରଣା ଖବର): ପଶ୍ଚିମଓଡିଶାର ପ୍ରସିଦ୍ଧ ଦେବୀ ପୀଠ ମଧ୍ୟରୁ ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କିରାବାହାଲ  ଓ ରାଣୀପାଲିର ମାହେଶ୍ୱରୀ ଶକ୍ତିପୀଠ ହେଉଛି ବହୁ ପ୍ରାଚୀନ। ଏଠି ମା ଦୁର୍ଗା ମାହେଶ୍ୱରୀ ଦେବୀ ରୂପରେ ପୂଜା ପାଆନ୍ତି।ଡୁମାଲ ସମ୍ପ୍ରଦାୟର ଇଷ୍ଟଦେବୀ ହେଉଛନ୍ତି ମା ମାହେଶ୍ୱରୀ । ପୁଅଜୁଇନ୍ତିଆ ଠାରୁ ପୂଜା ଆରମ୍ଭ ହୋଇ ଦଶମୀ ଦିନ ପର୍ଯ୍ୟନ୍ତ ଏଠି ପୂଜା ହୋଇଥାଏ। ଏହି କ୍ରମରେ ଆଜି ହେଉଛି ମହା ନବମୀ।ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷମଧ୍ୟ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ଆଜି ରାଣୀପାଲି ଓ କିରାବାହାଲ ଗସ୍ତ କରି ଉଭୟ ଗ୍ରାମକୁ ଯାଇ 

ଦେବୀ ମା ଙ୍କୁ ଦର୍ଶନ କରି ମା ଙ୍କ ଠାରୁ ଆଶୀର୍ବାଦ ତଥା ଅଂଚଳବାସୀଙ୍କ ସୁଖସମୃଦ୍ଧି କାମନା କରିଥିଲେ l ଦଳମତ ନିର୍ବିଶେଷରେ ଅଂଚଳ ସାମାଜିକ ଓ ଅର୍ଥନୈତିକ ବିକାଶ ପାଇଁ ସମସ୍ତେ ଉଦ୍ୟମ ଜାରି ରଖିବା ଆବଶ୍ୟକ ବୋଲି କହିବା ସହ  ସଂସ୍କୃତି, ପରମ୍ପରା ଓ ଐତିହ ସମ୍ପନ୍ନ ଏହି ଯାତ୍ରା ଆୟୋଜନକୁ ଶ୍ରୀ ମିଶ୍ର ଭୁରିଭୁରି ପ୍ରଶଂସା କରିଥିଲେ l

ସୁକତେଲ ନଦୀ ଉପରେ ନିର୍ମିତ ଭୂତଳ ଜଳ ପ୍ରକଳ୍ପ ଦ୍ବାରା ଏହି ଅଂଚଳର ଅର୍ଥନୈତିକ ବିକାଶ ହେବା ସଙ୍ଗେସଙ୍ଗେ ଭୂତଳ ଜଳସ୍ତର ଆଗାମୀ ଦିନରେ ବୃଦ୍ଧି ପାଇବ ବୋଲି ଶ୍ରୀଯୁକ୍ତ ମିଶ୍ର ନିଜ ବକ୍ତବ୍ୟରେ କହିଥିଲେ l ଏହି ଗସ୍ତ ଅବସରରେ ଶ୍ରୀଯୁକ୍ତ ମିଶ୍ରଙ୍କ ସହ ଟଂକଧର ଗଡତ୍ୟା, ଶୁଭ୍ରାଂଶୁ ପଣ୍ଡା, ଲମ୍ବୋଦର ମହାକୁର, ଗୋପୀ ପଟେଲ, ଧନୁ ସିଂ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like