-+91-9937148622 |

prerana_bgr@rediffmail.com |

  Friday 30th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ଜେଏମଡି ସ୍କୁଲର ବିକାଶ ଓ କାର୍ଯ୍ୟକ୍ରମ ଉପରେ ଆଲୋଚନା

26-Oct-2024



ବଙ୍ଗୋମୁଣ୍ଡା(ଅନୀଲ କୁମାର ତ୍ରିପାଠୀ): ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ସ୍ଥିତ ପୁଟୁପଡା ରାସ୍ତାରେ ଥିବା ଜୟ ମାଁ ଦ୍ୱାରସେହ୍ନୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ବିଭିନ୍ନ ବିକାଶ ଓ କାର୍ଯ୍ୟକ୍ରମ ଉପରେ ବିଦ୍ୟାଳୟ ପରିଚାଳନା ସମିତିର ଏକ ବୈଠକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ସୁରେଶ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସ୍କୁଲ ଅଧ୍ୟକ୍ଷ ନିତେଶ କୁମାର ସାହୁ ସ୍ୱାଗତ ଭାଷଣରେ ପରିଚାଳନା ସମିତିର ସମସ୍ତଙ୍କୁ ସ୍ୱାଗତ ଜଣାଇବା ସହ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କ ପରିଚୟ ସମସ୍ତଙ୍କ ସମ୍ମୁଖରେ ଉପସ୍ଥାପନ କରିଥିଲେ । ସ୍କୁଲ ନିର୍ଦ୍ଦେଶକ ଗଣପତି ସାହୁ ବିଦ୍ୟାଳୟର ବିଭିନ୍ନ ବିକାଶ , କାର୍ଯ୍ୟକ୍ରମ ଓ ସମସ୍ୟାର ସମାଧାନ ସମ୍ପର୍କରେ ଆଲୋକପାତ କରିଥିଲେ । ଉକ୍ତ ବିଦ୍ୟାଳୟର ଆହୁରି ଅନେକ ବିକାଶ ଗୁଡିକ କିପରି କରାଯାଇପାରିବ ସେ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସମିତିର ଉପଦେଷ୍ଟା ବିଦ୍ୟାଭୂଷଣ ନାଏକ , ସାଂସଦ ପ୍ରତିନିଧି ଅନିଲ ନାଏକ, ସିନ୍ଧେକେଲା ସମିତି ସଭ୍ୟ ଭୋଳାନାଥ ବେହେରା, ସ୍କୁଲ ପ୍ରତିଷ୍ଠାତା ଅନିଲ ଜୈନ , ସମାଜସେବୀ ଅନିଲ ତ୍ରିପାଠୀ , ସାମ୍ବାଦିକ ଦିନେଶ ଜୈନ , ସମିତିର ସକ୍ରିୟ ସଦସ୍ୟ ଆଲୋକ ସାହୁ , ଜଗଦୀଶ ପଣ୍ଡା, ରାମଚନ୍ଦ୍ର ଷଡ଼ଙ୍ଗୀ , ନରେନ୍ଦ୍ର ସାହୁ , ମିନିକେତନ ତ୍ରିପାଠୀ, ପ୍ରଫୁଲ୍ଲ ସାହୁ , ପିତାମ୍ବର ଧରୁଆ, ନଳିନୀପ୍ରଭା ତାଣ୍ଡି ପ୍ରମୁଖ ସାମିଲ ହୋଇଥିବା ବେଳେ ଶିକ୍ଷକ ମାନସ ସାହୁ , ହିମାଂଶୁ ସାହୁ , ସୀମାଞ୍ଚଳ ସାହୁ , ଶିକ୍ଷୟିତ୍ରୀ ସୁଜାତା ସିହ୍ନା , ପ୍ରତିମା ଷଡ଼ଙ୍ଗୀ , ରଞ୍ଜିତା କୁମାରୀ ଦୁବେ, ସୌଭାଗ୍ୟ ସାହୁ , ସସ୍ମିତା ନାଗ , ସେଫାଳି ସିଂଦେଓ, ବୈଶାଖୀ ସାହୁ , ଅଙ୍କିତା ପଣ୍ଡା , କର୍ମଚାରୀ ପଞ୍ଚା ମହାନନ୍ଦ, ସୁଧାଂଶୁ ଛୁରା, ଗୁରେଶ ମହାନନ୍ଦ, ପୁଷ୍ପା ପୁଟେଲ, ଅନିତା ସାହୁ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026

You Might Also Like