-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||     

HOME   ଜିଲ୍ଲା

ଆଠ୍ ଗାଁ ଉଚ୍ଚବିଦ୍ୟାଳୟରେ ଆଇନ ସଚେତନତା ଶିବିର

23-Oct-2024



ବଲାଙ୍ଗିର(ଦେବାଶିଷ ବହିଦାର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶ ଅନୁସାରେ ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଡକ୍ତର ପବିତ୍ର ମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଆଜି ଆଠଗାଁ ଉଚ୍ଚ ବିଦ୍ୟାଳୟ ଠାରେ ସ୍ଵାକ୍ଷରତା କ୍ଲବର ଛାତ୍ରଛାତ୍ରୀ ସଦସ୍ୟଙ୍କୁ ନେଇ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହେଇଥିଲା  | ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ପବିତ୍ରାନନ୍ଦ ପ୍ରଧାନ, ନ୍ୟାୟୀକ ଅଧିକାରୀ ଅର୍ଘ୍ୟରୂପା ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରା, ସ୍କୁଲ ପ୍ରଧାନଶିକ୍ଷକ ରୋହିତସ୍ଵ ଜୋଶୀ ଏବଂ ଏବଂ ସମସ୍ତ ଛାତ୍ରଛାତ୍ରୀଙ୍କ ସହ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ | ସମସ୍ତ ମଞ୍ଚାସୀନ ଅଧିକାରୀ ସାମ୍ବିଧାନିକ ଅଧିକାର , ମୌଳିକ ଅଧିକାରୀ ଏବଂ ଆଇନ ବିଷୟରେ ଅବଗତ କରାଇଥିଲେ | ଏଥି ସହିତ ରାଷ୍ଟ୍ରୀୟ ଆଇନ ସେବା ପ୍ରାଧିକରଣ ଦ୍ବାରା ନିଶୁକ୍ଳ ସହାୟତା ନମ୍ବର ୧୫୧୦୦ ବିଷୟରେ ଅବଗତ କରାଯାଇଥିଲା | ଛାତ୍ରଛାତ୍ରୀ ମାନେ ଶେଷରେ ସଙ୍ଗୀତ ପରିବେଷଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026

You Might Also Like