-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

11-Oct-2024



ବଲାଙ୍ଗୀର, ତା. ୧୧/୧୦/୨୪  ( ପ୍ରେରଣା ଖବର ) :  ବଲାଙ୍ଗୀର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ଜିଲ୍ଲା  ମାନସିକ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଆନୁକୂଲ୍ୟରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ  ଦିବସ ପାଳିତ  ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ  ଡ଼. କୁବେର ମହାନ୍ତ ଯୋଗଦେଇ ଥିଲେ । ସମ୍ମାନୀତ ଅତିଥି ଭାବରେ   ସେକ୍ରେଟାରୀ ଡିଏଲସଏ ପବିତ୍ର ନନ୍ଦ ପ୍ରଧାନ, ଭୀମଭୋଇ ମେଡିକାଲ ଓ ହସ୍ପିଟାଲର ମାନସିକ ବିଭାଗର ମୁଖ୍ୟ ଡ଼. ଆର୍ଶୀବାଦ ଶତପଥୀ, ମାନସିକ ବିଶେଷଜ୍ଞ ଡ଼. ରଜନୀକାନ୍ତ ମେହେର ଯୋଗଦେଇ ଥିଲେ । ପ୍ରଥମରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ମାନସିକ ବିଭାଗରୁ ସଚେତନ ଶୋଭାଯାତ୍ରା ବାହାରି ପାଟମେଶ୍ୱରୀ ମନ୍ଦିର,ଦୁର୍ଗା ମନ୍ଦିର, ଜିଲ୍ଲାପାଳ କାର୍ଯ୍ୟାଳୟ, ପୁରୁଣା ବସଷ୍ଟାଣ୍ଡ ରାସ୍ତା ଦେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପଂହଁଚିଥିଲା । ଶୋଭାଯାତ୍ରାରେ ବେନର, ପୋଷ୍ଟ୍ରର, ପତ୍ରିକା ମାଧ୍ୟମରେ ମାନସିକ ରୋଗ ଆରୋଗ୍ୟ ସାଧ୍ୟ  ବୋଲି ଜନସାଧାରଣଙ୍କୁ ସଚେତନ କରିବା ସହ ରୋଗୀକୁ ନୁହେଁ, ରୋଗକୁ ଘୃଣା  କରିବା କଥା ବିଷୟରେ ଅଵଗତ କରାଯାଇ ଥିଲା । ଶୋଭାଯାତ୍ରାରେ ବାଲାଜୀ ନର୍ସିଂ କଲେଜର ଛାତ୍ରଛାତ୍ରୀ, ଅଶାକର୍ମୀ, ନିଶାନିବାରଣ କେନ୍ଦ୍ର କର୍ମୀ, ରେଡ଼କ୍ରସ କର୍ମୀ, ଆପକାରି କର୍ମଚାରୀ, ନାରୀ ଶକ୍ତି ସଂଗଠନ ସଭ୍ୟା, ସଖୀ ୟୁନିଟ କର୍ମଚାରୀ ତଥା ବିଭିନ୍ନ ଅନୁଷ୍ଠାନର ସ୍ୱେଚ୍ଛାସେବୀ ଗଣ ଅଂଶଗ୍ରହଣ କରିଥିଲେ ।  ଶୋଭାଯାତ୍ରା ପରେ  ଏନଏଚମ କନଫରେନ୍ସ ହଲରେ ଏକ ସାଧାରଣ ବୈଠକର ଅନୁଷ୍ଠିତ ହୋଇଥିଲା । ବୈଠକରେ ଚଳିତବର୍ଷ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ  ଦିବସର ବିଷୟବସ୍ତୁ  କର୍ମକ୍ଷେତ୍ରରେ ମାନସିକ ସ୍ୱାସ୍ଥ୍ୟ ବିଷୟରେ ଆଲୋଚନା କରାଯାଇଥିଲା । ଜିଲ୍ଲା  ମାନସିକ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମର ସାଇକେଟ୍ରିକ ସୋସିଆଲ  ୱାର୍କର ମଳୟ କୁମାର ନାଗ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ  । ଜିଲ୍ଲା  ମାନସିକ କାର୍ଯ୍ୟାଳୟର କର୍ମଚାରୀ ସୁବୋଧ ବିଶ୍ୱାଳ, ସବ୍ୟସାଚୀ ସିଂ,ସରୋଜ କୁମାର ଭୋଇ,  ରେଡ଼କ୍ରସ  କର୍ମୀ ରାମ ନାରାୟଣ ଦାଶ, ଦେବାଶିଷ ପଣ୍ଡିଆ, ନୂତନ ଦାସ  ତଥା ଅନ୍ୟମାନେ ଉପସ୍ଥିତ ରହି ବିଶେଷ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like