-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||     

HOME   ଜିଲ୍ଲା

ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଶାରଦୀୟ ସଂଖ୍ୟା ସୁବର୍ଣ୍ଣଦୀପ ଲୋକାର୍ପିତ

12-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ରୁ ନିୟମିତ ଭାବେ ଶ୍ରୀଯୁକ୍ତ ପ୍ରଦୀପ୍ତ ଭାନୁ ମହାନ୍ତିଙ୍କ ସମ୍ପାଦନା ରେ ପ୍ରକାଶିତ ହୋଇ ଆସୁଥିବା ଶିଶୁ ଓ କିଶୋର ପତ୍ରିକା ଯୁଗୋପଯୋଗୀ ସୁବର୍ଣ୍ଣଦୀପ ଶାରଦୀୟ ପୂଜା ସଂଖ୍ୟା 'ଆଶା କିରଣ' ନିକଟସ୍ଥ ତପୋବନରେ ମହା ଉତ୍ସାହ ଉଦ୍ଦୀପନା ସହ ଲୋକାର୍ପିତ ହୋଇ ଯାଇଛି। ଏ ଶୁଭ  ଅବସରରେ ସ୍ୱାମୀ ନିତ୍ୟ ବୋଧାନନ୍ଦଜୀ ଙ୍କ କୋମଳ ହସ୍ତରେ ବହୁ ସାହିତ୍ୟିକ, ବୁଦ୍ଧିଜୀବୀଙ୍କ ଉପସ୍ଥିତରେ ଲୋକାର୍ପିତ ହୋଇଥିଲା। ମୁଖ୍ୟ ବକ୍ତା ଭାବେ ଅବସର ପ୍ରାପ୍ତ ପ୍ରଫେସର ଶ୍ରୀଯୁକ୍ତ ତୀର୍ଥବାସୀ ଦେବତା ଯୋଗଦାନ କରି ସମ୍ପାଦକଙ୍କ ଏଭଳି ପ୍ରୟାସ କୁ ସାଧୁବାଦ ଦେବା ସଙ୍ଗେ ସଙ୍ଗେ ବରଗଡ଼ରୁ ନିୟମିତ ଭାବେ ପ୍ରକାଶିତ ହେଉଥିବା ଯୁଗୋପଯୋଗୀ ସୁବର୍ଣ୍ଣଦୀପ ପତ୍ରିକାରେ ସମ୍ପାଦକ ମହାଶୟ ଯେଉଁ ଭଳି ଭାବେ ନୂତନ ପିଢ଼ିର ଲେଖକ, ଲେଖିକା ମାନଙ୍କ ନିଜସ୍ୱ ଲେଖାକୁ ସ୍ଥାନୀତ କରି ଲେଖକ ଲେଖିକାଙ୍କୁ ଲୋକଲୋଚନ ତଥା ପାଠକ ମାନଙ୍କ ଦୃଷ୍ଟିକୁ ଆଣିବା ପ୍ରୟାସ ତାହା ସତରେ ସ୍ୱାଗତ ଯୋଗ୍ୟ ପଦକ୍ଷେପ। ଏପରିକି ବହୁ ଝଡଝଞ୍ଜା କୁ ଖାତିରି ନକରି ପ୍ରକାଶନ ପ୍ରତି ଯତ୍ନଶୀଳ ହୋଇ ପ୍ରତି ସଂଖ୍ୟା ପ୍ରକାଶ ପାଉଥିବାରୁ ଭୂୟସୀ ପ୍ରଶଂସା କରିଥିଲେ। ସମ୍ମାନୀତ ଅତିଥି ଭାବେ ତପୋବନର ସଦସ୍ୟ  ତଥା ସମାଜସେବୀ ସର୍ଦ୍ଦାର ପ୍ରିତମ ସିଂ ଏବଂ ଟ୍ରଷ୍ଟି ଚନ୍ଦ୍ର ଶେଖର ରାଓ ଯୋଗଦାନ ଅବସରରେ ଯୁଗପୋଯୋଗୀ ସୁବର୍ଣ୍ଣଦୀପ ଶିଶୁ ଓ କିଶୋର ପତ୍ରିକା ବରଗଡ଼ ଜିଲ୍ଲାରୁ ପବିତ୍ର ଶାରଦୀୟ ସଂଖ୍ୟା ପ୍ରକାଶକ ଓ ଇନଟନେଟ, ମୋବାଇଲ ଯୁଗରେ ଶାନ୍ତି ଶୃଙ୍ଖଳା ସାମାଜିକ ଚେତନା ଜାଗ୍ରତ ପାଇଁ ଛୋଟିଆ ଛୋଟିଆ ଗପ ଓ କବିତା ମାଧ୍ଯମରେ ସଚେତନତା ପାଠକ ଓ ଶିଶୁଙ୍କ ମଧ୍ୟରେ ବେଶ ଗୁରୁତ୍ଵପୂର୍ଣ୍ଣ ବୋଲି ମତବ୍ୟକ୍ତ କରିଥିଲେ। ମୁଖ୍ୟ ଅତିଥି ସ୍ୱାମୀ ଜୀ ନିତ୍ୟ ବୋଧାନନ୍ଦ ଏକ ଆଧ୍ୟାତ୍ମିକ, ଯୋଗଶିକ୍ଷା ପରିବେଶରେ ଶାରଦୀୟ ଦୂର୍ଗାପୂଜା ଅବସରରେ ସୁବର୍ଣ୍ଣଦୀପ ଲୋକାର୍ପିତ ହୋଇଥିବାରୁ ସମ୍ପାଦକ ପ୍ରଦୀପ୍ତ ଭାନୁ ମହାନ୍ତି ଏବଂ ସହ ସମ୍ପାଦକ ନବକୃଷ୍ଣ ମିଶ୍ରଙ୍କ ଉଦ୍ୟମ କୁ ବେଶ ତାରିଫ୍ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026

You Might Also Like