-+91-9937148622 |

prerana_bgr@rediffmail.com |

  Sunday 9th November 2025 |

| | | |

R.N.I. Regd No. ODIODI/2010/46693

Breaking News

ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   (08-Nov-2025)       ||      ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   (08-Nov-2025)       ||      ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   (08-Nov-2025)       ||      ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    (08-Nov-2025)       ||      ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   (08-Nov-2025)       ||      ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   (08-Nov-2025)       ||      *ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   (08-Nov-2025)       ||      ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   (08-Nov-2025)       ||      ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   (08-Nov-2025)       ||      *କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   (08-Nov-2025)       ||      *ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   (08-Nov-2025)       ||      "ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   (08-Nov-2025)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ଉତ୍ସବ: ଓକିଲାତି ବୃତ୍ତିର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖିବା ସହ ସମାଜରେ ଏହି ବୃତ୍ତିର ଗାରିମା କିପରି ବଜାୟ ରହି ପାରିବ ତାହାକୁ ଜଗିବା ଆମ ସମସ୍ତଙ୍କ ଦାୟିତ୍ଵ: ନରସିଂହ ମିଶ୍ର    (08-Nov-2025)       ||      *ଡାବୁଗାଁ ସଦର ମହକୁମା ସ୍ଥିତ ଦୋକାନର ତାଲା ଭାଙ୍ଗି ଟଙ୍କା ଚୋରି*   (08-Nov-2025)       ||      ଯୁବ କଳାକାରଙ୍କ ନୃତ୍ୟ ଦୁଲକିଲା ବଙ୍ଗୋମୁଣ୍ଡା ଧନୁଯାତ୍ରା ମଞ୍ଚ, ଝୁମିଲେ ହଜାର ହଜାର ଦର୍ଶକ   (07-Nov-2025)       ||      ଗଣିଆରେ ମତ୍ସ୍ୟ ଏବଂ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (07-Nov-2025)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ;    (07-Nov-2025)       ||      *ହକି ଇଣ୍ଡିଆର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣପୁର ଜିଲ୍ଲା ରେ ବନ୍ଧୁତ୍ୱ ପୂର୍ଣ୍ଣ ହକି ମ୍ୟାଚ୍ ଅନୁଷ୍ଟିତ*-   (07-Nov-2025)       ||      *ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଟିତ*-   (07-Nov-2025)       ||      ଅବସରପ୍ରାପ୍ତ ମୁଖ୍ୟ କିରାଣୀ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀଙ୍କ ପରଲୋକ   (07-Nov-2025)       ||     

HOME   ଦେଶ ବିଦେଶ

ଫ୍ରାଙ୍କଫର୍ଟ ଅନ୍ତର୍ଜାତୀୟ ପୁସ୍ତକ ମେଳାରେ କେନ୍ଦ୍ର ସାହିତ୍ୟ ଏକାଡେମୀର କାର୍ଯ୍ୟକ୍ରମ

16-Oct-2024



ନୂଆଦିଲ୍ଲୀ(ପ୍ରେରଣା ଖବର): ଜର୍ମାନୀର ଫ୍ରାଙ୍କଫର୍ଟ୍ ଅନ୍ତର୍ଜାତୀୟ ପୁସ୍ତକ ମେଳାର ୭୫ତମ ସଂସ୍କରଣରେ କେନ୍ଦ୍ର ସାହିତ୍ୟ ଏକୋଡମୀ ଅଂଶଗ୍ରହଣ କରିଛି।

ପୁସ୍ତକ ମେଳାର ପ୍ରଥମ ଦିନରେ ସାହିତ୍ୟ ଏକାଡେମୀ ପକ୍ଷରୁ ବିଭିନ୍ନ ଦେଶର ପ୍ରକାଶକଙ୍କ ସହ ଆଲୋଚନା କରାଯାଇଥିଲା। ଏଥି ସହିତ ଦୁଇଟି ସାହିତ୍ୟ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ ହୋଇଥିଲା। ପ୍ରଥମ କାର୍ଯ୍ୟକ୍ରମରେ ଭାରତର ସାରସ୍ବତ ଐତିହ୍ୟ ଶୀର୍ଷକରେ ଆଲୋଚନା କରାଯାଇଥିଲା। ଏହାକୁ ସାହିତ୍ୟ ଏକାଡେମୀର ସଚିବ ଡକ୍ଟର କେ ଶ୍ରୀନିବାସରାଓ ପରିଚାଳନା କରିଥିବାବେଳେ ତିନି ପ୍ରତିଷ୍ଠିତ ବିଦ୍ବାନ୍ ଓ ଲେଖକ ପ୍ରଫେସର ବଦ୍ରି ନାରାୟଣ, ପ୍ରଫେସର ଧନଞ୍ଜୟ ସିଂହ ଏବଂ ଶ୍ରୀ ବିଶ୍ବାସ ପାଟିଲ ଆଲୋଚନା କରିଥିଲେ। ଭାରତୀୟ ସାହିତ୍ୟର ସ୍ବତନ୍ତ୍ରତା, ଭାରତୀୟ ସଂସ୍କୃତିର ମୂଳରେ ବିବିଧତା, ଭାରତର ସ୍ୱଦେଶୀ ଜ୍ଞାନ ପ୍ରଣାଳୀ, ଜ୍ଞାନ ପ୍ରଣାଳୀ ସମୃଦ୍ଧ କରିବାରେ ମୌଖିକ ପରମ୍ପରାର ଭୂମିକା, ଭାରତର ଦାର୍ଶନିକ ଏବଂ ଧାର୍ମିକ ସାହିତ୍ୟ, ଅନୁବାଦ, ସମସାମୟିକ ଭାରତୀୟ ସାହିତ୍ୟ ଇତ୍ୟାଦି ବିଷୟ ଆଲୋଚନାର ଅନ୍ତର୍ଭୁକ୍ତ ହୋଇଥିଲା। ଦ୍ୱିତୀୟ କାର୍ଯ୍ୟକ୍ରମରେ ବିଶିଷ୍ଟ ମରାଠୀ ଲେଖକ ଶ୍ରୀ ବିଶ୍ବାସ ପାଟିଲ ସଚିବ ଡକ୍ଟର ଶ୍ରୀନିବାସରାଓଙ୍କ ସହ ଐତିହାସିକ ବିଷୟବସ୍ତୁ ଆଧାରିତ ଉପନ୍ୟାସ, ଆନ୍ନା ଭାଉ ସାଥେ, ଭାରତୀୟ ସାହିତ୍ୟ ପରମ୍ପରା, ଦଲିତ ସାହିତ୍ୟ  ଏବଂ ସମସାମୟିକ ମରାଠୀ ସାହିତ୍ୟ ସମ୍ପର୍କରେ ଚର୍ଚ୍ଚା କରିଥିଲେ। ୧୭ ତାରିଖରେ  ପ୍ରଫେସର ବଦ୍ରି ନାରାୟଣଙ୍କ ସହ ଲେଖକଙ୍କ ସହିତ ସାକ୍ଷାତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   08-Nov-2025
  ଜିଲ୍ଲା  
ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   08-Nov-2025
ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   08-Nov-2025
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    08-Nov-2025
  ଜିଲ୍ଲା  
ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   08-Nov-2025
  ଜିଲ୍ଲା  
ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   08-Nov-2025
  ଜିଲ୍ଲା  
*ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   08-Nov-2025
  ଜିଲ୍ଲା  
ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   08-Nov-2025
  ଜିଲ୍ଲା  
ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   08-Nov-2025
  ଜିଲ୍ଲା  
*କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   08-Nov-2025
  ଜିଲ୍ଲା  
*ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   08-Nov-2025
  ଜିଲ୍ଲା  
"ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   08-Nov-2025

You Might Also Like