-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଥଲେଟିକ ଏସୋସିଏସନ୍ ଝାରମୁଣ୍ଡା ର ୩୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ   (21-May-2026)       ||      ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||      ଓଡ଼ିଶା  ସିଏଚ୍ଏସି  ୨୦୨୬ ପରିକ୍ଷା ଫଳାଫଳରେ  ଜେ ଏସ୍ ଏମ୍ କଲେଜର ୧୦୦% ସଫଳତା   (20-May-2026)       ||     

HOME   ଜିଲ୍ଲା

କାମ୍ପା ଯୋଜନାରେ ବ୍ୟାପକ ଦୁର୍ନୀତି: ଉପମୁଖ୍ୟମନ୍ତ୍ରୀଙ୍କ ତନାଘନା : ଭିଜିଲାନ୍ସ ଆଣିଲା ଫାଇଲ୍ : ରାତିଅଧିଆ ଫରେଷ୍ଟରଙ୍କୁ ନିଲମ୍ବନ

13-Oct-2024



ବଲାଙ୍ଗୀର(ମଳୟ ମିଶ୍ରଙ୍କ ରିପୋର୍ଟ) ବଲାଙ୍ଗୀର ବନଖଣ୍ଡର ପାଟଣାଗଡ ରେଞ୍ଜର ଲରମ୍ଭା ସେକ୍ସନରେ କାମ୍ପା ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗରେ ଦିନେ ତଳେ ପାଟଣାଗଡ ବିଧାୟକ ତଥା ଉପମୁଖ୍ଯମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କ ତନାଘନା ପରେ ଭିଜିଲାନ୍ସ ଅଧିକାରୀମାନେ ଯାଇ ଫାଇଲ୍ ଓ କାଗଜପତ୍ର ନେଇଆସିଥିବା ସହ ଗତକାଲି ରାତିରେ ସମ୍ପୃକ୍ତ ଫରେଷ୍ଟରଙ୍କୁ ନିଲମ୍ବିତ କରାଯାଇଥିବା ଜଣାଯାଇଛି ।

ଏଠାରେ ଏହି ଯୋଜନାରେ ବାଉଁଶ କୁପ୍ ଓ ପ୍ଲାଣ୍ଟେସନ୍ କାମରେ ବ୍ୟାପକ ଅନିୟମିତତା ହୋଇଥିବାର ଖବରପାଇ ଶ୍ରୀ ସିଂହଦେଓ ବଲାଙ୍ଗୀର ଡିଏଫଓ ସୁଦର୍ଶନ ବେହେରାଙ୍କୁ ତାଙ୍କ ପାଟଣାଗଡ ବାସଭବନ ଖମାରକୁ ଡକାଇ ପ୍ରବଳ ବର୍ଷିଥିବା ସହ ପରଦିନ ବନ ଅଧିକାରୀଙ୍କ ସହ ଏହିକାମ କରାଯାଉଥିବା କାର୍ଯ୍ୟକ୍ଷେତ୍ରକୁ ଯାଇ ଯାଞ୍ଚ କରିଥିଲେ । ପରେ ବଲାଙ୍ଗୀର ଭିଜିଲାନ୍ସ ଯାଇ ଏହି କାମର କାଗଜପତ୍ର ନେଇ ଆସିଥିବା ଓ ସମ୍ପୃକ୍ତ ଫରେଷ୍ଟର ପ୍ରିୟବ୍ରତ ନାଏକଙ୍କୁ ଗତରାତି ୧୨ ଟା ବେଳେ କାର୍ଯ୍ୟରୁ ନିଲମ୍ବନ କରାଯାଇଥିବା ଜଣାଯାଇଛି ।   ତାଙ୍କ ସ୍ଥାନରେ ବିରଞ୍ଚି କୁମ୍ଭାର ଫରେଷ୍ଟର ଦାୟିତ୍ଵ ଗ୍ରହଣ କରିଛନ୍ତି l ତେବେ ଏହି ଯୋଜନାରେ ବ୍ୟାପକ ଦୁର୍ନୀତି ହେଉଥିବା ଅଭିଯୋଗ ଗତ ପ୍ରାୟ ମାସେ ହେଲା ଚର୍ଚ୍ଚାରେ ରହିଆସିଥିଲା । ଏଠାରେ ଆନନ୍ଦ କୁମାର ବିଶି ରେଞ୍ଜର ଭାବେ ଅବସ୍ଥାପିତ ଅଛନ୍ତି । ବଲାଙ୍ଗୀର ବନଖଣ୍ଡ ଡିଭିଜନ୍ ରେ ବିଭାଗର କାମ୍ପା ଓ ଅନ୍ୟାନ୍ୟ ଯୋଜନାର କାମରୁ ୨୫ ରୁ ୩୦ ପ୍ରତିଶତ ପିସି ନିଆଯାଉଥିବା ଓ ପିସି ନଦେବାରୁ 'ମାର୍ ମାର୍ ଭଣ୍ଡାରିଆକୁ ମାର୍' ନୀତିରେ ରେଞ୍ଜର, ଏସିଏଫ୍ ବା ଡିଏଫଓଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଯାଇ ଜଣେ ତଳିଆ କର୍ମଚାରୀଙ୍କୁ ଏପରି ରାତିଅଧିଆ ନିଲମ୍ବନ କର୍ମଚାରୀ ମହଲରେ ପ୍ରତିକ୍ରିୟା ସୃଷ୍ଟି ହୋଇଥିବା ବିଶ୍ବସ୍ତ ସୂତ୍ରରୁ ପ୍ରକାଶ ।

ଏହି ଘଟଣା ପରେ ସମସ୍ତ ବନଖଣ୍ଡରେ କିପରି ସରକାରୀ ଯୋଜନା ଚାଲିଛି, ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ମୁଖ୍ୟତଃ କଣ୍ଟାବାଞ୍ଜି, ଲାଠୋର, ଲୋଇସିଂହା, ଖପ୍ରାଖୋଲ ଆଦି ରେଞ୍ଜ୍ ରେ ଯାଞ୍ଚ୍ ଜରୁରୀ ବୋଲି ଜନମତ ପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଥଲେଟିକ ଏସୋସିଏସନ୍ ଝାରମୁଣ୍ଡା ର ୩୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ   21-May-2026
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026
  ଜିଲ୍ଲା  
ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    21-May-2026

You Might Also Like