-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||     

HOME   ଜିଲ୍ଲା

ତୈଳିକ ବୈଶ୍ୟ ସମାଜର ସାଧାରଣ ସଭା ଅନୁଷ୍ଠିତ

28-Oct-2024



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ସହରର କଦଳିମୁଣ୍ଡା ସ୍ଥିତ ନର୍ସରୀ ଠାରେ ତୈଳିକ ବୈଶ୍ୟ ସମାଜର ଏକ ସାଧାରଣ ସଭା ସଭାପତି ଉମାକାନ୍ତ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ସଭାରେ ଜିଲ୍ଲାର ୧୪ ଗୋଟି ବ୍ଲକର  ଶତାଧିକ ପୁରୁଷ ଏବଂ ମହିଳା ସଦସ୍ୟମାନେ ଉପସ୍ଥିତ ହୋଇଥିଲେ । ସଭାରେ ସଭାପତି ଓ ସଂପାଦକ ବିଗତ ୫ ବର୍ଷରେ କରିଯାଇଥିବା ସମସ୍ତ କାର୍ଯ୍ୟକଳାପର ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ l ଏହି ସଭାରେ ବିଗତ ୨୦୧୯ ମସିହାରୁ 5 ବର୍ଷ ଦାୟିତ୍ୱରେ ଥିବା କମିଟି ଭଙ୍ଗ କରାଯାଇଥିଲା । ନୂତନ କମିଟି ଗଠନ କରିବାକୁ ନିର୍ବାଚନ ଦାୟିତ୍ୱରେ ପ୍ରମୁଖଭାବେ ବୈଷ୍ଣବ ଚରଣ ସାହୁ, ଅଙ୍ଗିରା ସାହୁ, ରବିନ୍ଦ୍ର ସାହୁ ଏବଂ ଶରତ ସାହୁଙ୍କୁ ଦାୟିତ୍ୱ ଦେଇଥିଲେ । ଏହି ପ୍ରମୁଖ ସଦସ୍ୟମାନେ ଉପସ୍ଥିତ ସଦସ୍ୟମାନଙ୍କ ସହମତିରେ ନୂତନ ଭାବେ ସଭାପତି ଉମାକାନ୍ତ ସାହୁ, ଉପସଭାପତି ମିତ୍ରଭାନୁ ସାହୁ, ଗୌର ଚରଣ ସାହୁ ଓ ମହେଶ୍ୱର ସାହୁ, ସଂପାଦକ ପ୍ରଦୀପ ସାହୁ, ସହ-ସଂପାଦକ ଫିରୋଜ ସାହୁ, ଦେବେନ୍ଦ୍ର ସାହୁ, ହିମାଂଶୁ ସାହୁ, ସାଂଗଠନିକ ସଂପାଦକ ବିକାଶ ସାହୁ, କୋଷାଧ୍ୟକ୍ଷ ତ୍ରିନାଥ ସାହୁଙ୍କୁ ଉପସ୍ଥିତ ସଦସ୍ୟଙ୍କ ବିପୁଳ ସମର୍ଥନରେ ନିର୍ବାଚିତ କରିଥିଲେ । ଏହା ସହିତ ବୈଷ୍ଣବ ସାହୁଙ୍କୁ ଆଇନ ପରାମର୍ଶଦାତା ଓ ସାଂସ୍କୃତିକ ସଂପାଦକ ରବିନ୍ଦ୍ର କୁମାର ସାହୁଙ୍କୁ ଦାୟିତ୍ୱ ଦେଇଥିଲେ ଏବଂ କାର୍ଯ୍ୟନିର୍ବାହୀ ସଦସ୍ୟ ଭାବେ ଜିଲ୍ଲାର ପ୍ରତ୍ୟେକ ପ୍ରନ୍ତରୁ ଆସିଥିବା ପ୍ରମୁଖ ସଦସ୍ୟଙ୍କୁ ଦାୟିତ୍ୱ ଦିଆଯାଇଥିଲା । ତନ୍ ମଧ୍ୟରୁ ଧୃବ ସାହୁ, ଚୈତନ୍ୟ ସାହୁ, ଦିଲିପ ସାହୁ, ଦେବଦତ୍ତ ସାହୁ, ହେମସାଗର ସାହୁ, ମୁକେଶ ସାହୁ, ଜଗଦିଶ ସାହୁ, ରାମଚନ୍ଦ୍ର ସାହୁଙ୍କୁ ଦାୟିତ୍ୱ ଦିଆଯାଇଥିଲା । ଏହା ସହିତ ଉପଦେଷ୍ଟା ଭାବେ ଅଙ୍ଗିରା ସାହୁ, ଶିବ ପ୍ରସାଦ ସାହୁ, ଟିକେଲାଲ ସାହୁ, ନରସିଂହ ସାହୁ, ମହେନ୍ଦ୍ର ସାହୁ, ଭଗବାନ ସାହୁ ଏବଂ ନେପାଲ ସାହୁଙ୍କୁ ଦାୟିତ୍ୱ ଦିଆଯାଇଥିଲା । ନୂତନ ଭାବେ ଚୟନ ହୋଇଥିବା ସଦସ୍ୟମାନେ ଆଗାମୀ ଦିନରେ ତୈଳିକ ବୈଶ୍ୟ ସମାଜର ଉନ୍ନତି କରିବା ନିମନ୍ତେ ଶପଥବଦ୍ଧ ହୋଇଥିଲେ ଏବଂ ଉପସ୍ଥିତ ସମସ୍ତ ସଦସ୍ୟ ହର୍ଷ ଉଲ୍ଲାସରେ ସଭାରେ ଯୋଗଦାନ କରି ଆଗାମୀ ଭବିଷ୍ୟତର ମଙ୍ଗଳ କାମନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026

You Might Also Like